ଚାଇନାର ବୈଦେଶିକ ମନ୍ତ୍ରୀଙ୍କ ପରେ ଏବେ ପ୍ରତିରକ୍ଷା ମନ୍ତ୍ରୀ ନିଖୋଜ

ବେଜିଂ,୧୨।୯: ଚାଇନାରେ ସବୁକିଛି ଠିକ ଚାଲିଥିବା ପରି ମନେ ହେଉନାହିଁ। ବୈଦେଶିକ ମନ୍ତ୍ରୀଙ୍କ ପରେ ବର୍ତ୍ତମାନ ପ୍ରତିରକ୍ଷା ମନ୍ତ୍ରୀ ଲି ସେଙ୍ଗଫୁଙ୍କ ନିଖୋଜକୁ ନେଇ ଚର୍ଚ୍ଚା ଜୋର…

ଭାରତର ବୃହତ୍‌ ବିଜୟ ପରେ ଏମିତି କହିଲେ ରୋହିତ ଶର୍ମା

କଲମ୍ବୋ,୧୨।୯: ଏସିଆ କପ ୨୦୨୩ର ସୁପର-୪ରେ ପାକିସ୍ତାନ ବିପକ୍ଷରେ ଖେଳାଯାଇଥିବା ମ୍ୟାଚରେ ଭାରତ ଚମତ୍କାର ପ୍ରଦର୍ଶନ କରିଛି। ଏହି ମ୍ୟାଚ୍‌ରେ ଟିମ ଇଣ୍ଡିଆ ୨୨୮ ରନ୍‌ରେ ଜିତିଛି।…

ପାରାଦୀପ, କପିଳଯୋରରେ ମାଛ ମଡ଼କ

ପାରାଦୀପ,୧୨।୯(ଶରତ ରାଉତ): ପାରାଦୀପ ବନ୍ଦର ସହର ଚତୁଃପାର୍ଶ୍ୱରେ ଥିବା କପିଳଯୋର, କଂସାରିପାଟିଆ ମତ୍ସ୍ୟଡିଆ ନଦୀ, ଷଣ୍ଢକୁଦ ପାଖ ନଦୀରେ ବିପୁଳ ପରିମାଣର ମାଛ ମରି ଭାସୁଥିବା ଦେଖିବାକୁ…

ମରକ୍କୋ ଭୂକମ୍ପରେ ମୃତ୍ୟୁ ସଂଖ୍ୟା ଛୁଇଁଲା ୨୮୦୦, ବିଭିନ୍ନ ଦେଶ ଦେଲା ସହାୟତା

ରବାତ,୧୨।୯: ଏକ ଭୟଙ୍କର ଭୂକମ୍ପର ଶିକାର ହୋଇଥିବା ଆଫ୍ରିକୀୟ ଦେଶ ମରକ୍କୋରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ବୃଦ୍ଧି ପାଇଛି। ସ୍ପେନ, କତାର, ବ୍ରିଟେନ, ଇସ୍ରାଏଲ ଏବଂ…

ବିରଜାକ୍ଷେତ୍ରକୁ ନୂତନ ରେଳପଥ ଆଶା ଉଜ୍ଜ୍ୱଳ

ଯାଜପୁର,୧୨ା୯(ହର୍ଷବର୍ଦ୍ଧନ ବେହେରା): ଗତ ୧ ଦଶନ୍ଧି ଧରି ଦାବି ହୋଇ ଆସୁଥିବା ୯୫.୯୫୦ କି.ମି. ବିଶିଷ୍ଟ ଯାଜପୁର-କେନ୍ଦୁଝର ରୋଡ୍‌ ରେଳଷ୍ଟେଶନଠାରୁ ଧାମରା ବନ୍ଦର ଭାୟା ବିରଜା ମନ୍ଦିର…

୩ ବଡ଼ ରେକର୍ଡ ଭାଙ୍ଗିଲେ କୋହଲି-ରାହୁଲ

କଲମ୍ବୋ,୧୨।୯: ଏସିଆ କପ୍‌ ସୁପର-୪ ଏକ ମ୍ୟାଚ୍‌ରେ ଭାରତ ପାକିସ୍ତାନକୁ ପରାସ୍ତ କରିଛି। ଏହି ମ୍ୟାଚ୍‌ରେ ରୋହିତ ଶର୍ମାଙ୍କ ନେତୃତ୍ୱରେ ଭାରତୀୟ ଦଳ ୨୨୮ ରନ ବ୍ୟବଧାନରେ…

ସ୍ପେଶାଲ ଟ୍ରେନ ଯୋଗେ ରୁଷିଆରେ ପହଞ୍ଚିଲେ ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ ଜୋନ, ପୁଟିନଙ୍କ ସହ ହେବ ସିକ୍ରେଟ ମିଟିଂ

ସିଓଲ,୧୨।୯: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ ସାକ୍ଷାତ କରିବାକୁ ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ ଜୋନ ଉନ ମଙ୍ଗଳବାର ସ୍ପେଶାଲ ଟ୍ରେନ ଯୋଗେ ରୁଷିଆରେ…

ପ୍ରଭାତ ଦାଶଙ୍କୁ ସୁବେଦାର ମେଜର ସମ୍ମାନ

ଚଣ୍ଡିଖୋଲ,୧୨ା୯(ପ୍ରଦୀପ୍ତ କୁମାର ପୃଷ୍ଟି): ଦେଶ ପାଇଁ ତ୍ୟାଗ, କର୍ତ୍ତବ୍ୟ ଓ ଦୀର୍ଘ ୩୦ବର୍ଷ ସେବା ପାଇଁ ୧୬୬ ବାଟାଲିୟନ ଆସାମ ରାଇଫଲର କର୍ଣ୍ଣେଲ ମହେନ୍ଦ୍ର ସିଂହ କମାଣ୍ଡିଂ…

ଆଦର୍ଶ ବିଦ୍ୟାଳୟ ଛାତ୍ରୀନିବାସ ନିର୍ମାଣରେ ଅନିଶ୍ଚିତତା

ରସୁଲପୁର,୧୨ା୯(ରଞ୍ଜିତ ରାଉତ): ପ୍ରତି ବ୍ଲକରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ହେବ। ଏହି ପରିପ୍ରେକ୍ଷୀରେ ଯାଜପୁର ଜିଲା ରସୁଲପୁର ବ୍ଲକ ଆଦର୍ଶ ବିଦ୍ୟାଳୟ କଲଣ ଠାରେ ୨୦୨୧-୨୨…

ଆଜିଠାରୁ ରାଷ୍ଟ୍ରପତିଙ୍କ ୨ ଦିନିଆ ଗୁଜରାଟ ଗସ୍ତ

ନୂଆଦିଲ୍ଲୀ,୧୨।୯: ସେପ୍ଟେମ୍ବର ୧୨ ଅର୍ଥାତ୍‌ ଆଜିଠାରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇ ଦିନିଆ ଗୁଜରାଟ ଗସ୍ତରେ ଯିବେ। ସରକାରୀ ବିବୃତ୍ତି ଅନୁଯାୟୀ, ରାଷ୍ଟ୍ରପତି ମୁର୍ମୁ ମଙ୍ଗଳବାର ସନ୍ଧ୍ୟାରେ…