ବାଲେଶ୍ୱର, ୧୦ା୯(ମାନସ ବିଶ୍ୱାଳ)ଟ୍ରେନରେ ଯାତ୍ରୀଙ୍କୁ ଦୁର୍ବ୍ୟବହାର ସହ ଟଙ୍କା ନ ଦେବାରୁ ଚଳନ୍ତା ଟ୍ରେନରୁ ଠେଲି ଦେବା ଅଭିଯୋଗରେ ଜଣେ କିନ୍ନରଙ୍କୁ ବାଲେଶ୍ୱର ଜିଆରପି ଗିରଫ କରିଛି।…
ଭୁବନେଶ୍ୱର,୧୦ା୯(ଅସମାପିକା ସାହୁ)ରାଜ୍ୟରେ ସାପ କାମୁଡ଼ା ମୃତ୍ୟୁ ସଂଖ୍ୟାକୁ ନେଇ ଦ୍ୱନ୍ଦ୍ୱ ଲାଗି ରହିଛି। ଏପରିସ୍ଥିତିରେ ସାପ କାମୁଡ଼ାରେ ମୃତ୍ୟୁ ହେଲେ ମିଳୁଥିବା ଅନୁକମ୍ପା ରାଶିରେ ମଧ୍ୟ ଦ୍ୱନ୍ଦ୍ୱ…
ବାରିପଦା(ନୀଳାଦ୍ରି ବିହାରୀ ଦଣ୍ଡପାଟ)/ଠାକୁରମୁଣ୍ଡା (ତାରାକାନ୍ତ ପଟ୍ଟନାୟକ),୧୦ା୯ସାମାନ୍ୟ ମାଛ ଚୋରି ପାଇଁ କଙ୍ଗାରୁକୋର୍ଟରେ ମାଡ଼ ମାରି ଦଣ୍ଡିତ କରିଥିବାରୁ ଲୋକଲଜ୍ୟା ସହି ନ ପାରି ବିଷ ପିଇ ଜଣେ…
ପଣଜୀ,୧୦।୯: ୟୁନିଫାଏଡ୍ ପେମେଣ୍ଟସ୍ ଇଣ୍ଟରଫେସ୍ (ୟୁପିଆଇ) ଜରିଆରେ ଗୋଆରେ ଆନ୍ତଃଦେଶୀୟ ସେକ୍ସ ର଼୍ୟାକେଟ ଚାଲୁଛି। ର଼୍ୟାକେଟ ଗୋଆରେ ଚାଲୁଛି, ହେଲେ କେନିୟାରୁ ଏହାକୁ ପରିଚାଳନା କରାଯାଉଥିବା ପୋଲିସ…
ପାରାଦୀପ,୧୦ା୯(ଶରତ ରାଉତ)ପାରାଦୀପଠାରୁ କେନ୍ଦ୍ରାପଡ଼ା ଜିଲା ଗହୀରମଥା ପର୍ଯ୍ୟନ୍ତ ବେଳାଭୂମିରେ ଶନିବାର ସମୁଦ୍ର ପାଣିରେ ତୈଳଯୁକ୍ତ ପ୍ରଦୂଷଣ ଆସ୍ତରଣ ଦେଖାଦେଇଥିବା ଅଭିଯୋଗ ହୋଇଛି। ଏହି ଘଟଣା ପ୍ରଘଟ ହେବା…
ଭୋଗରାଇ , ୧୦ା୯( ପ୍ରଦୀପ ଦାସ)ବାଲେଶ୍ୱର ଜିଲା ଜଳେଶ୍ବର ରେଞ୍ଜ ଅନ୍ତର୍ଗତ ଭୋଗରାଇ ଉଦୟପୁର ବନପାଳ କାର୍ଯ୍ୟାଳୟ ଅଧୀନ ଏନଏମ ପଡ଼ିଆ ପକ୍ଷୀ ସୁରକ୍ଷା କ୍ୟାମ୍ପ ନିକଟରୁ…
ଭୁବନେଶ୍ୱର,୧୦।୯(ଶର୍ମିଷ୍ଠା ପାଣିଗ୍ରାହୀ)ସୃଜନ ଓ ଶ୍ରୀଶ୍ରୀ ବିଶ୍ୱବିଦ୍ୟାଳୟ ପକ୍ଷରୁ ରବୀନ୍ଦ୍ର ମଣ୍ଡପରେ ଚାଲିଥିବା ୨୯ତମ ଓଏମ୍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଶନିବାର ଉଦ୍ଯାପିତ ହୋଇଯାଇଛି। ଏହି…
ଭୁବନେଶ୍ୱର,୧୦ା୯(ଅନିଲ ଦାସ)ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶନିବାର ସନ୍ଧ୍ୟାରେ ଡାକିଥିବା ଜି-୨୦ ନୈଶ ଭୋଜିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେଇପାରିନାହାନ୍ତି। ମୁଖ୍ୟମନ୍ତ୍ରୀ କାର୍ଯ୍ୟବ୍ୟସ୍ତତା ଯୋଗୁ ରାଷ୍ଟ୍ରପତିଙ୍କ ଦ୍ୱାରା…
ଓ୍ବାଶିଂଟନ,୯।୯ : ହରିକେନ ଲି ଚତୁର୍ଥ ବିପଜ୍ଜନକ ମାନ୍ୟତା ହାସଲ କରି ଆମେରିକାର ଲିଓ୍ବାର୍ଡ ଦ୍ୱୀପ ମୁହାଁ ହୋଇଛି। ଆଟଲାଣ୍ଟିକ ମହାସାଗରର ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଏହା ୫୦୦…
ନୂଆଦିଲ୍ଲୀ,୯।୯ : କଂଗ୍ରେସ ନେତା ରାହୁଲ ଗାନ୍ଧୀ ଜି-୨୦ ଶିଖର ସମ୍ମିଳନୀରେ ବିଦେଶରୁ ଭାରତ ଆଦିଥିବା ଅତିଥିଙ୍କୁ ସରକାର ସତ୍ୟ ଲୁଚାଇଥିବା ଅଭିଯୋଗ କରିଛନ୍ତି। ସେ ସୋସିଆଲ…