ପାକିସ୍ତାନୀ ନୈସେନାର ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ୩ ମୃତ

ଇସଲାମାବାଦ,୪।୯: ପାକିସ୍ତାନୀ ନୈସେନାର ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ସୋମବାର ଦେଶର ବାଲୁଚିସ୍ତାନ ପ୍ରଦେଶରେ ନିୟମିତ ପ୍ରଶିକ୍ଷଣ ସମୟରେ ଏହି ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଦୁଇ ଅଧିକାରୀଙ୍କ…

ଖରିଫ ଧାନ ବିକ୍ରିରେ କମିଲା ଚାଷୀଙ୍କ ପଞ୍ଜୀକରଣ

ଭଦ୍ରକ, ୪।୯(ସନାତନ ରାଉତ): ଭଦ୍ରକ ଜିଲାରେ ଚଳିତ ବର୍ଷ ଖରିଫ ଧାନ ବିକ୍ରି ପାଇଁ ପଞ୍ଜୀକରଣ ଶେଷ ହୋଇଛି। ଜିଲାରେ ୧୫୫ ମଣ୍ଡିରେ ୮୩ ହଜାର ୮୬୭…

୧୦୦ କୋଟି କ୍ଲବ୍‌ରେ ‘ଡ୍ରିମ ଗର୍ଲ-୨’

ମୁମ୍ବାଇ: ଫିଲ୍ମ ‘ଡ୍ରିମ ଗର୍ଲ-୨’ ରିଲିଜ୍‌ ହେବାର ୧୦ ଦିନ ପରେ ସାରା ଦୁନିଆରେ ୧୦୦ କୋଟି ଅତିକ୍ରମ କରିଛି, ଅର୍ଥାତ୍‌ ୧୦୦ କୋଟି କ୍ଲବରେ ପ୍ରବେଶ…

ଜିଲା ଦାବି ଆନ୍ଦୋଳନରେ ସାମିଲ ହେଲେ ଛାତ୍ରୀଛାତ୍ର

ଭଞ୍ଜନଗର,୪ା୯(ବାବୁଲା ପ୍ରଧାନ): ଘୁମୁସର ଜିଲା ଦାବି ଆନ୍ଦୋଳନ ୧୯୯୩ରୁ ଆରମ୍ଭ ହୋଇଛି। ଏହା ବର୍ତ୍ତମାନ ସୁଧା ଚାଲିଛି। କିନ୍ତୁ ସରକାର ଦାବି ପ୍ରତି ଗୁରୁତ୍ୱ ଦେଉ ନ…

ଜମ୍ମୁ-କଶ୍ମୀରରେ ଏନକାଉଣ୍ଟର, ଜଣେ ଆତଙ୍କବାଦୀ ନିହତ

ଶ୍ରୀନଗର,୪।୯: ଜମ୍ମୁ-କଶ୍ମୀରର ରିୟାସି ଜିଲାର ଚସାନା ନିକଟରେ ସୋମବାର ସର୍ଚ୍ଚ ଅପରେଶନ ବେଳେ ଭାରତୀୟ ସେନା ଏବଂ ଆତଙ୍କବାଦୀ ମୁହଁାମୁହିଁ ହୋଇଛନ୍ତି। ଏଥିରେ ଜଣେ ଆତଙ୍କବାଦୀ ନିହତ…

ଆଇଏସଆଇଏସର ୨ କମାଣ୍ଡରଙ୍କ ସମେତ ୭ ସନ୍ଦିଗ୍ଧ ଆତଙ୍କବାଦୀ ଗିରଫ

ଇସଲାମାବାଦ,୪।୯: ପଞ୍ଜାବ ପ୍ରଦେଶରେ ୭ଜଣ ସନ୍ଦିଗ୍ଧ ଆତଙ୍କବାଦୀଙ୍କୁ ଗିରଫ କରି ପାକିସ୍ତାନର ଆଇନ ପ୍ରଣୟନକାରୀ ସଂସ୍ଥା ଏକ ବଡ଼ ଆତଙ୍କବାଦୀ ଷଡଯନ୍ତ୍ରକୁ ବିଫଳ କରିଛି। ଇସ୍ଲାମିକ ଷ୍ଟେଟ…

ମୂର୍ତ୍ତି ତିଆରି କରି ଲକ୍ଷାଧିକ ଟଙ୍କା ରୋଜଗାର

କର୍ଲାମୁଣ୍ଡା:୪।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ମହକୁମାଠାରୁ ଦୁଇ କିଲୋମିଟର ଦୂରରେ ରହିଛି ଫଲସାପଡା ଗାଁ। ଗାଁରେ ରୁହନ୍ତି ଶିଳ୍ପୀ ହେମାନନ୍ଦ ସାହୁ(୨୮)।…

ରାଜ୍ୟ, କେନ୍ଦ୍ର ଉପରେ ବର୍ଷିଲେ ସୁର ରାଉତରାୟ

ଘସିପୁରା,୪।୯(ନିରଞ୍ଜନ ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ କଂଗ୍ରେସ ପକ୍ଷରୁ ସୋମବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏଥିରେ ଜଟଣି ବିଧାୟକ ସୁର ରାଉତରାୟ ଯୋଗ…

ପ୍ରତିଷ୍ଠା ଦିବସରେ ଛାତ୍ରୀଛାତ୍ର, ଅଧ୍ୟାପକଙ୍କୁ ସମ୍ମାନିତ

ଚାନ୍ଦବାଲି,୪ା୯(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ମତୋ ଯୁକ୍ତ ୩ ସ୍ନାତକ ମହାବିଦ୍ୟାଳୟର ୩୨ତମ ପ୍ରତିଷ୍ଠା ଦିବସ ସୋମବାର ମହାବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି।…

‘ଏକ ଦେଶ ଏକ ନିର୍ବାଚନ’ ଲାଗୁ ହେଲେ ଭାଜପା ପାଞ୍ଚ ବର୍ଷ ପର୍ଯ୍ୟନ୍ତ ମୁହଁ ଦେଖାଇବ ନାହିଁ: କେଜ୍‌ରିଓ୍ବାଲ

ଜୟପୁର,୪।୯: ଚଳିତ ବର୍ଷ ରାଜସ୍ଥାନରେ ହେବାକୁ ଥିବା ବିଧାନସଭା ନିର୍ବାଚନରେ ଆମ ଆଦମୀ ପାର୍ଟି (ଏଏପି) ମଧ୍ୟ ମଇଦାନରେ ରହିଛି। ପାର୍ଟି ସଂଯୋଜକ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ…