ଗୁରୁତର ଅବସ୍ଥାରେ ବ୍ୟବସାୟୀ ଉଦ୍ଧାର, ଦୁର୍ଘଟଣା ନା ହତ୍ୟା ଉଦ୍ୟମ ସେନେଇ ଚର୍ଚ୍ଚା

ଦାରିଙ୍ଗବାଡ଼ି,୩୧ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ବ୍ରାହ୍ମଣୀଗାଁ-ଦାରିଙ୍ଗବାଡ଼ି ରାସ୍ତାର ଏକ ଘାଟିରେ ଜଣେ ବ୍ୟବସାୟୀଙ୍କୁ ଗୁରୁତର ଅବସ୍ଥାରେ ପୋଲିସ ଉଦ୍ଧାର କରିଛି। ସେ ହେଲେ ଦାରିଙ୍ଗବାଡ଼ିର…

‘ଜମ୍ମୁ କଶ୍ମୀରରେ ଖୁବଶୀଘ୍ର ହୋଇପାରେ ନିର୍ବାଚନ’

ନୂଆଦିଲ୍ଲୀ,୩୧।୧: ସୁପ୍ରିମକୋର୍ଟରେ ଧାରା ୩୭୦ ଉପରେ ଶୁଣାଣି ସମୟରେ କେନ୍ଦ୍ର ସରକାରଙ୍କ ତରଫରୁ ନିଜ ପକ୍ଷ ରଖାଯାଇଛି। ଖୁବ ଶୀଘ୍ର ଜମ୍ମୁ କଶ୍ମୀରରେ ନିର୍ବାଚନ ଘୋଷଣା ହୋଇପାରିବ…

ସ୍ବାୟତ୍ତ ଶାସନ ଦିବସକୁ ବର୍ଜନ କଲେ କାଉନସିଲର

କେନ୍ଦୁଝର,୩୧ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରଗଡ଼ ପୌରପାଳିକାର ମନମୁଖୀ କାର୍ଯ୍ୟ ପ୍ରତିବାଦରେ ସ୍ବାୟତ୍ତ ଶାସନ ଦିବସକୁ ବର୍ଜନ କଲେ ୧୬ ନମ୍ବର ଓ୍ବାର୍ଡର କାଉନସିଲର ସବିତା ପଟ୍ଟନାୟକ। ଜୁଲାଇରୁ…

ବହୁ ପ୍ରତୀକ୍ଷିତ ଫିଲ୍ମ ‘ଯବାନ’ର ଟ୍ରେଲର ରିଲିଜ୍‌

ଶାହରୁଖ ଖାନଙ୍କ ବହୁ ପ୍ରତୀକ୍ଷିତ ଫିଲ୍ମ ‘ଯବାନ’ ଖୁବ ଶୀଘ୍ର ରିଲିଜ ହେବାକୁ ଯାଉଛି। ଏହି ଫିଲ୍ମକୁ ପ୍ରଶଂସକମାନେ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ଫିଲ୍ମ ରିଲିଜ୍‌ର…

ଭାଇଙ୍କୁ ରାଖୀ ବାନ୍ଧିବା ଅଧା ରହିଲା: ଦୁର୍ଘଟଣାରେ ଚାଲିଗଲା ଭଉଣୀଙ୍କ ଜୀବନ

ଗଞ୍ଜାମ,୩୧ା୮(ବିଦ୍ୟାଧର ସାହୁ): ରକ୍ଷାବନ୍ଧନରେ ଭଉଣୀ ଭାଇ ହାତରେ ରାଖୀ ବାନ୍ଧି ଭାଇଙ୍କର ଶୁଭ ମନାସିବା ସହ ନିଜକୁ ସୁରକ୍ଷା ଦେବା ପାଇଁ ଭାଇଙ୍କଠାରୁ ପ୍ରତିଜ୍ଞା ଗ୍ରହଣ କରନ୍ତି।…

ଜି-୨୦ ବୈଠକରେ ଯୋଗଦେବେ ନାହିଁ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ!

ନୂଆଦିଲ୍ଲୀ/ବେଜିଂ,୩୧।୮: ସେପ୍ଟେମ୍ବର ୮ ରୁ ୧୦ ମଧ୍ୟରେ ଭାରତରେ ଅନୁଷ୍ଠିତ ହେବାକୁ ଥିବା ଜି-୨୦ ଶିଖର ବୈଠକରେ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଯୋଗଦେବେ ନାହିଁ। ଜିନପିଙ୍ଗ…

ଆମ ମେଣ୍ଟର ଶକ୍ତି ଦେଖି ଚାଇନା ମଧ୍ୟ ସୀମାରୁ ପଛକୁ ଯିବ: ସଞ୍ଜୟ ରାଉତ

ମୁମ୍ବାଇ,୩୧ା୮: ଆଜିଠାରୁ ମୁମ୍ବାଇରେ ବିରୋଧୀ ବ୍ଲକ୍‌ ଇଣ୍ଡିଆନ୍‌ ନ୍ୟାଶନାଲ ଡେଭେଲପ୍‌ମେଣ୍ଟାଲ ଇନ୍‌କ୍ଲୁସିଭ୍‌ ଆଲାଏନ୍ସ (ଇଣ୍ଡିଆ)ର ତୃତୀୟ ବୈଠକ ଅନୁଷ୍ଠିତ ହେଉଛି। ଏହାପୂର୍ବରୁ ଶିବସେନା (ୟୁବିଟି) ନେତା ସଞ୍ଜୟ…

ବିବାହ ପାଇଁ ପୁରୋହିତ ଜରୁରୀ ନୁହେଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩୧ା୮: ମାଡ୍ରାସ ହାଇକୋର୍ଟଙ୍କ ନିଷ୍ପତ୍ତି ସମ୍ପର୍କରେ ସୁପ୍ରିମକୋର୍ଟ ଏକ ନୂତନ ନିର୍ଦ୍ଦେଶ ଜାରି କରିଛନ୍ତି। ଯେଉଁଥିରେ କୁହାଯାଇଛି, ଅପରିଚିତ ବ୍ୟକ୍ତିଙ୍କ ସାମ୍ନାରେ ଗୁପ୍ତ ଭାବରେ କରାଯାଇଥିବା ବିବାହ…

‘ଇଣ୍ଡିଆ’ର ତୃତୀୟ ବୈଠକ: ସଭା ସ୍ଥାନ ବାହାରେ ଲାଗିଲା ସାଫ୍ରନ୍‌ ପତାକା

ମୁମ୍ବାଇ,୩୧ା୮: ବିରୋଧୀ ବ୍ଲକ୍‌ ଇଣ୍ଡିଆନ୍‌ ନ୍ୟାଶନାଲ ଡେଭେଲପ୍‌ମେଣ୍ଟାଲ ଇନ୍‌କ୍ଲୁସିଭ୍‌ ଆଲାଏନ୍ସ (ଇଣ୍ଡିଆ)ର ତୃତୀୟ ବୈଠକ ଗୁରୁବାର ମୁମ୍ବାଇରେ ଆରମ୍ଭ ହେଉଛି। ଏହାପୂର୍ବରୁ ବିମାନବନ୍ଦର ଏବଂ ସଭା ସ୍ଥାନ…

ଅରବିନ୍ଦର ସିଂ ଲଭଲି ହେଲେ ଦିଲ୍ଲୀ କଂଗ୍ରେସର ନୂଆ ଅଧ୍ୟକ୍ଷ

ନୂଆଦିଲ୍ଲୀ,୩୧।୮: କଂଗ୍ରେସ ଗୁରୁବାର ଦିଲ୍ଲୀର ନୂତନ ଅଧ୍ୟକ୍ଷ ଘୋଷଣା କରିଛି। ଦଳ ଏବେ ଏହି ଦାୟିତ୍ୱ ଅନୀଲ ଚୌଧୁରୀଙ୍କ ସ୍ଥାନରେ ଅରବିନ୍ଦର ସିଂ ଲଭଲିଙ୍କୁ ଦେଇଛି। ଏନେଇ…