ଜେଲରେ ଦେଶୀ ଚିକେନ୍‌, ମଟନ୍‌ ଖାଉଛନ୍ତି ଇମ୍ରାନ୍‌

ଇସଲାମାବାଦ୍‌,୨୯।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନଙ୍କୁ ଜେଲରେ ଘିଅରେ ରନ୍ଧା ହୋଇଥିବା ଦେଶୀ ଚିକେନ୍‌ ଏବଂ ମଟନ୍‌ ଦିଆଯାଉଛି। ଏହା ସହିତ ବର୍ତ୍ତମାନ ଇମ୍ରାନ୍‌ଙ୍କୁ ଭିଆଇପି…

ୟୁପିର କେଉଁ ଲୋକ ସଭା ଆସନରୁ ନିର୍ବାଚନ ଲଢିବେ ପ୍ରିୟଙ୍କା, ୫ ଆସନ ଉପରେ କଂଗ୍ରେସର ପ୍ରସ୍ତୁତି ଆରମ୍ଭ

ନୂଆଦିଲ୍ଲୀ,୨୯।୮: ଲୋକ ସଭା ନିର୍ବାଚନ ୨୦୨୪ କଂଗ୍ରେସ ଦଳ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ହେବାକୁ ଯାଉଛି। ୧୦ବର୍ଷ ଧରି କ୍ଷମତାଠାରୁ ଦୂରରେ ରହିଥିବା କଂଗ୍ରେସ ଦଳ ଏଥର…

ସର୍ଜିକାଲ ଷ୍ଟ୍ରାଇକ, ଗୋଧ୍ରା ଭଳି ଘଟଣା ଘଟାଇପାରେ ଭାଜପା: ସଞ୍ଜୟ ରାଉତ

ମୁମ୍ବାଇ,୨୯।୮: ଶିବସେନା ଏମ୍‌ପି ସଞ୍ଜୟ ରାଉତ ଭାଜପା ଉପରେ ବର୍ଷିଛନ୍ତି। ସେ  କହିଛନ୍ତି , ନିର୍ବାଚନରେ ଜିତିବା ପାଇଁ ଭାଜପା କିଛି ବି କରିପାରେ। ସର୍ଜିକାଲ ଷ୍ଟ୍ରାଇକ…

ଜନ୍ମ ହାର ବୃଦ୍ଧି ପାଇଁ ଚାଇନା ସରକାରଙ୍କ ନୂତନ ପଦକ୍ଷେପ, ବିବାହ କଲେ ମିଳିବ ପୁରସ୍କାର

ବେଜିଂ,୨୯।୮: ଚାଇନାରେ ଜନସଂଖ୍ୟା ହ୍ରାସକୁ ନେଇ ଚିନ୍ତା ବଢୁଥିବା ବେଳେ ସରକାର ଏକ ନୂତନ ଯୋଜନା ପ୍ରସ୍ତୁତ କରିଛନ୍ତି। ଯୁବପିଡିଙ୍କୁ ବିବାହ କରିବାକୁ ନେଇ ପ୍ରୋତ୍ସାହିତ କରିବା…

ଚାଷୀଙ୍କୁ ଘାରିଲା ମରୁଡ଼ି ଚିନ୍ତା

ବରଗଡ଼,୨୯।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଚାଷୀଙ୍କୁ ସମସ୍ୟା ପିଛା ଛାଡୁନାହିଁ। ଚଳିତ ଖରିଫ ଋତୁରେ ଏପର୍ଯ୍ୟନ୍ତ ସ୍ବାଭାବିକ ପରିମାଣଠାରୁ ଜିଲାରେ କମ୍‌ ବୃଷ୍ଟିପାତ ହୋଇଛି। ଫଳରେ ଜିଲାରେ ପୁଣି…

ହିଂସା ପରେ ପ୍ରଥମ ଥର ବସିବ ବିଧାନସଭା ଅଧିବେଶନ, କୁକି ସମ୍ପ୍ରଦାୟର ବିଧାୟକ ଅଧିବେଶନକୁ କଲେ ବର୍ଜନ

ଇମ୍ଫାଲ,୨୯।୮: ମଣିପୁର ହିଂସା ପରେ ପ୍ରଥମ ଥର ପାଇଁ ରାଜ୍ୟର ବିଧାନସଭା ଅଧିବେଶନ ଆରମ୍ଭ ହେବ। ଏହାପୂର୍ବରୁ ଫେବୃୟାରୀ ଏବଂ ମାର୍ଚ୍ଚରେ ବିଧାନସଭାର ବଜେଟ ଅଧିବେଶନ ଅନୁଷ୍ଠିତ…

ପାଳିରେ ଚାଲିଛି ସ୍ବାସ୍ଥ୍ୟସେବା

ରଣପୁର,୨୯ା୮(ସୁକାନ୍ତ କିଶୋର ଡ଼ାକୁଆ ): ରଣପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଡାକ୍ତର ଅଭାବ ଲାଗି ରହୁଥିଲା ବେଳେ ପାଳି କରି ରୋଗୀସେବା ଚାଲିଛି। ଶଯ୍ୟାଗୁଡିକ ଖାଲି ପଡୁଥିଲା…

ବସ୍ତିବାସିନ୍ଦାଙ୍କ ଭୋଟ୍‌ ପାଇଁ ପଟ୍ଟା ବଣ୍ଟନ ନାଟକ: ମନମୋହନ

ଭୁବନେଶ୍ୱର, ୨୯ା୮(ସୁନିତ୍‌ ମିଶ୍ର):ଶିକ୍ଷିତ ଲୋକଙ୍କ ଭୋଟ୍‌ ଭାଜପା ସହିତ ଅଛି। ତେଣୁ ସହରାଞ୍ଚଳରେ ବସ୍ତି ବାସିନ୍ଦାଙ୍କ ଭୋଟ ବିଜେଡିକୁ ଭରସା ା ଭୁବନେଶ୍ୱରରେ ଯଦି ବସ୍ତି ବାସିନ୍ଦାମାନେ…

ଅଭିଷେକଙ୍କୁ ଗିରଫ କରିପାରେ ଇଡି, ମମତାଙ୍କ ଏଭଳି ଆଶଙ୍କା ଉପରେ ଭାଜପା ନେତା ନେତା କହିଲେ ଭ୍ରଷ୍ଟାଚାରୀଙ୍କୁ ଜେଲ ହେବା ଉଚିତ୍‌

କୋଲକାତା,୨୯।୮: ଭାଜପା ନେତା ତଥା ପଶ୍ଚିମବଙ୍ଗ ବିଧାନସଭାର ବିରୋଧୀଦଳ ନେତା ଶୁଭେନ୍ଦୁ ଅଧିକାରୀ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଅଭିଯୋଗର ଜବାବ ଦେଇଛନ୍ତି। ଯେଉଁଥିରେ ଟିଏମସି ନେତାଙ୍କୁ ଇଡି…

ଭୋଟରଙ୍କୁ ଅହଙ୍କାର ଦେଖାଉଛନ୍ତି ଅପରାଜିତା: ବିଜେଡି

ଭୁବନେଶ୍ୱର,୨୯ା୮(ଅନିଲଦାସ):ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ରବିବାର ନିଜ ସଂସଦୀୟ କ୍ଷେତ୍ର ଗସ୍ତବେଳେ ଗିରିଙ୍ଗ ଛକରେ ମିଶନ ଶକ୍ତିର ମହିଳା ଓ ବିଜେଡି କର୍ମୀ ତାଙ୍କୁ ବିରୋଧ କରିଥିବା…