ସରକାରୀ ବିଦ୍ୟାଳୟରେ ଛାତ୍ରୀମାନଙ୍କୁ ଅବାୟା ପିନ୍ଧିବାକୁ କରାଯିବ ବାରଣ: ଫ୍ରାନ୍ସ ଶିକ୍ଷାମନ୍ତ୍ରୀ…

ପ୍ୟାରିସ,୨୮।୮: ଫ୍ରାନ୍ସର ଶିକ୍ଷା ମନ୍ତ୍ରୀ କହିଛନ୍ତି ସରକାରୀ ବିଦ୍ୟାଳୟଗୁଡ଼ିକ ଛାତ୍ରୀମାନଙ୍କୁ ଅବାୟା ପିନ୍ଧିବାକୁ ବାରଣ କରାଯିବ। ଦେଶ ପୂର୍ବରୁ ବିଦ୍ୟାଳୟରେ ମୁଣ୍ଡ ଆବରଣ ପିନ୍ଧିବାକୁ ବାରଣ କରାଯାଇଛି।…

କୁଟୁରା ଇଂଲିଶ ନାମ ପରିବର୍ତ୍ତନରୁ ଦ୍ୱନ୍ଦ୍ୱ

ଭୁବନେଶ୍ୱର, ୨୮।୮(ଅସମାପିକା ସାହୁ): ଭାରତୀୟ ବନ୍ୟପ୍ରାଣୀ ସଂରକ୍ଷଣ ଆଇନ-୧୯୭୨ରେ କୁଟୁରାକୁ ଇଂଲିଶରେ ବାର୍କିଂ ଡିଅର କୁହାଯାଉଥିଲା। ଏପ୍ରିଲ ୨୦୨୩ରେ ବନ୍ୟପ୍ରାଣୀ ସଂଶୋଧିତ ଆଇନରେ ଏହାର ନାମ ପରିବର୍ତ୍ତନ…

ଖାଦ୍ୟରେ ଅଳ୍ପ ଲୁଣ ହୃଦ୍‌ରୋଗ ଆଶଙ୍କା ୨୦% କମାଏ

ଲଣ୍ଡନ,୨୮।୮: ଖାଦ୍ୟରେ ଲୁଣର ମାତ୍ରା କମ୍‌ କରିବା ବା କମ୍‌ ଲୁଣଯୁକ୍ତ ଖାଦ୍ୟ ଖାଇବା ହୃଦରୋଗ ସମସ୍ୟାକୁ ୨୦% କମାଇଥାଏ ବୋଲି ଏକ ଅଧ୍ୟୟନରୁ ଜଣାପଡ଼ିଛି। ଦି…

ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍କୁଲ୍‌ ବନ୍ଦ

ଲକ୍ଷ୍ନୌ,୨୮ା୮: ଉତ୍ତରପ୍ରଦେଶ ମୁଜାଫରପୁରର ଯେଉଁ ସ୍କୁଲ୍‌ର ଶିକ୍ଷୟିତ୍ରୀ ଜଣେ ମୁସଲମାନ ଛାତ୍ରଙ୍କୁ ତାଙ୍କ ସହପାଠୀମାନଙ୍କ ଦ୍ୱାରା ମାଡ଼ ମରାଇଥିଲେ, ତାହାକୁ ତଦନ୍ତ ଶେଷ ହେବା ପର୍ଯ୍ୟନ୍ତ ବନ୍ଦ…

ଚନ୍ଦ୍ରର ତାପମାତ୍ରା ପ୍ରୋଫାଇଲ ପଠାଇଲା ଲ୍ୟାଣ୍ଡର

ବେଙ୍ଗାଲୁରୁ,୨୮ା୮: ଚନ୍ଦ୍ରୟାନ-୩ର ଲ୍ୟାଣ୍ଡର ବିକ୍ରମରେ ଥିବା ସର୍ଫେସ୍‌ ଥମୋଫିଜିକାଲ ଏକ୍ସପେରିମେଣ୍ଟ ପ୍ଲେଲୋଡ୍‌ (ଚାଷ୍ଟେ) ଚନ୍ଦ୍ର ଦକ୍ଷିଣ ମେରୁ ଚତୁଃପାର୍ଶ୍ୱରେ ଥିବା ଉପର ମୃତ୍ତିକାର ତାପମାତ୍ରା ପ୍ରୋଫାଇଲ ପଠାଇଛି।…

ସ୍ବର୍ଣ୍ଣ ଜିତିଲେ ନୀରଜ ଚୋପ୍ରା

ବୁଦାପେଷ୍ଟ,୨୮ା୮: ହଙ୍ଗେରୀର ବୁଦାପେଷ୍ଟରେ ଚାଲିଥିବା ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପ୍‌ ରବିବାର ଉଦ୍‌ଯାପିତ ହୋଇଛି। ୮ ଦିନ ଧରି ଚାଲିଥିବା ଏହି ଇଭେଣ୍ଟରେ ଏକାଧିକ ରେକର୍ଡ ଭାଙ୍ଗିଥିବା ବେଳେ…

ପରଲୋକରେ ଜୟନ୍ତ ମହାପାତ୍ର

ଭୁବନେଶ୍ୱର,୨୭।୮(ଶର୍ମିଷ୍ଠା ପାଣିଗ୍ରାହୀ): ବିଶିଷ୍ଟ କବି ଜୟନ୍ତ ମହାପାତ୍ରଙ୍କର ରବିବାର ରାତି ୯ଟାରେ କଟକସ୍ଥିତ ଏସ୍‌ସିବି ମେଡିକାଲ କଲେଜ ଆଣ୍ଡ୍‌ ହସ୍ପିଟାଲରେ ଚିକିତ୍ସିତ ଅବସ୍ଥାରେ ପରଲୋକ ଘଟିଛି। ତାଙ୍କୁ…

ଆତିକ୍‌ଙ୍କ ବେନାମୀ ସମ୍ପତ୍ତି ଉପରେ ପ୍ରଥମ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ/ଲକ୍ଷ୍ନୌ,୨୭ା୮: ଗ୍ୟାଙ୍ଗଷ୍ଟର ଆତିକ୍‌ ଅହମଦଙ୍କ ପରିବାର କୋଟି କୋଟି ଟଙ୍କାର ବେନାମୀ ସମ୍ପତ୍ତି ହାସଲ କରିଛନ୍ତି। ଆୟକର ବିଭାଗ ଉତ୍ତରପ୍ରଦେଶର ପ୍ରୟାଗରାଜ ଜିଲାରେ ଜଣେ ବିପିଏଲ୍‌ କାର୍ଡଧାରୀ…

ଛେଳି ଚରାଇବାକୁ ଯାଇ ଭାଲୁ ହାବୁଡ଼ରେ ପଡ଼ିଗଲେ

ଖଡ଼ିଆଳ,୨୭।୮(ସୁଜିତ୍‌ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ ଅଧୀନ କିରିକିଟା ପଞ୍ଚାୟତ ଜୁନାପାଣି ଗ୍ରାମରେ ଭାଲୁ ଆକ୍ରମଣରେ ଜଣେ ଗୁରୁତର ହୋଇଛନ୍ତି। ସେ ହେଲେ ଉଜ୍ଜଳ…

ମା’ଙ୍କ ମୁଖାଗ୍ନି ଦେବାକୁ ଗାଁକୁ ଯାଉଥିଲେ: ଦୁର୍ଘଟଣାରେ ଦୁଇ ଭାଇ ଗୁରୁତର

ମୋହନା,୨୭ା୮(ମନ୍ମଥ ମିଶ୍ର): ମା’ଙ୍କ ମୃତ୍ୟୁ ଖବର ପାଇ ମୁଖାଗ୍ନି ଦେବାକୁ ଯାଉଥିବା ବେଳେ ଦୁର୍ଘଟଣାର ଶିକାର ହୋଇ ଦୁଇ ଭାଇ ଗୁରୁତର ହୋଇଛନ୍ତି। ଏଭଳି ଏକ ଦୁଃଖଦ…