ନଗଡ଼ାରେ ବାଘ ଆତଙ୍କ

କଳିଆପାଣି,୧୭ା୧୦(ଅସିତ୍‌ ମହାନ୍ତ): ସମ୍ପ୍ରତି ବନ ବିଭାଗର ବାଘ ଗଣନା କାର୍ଯ୍ୟକ୍ରମ ଚାଲିଛି । ହେଲେ ଯାଜପୁର ଓ ଢ଼େଙ୍କାନାଳ ଜିଲା ସୀମାନ୍ତ ନାଗଡ଼ା ଅଞ୍ଚଳରେ କଲରାପତରିଆ ବାଘ…

ଇସ୍ରାଏଲ୍‌ରେ ଚାଲିଛି ନରସଂହାର: ସୁନକ

ଲଣ୍ଡନ,୧୭।୧୦: ଇସ୍ରାଏଲ ଏବଂ ପାଲେଷ୍ଟାଇନ ଆତଙ୍କବାଦୀ ସଂଗଠନ ହମାସ ମଧ୍ୟରେ ଯୁଦ୍ଧ ମଙ୍ଗଳବାର ଏକାଦଶ ଦିନରେ ପ୍ରବେଶ କରିଛି। ଏହି ଯୁଦ୍ଧରେ ଏପର୍ଯ୍ୟନ୍ତ ୪,୦୦୦ରୁ ଅଧିକ ଲୋକ…

ଡେନ୍‌ମାର୍କ ଓ ଫ୍ରେଞ୍ଚ୍‌ ଓପନରୁ ଓହରିଲେ ଭାରତର ଷ୍ଟାର୍‌ ବ୍ୟାଡ୍‌ମିଣ୍ଟନ ଖେଳାଳି ପ୍ରଣୟ

ଓଡେଞ୍ଜ(ଡେନ୍‌ମାର୍କ),୧୭ା୧୦: ପିଠିରେ ଆଘାତ ଯୋଗୁ ଭାରତର ଷ୍ଟାର୍‌ ବ୍ୟାଡ୍‌ମିଣ୍ଟନ ଖେଳାଳି ଏଚ୍‌ଏସ୍‌ ପ୍ରଣୟ ଡେନ୍‌ମାର୍କ ଓପନ ସୁପର ୭୫୦ ଓ ଫ୍ରେଞ୍ଚ୍‌ ଓପନ ଟୁର୍ନାମେଣ୍ଟରୁ ଓହରି ଯାଇଛନ୍ତି।…

ପିଏନ୍‌ବି ପକ୍ଷରୁ ପୁରସ୍କାର ବିତରଣ ଉତ୍ସବ

ଭୁବନେଶ୍ୱର, ୧୭।୧୦: ପଞ୍ଜାବ ନ୍ୟାଶନାଲ୍‌ ବ୍ୟାଙ୍କ (ପିଏନ୍‌ବି)ର ସମ୍ବଲପୁର ମଣ୍ଡଳ କାର୍ଯ୍ୟାଳୟ ପକ୍ଷରୁ ରାଜଭାଷା ସମାରୋହ ଓ ପୁରସ୍କାର ବିତରଣ ଉତ୍ସବ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏପରିକି ପିଏନ୍‌ବି…

ହୋଣ୍ଡାର ଅଲ୍‌ ନ୍ୟୁ ସିବି୩୦୦ଆର୍‌ ଉନ୍ମୋଚିତ

ଭୁବନେଶ୍ୱର, ୧୭।୧୦, (ଅଭୟ ଦାଶ): ହୋଣ୍ଡା ମୋଟରସାଇକେଲ୍‌ ଆଣ୍ଡ୍‌ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ) ପ୍ରାଇଭେଟ ଲିମିଟେଡର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ହୋଣ୍ଡା ଅଲ…

ଦାରିଦ୍ର୍ୟମୁକ୍ତ ପୃଥିବୀ ସମ୍ଭବ

ଦାରିଦ୍ର୍ୟ ହିଁ ସମସ୍ତ ସମସ୍ୟାର ମୁଖ୍ୟ କାରଣ। ତେବେ ଦାରିଦ୍ର୍ୟ ମୁକ୍ତ ପୃଥିବୀ ସମ୍ଭବ। ଏହାର ଦୂରୀକରଣ ପାଇଁ ସଚେତନତା ସୃଷ୍ଟି ଲାଗି ପ୍ରତିବର୍ଷ ଅକ୍ଟୋବର ୧୭ରେ…

ଇସ୍ରାଏଲ୍‌ର ଧମକକୁ ଆମେ ଡରୁ ନାହିଁ

ଜେରୁଜେଲମ,୧୭।୧୦: ଗତ ୧୦ ଦିନ ଧରି ହମାସ ବିରୋଧରେ ଇସ୍ରାଏଲର ଯୁଦ୍ଧ ଚାଲିଛି। ଏଥିରେ ହଜାର ହଜାର ଲୋକ ପ୍ରାଣ ହରାଇଛନ୍ତି। ଏହି ମଧ୍ୟରେ ଆତଙ୍କବାଦୀ ସଂଗଠନ…

ସୌମ୍ୟ ଜିତିଲେ ୭୯ତମ ଟାଇଟଲ

ଭୁବନେଶ୍ୱର, ୧୭।୧୦(ତପନ ସ୍ବାଇଁ): କିଟ୍‌ ବିଶ୍ୱବିଦ୍ୟାଳୟର ବିଶ୍ୱନାଥନ ଆନନ୍ଦ ଚେସ୍‌ ହଲ୍‌ରେ ଖୋର୍ଦ୍ଧା ଜିଲା ଚେସ୍‌ ଚାମ୍ପିୟନଶିପ୍‌ ଅନୁଷ୍ଠିତ ହୋଇଯାଇଛି। ୭ ରାଉଣ୍ଡ ବିଶିଷ୍ଟ ପ୍ରତିଯୋଗିତାରେ ଫିଡେମାଷ୍ଟର…

ନବଜାତର ଓଜନ ୩୨୮ ଗ୍ରାମ୍‌

ଲଣ୍ଡନ: ଦୁନିଆରେ ପ୍ରତିଦିନ ପ୍ରାୟ ୩ ଲକ୍ଷରୁ ଊର୍ଦ୍ଧ୍ୱ ପିଲା ଜନ୍ମ ନେଇଥାନ୍ତି। ସେଥିମଧ୍ୟରୁ କେତେଜଣ ଛୁଆ ବହୁ ହୃଷ୍ଟପୁଷ୍ଟ ତ କେତେଜଣ କମ୍‌ଜୋର ହୋଇଥାନ୍ତି। ନିକଟରେ ବ୍ରିଟେନର…

ଆଜିଠୁ ୩ ଦିନିଆ ସାମୁଦ୍ରିକ ସମାରୋହ

ଭୁବନେଶ୍ୱର, ୧୭।୧୦: ଗ୍ଲୋବାଲ ମେରିଟାଇମ୍‌ ଇଣ୍ଡିଆ ଶିଖର ସମ୍ମିଳନୀ (ନୂଆଦିଲ୍ଲୀ,୧୬।୧୦: ଚଳିତ ବର୍ଷ ଅକ୍ଟୋବର ୧୭ ରୁ ୧୯ ତାରିଖ ପର୍ଯ୍ୟନ୍ତ ମୁମ୍ବାଇର ଏମ୍‌ଏମ୍‌ଆର୍‌ଡିଏ ପଡ଼ିଆଠାରେ ଅନୁଷ୍ଠିତ ହେବାକୁ…