ଲୁହରେ ଭିଜିଲା କେନ୍ଦୁଢ଼ିପ

କାମାକ୍ଷାନଗର,୮ା୧୦ (ସୁଧୀର କୁମାର ପରିଡ଼ା) ସିକିମ୍‌ରେ ମଙ୍ଗଳବାର ବାଦଲ ଫଟା ବର୍ଷା ପରେ ବନ୍ୟାରେ ଭାସିଯାଇ ପ୍ରାଣ ହରାଇଥିବା ଓଡ଼ିଆ ଯବାନ ସରୋଜ କୁମାର ଦାସଙ୍କ ଶେଷକୃତ୍ୟ…

ରୌପ୍ୟ ପଦକ ବିଜୟୀ କିଶୋର ଜେନାଙ୍କୁ ଭେଟିଲେ ଧର୍ମେନ୍ଦ୍ର

ନୂଆଦିଲ୍ଲୀ,୮ା୧୦ଏସୀୟ କ୍ରୀଡ଼ାର ଜାଭେଲିନ ପ୍ରତିଯୋଗିତାରେ ରୌପ୍ୟ ପଦକ ହାସଲ କରିଥିବା ଓଡ଼ିଆ ଆଥଲେଟ୍‌ କିଶୋର କୁମାର ଜେନାଙ୍କୁ ଶନିବାର ନୂଆଦିଲ୍ଲୀଠାରେ ଭେଟି ଅଭିନନ୍ଦନ ଜଣାଇଛନ୍ତି କେନ୍ଦ୍ର ଶିକ୍ଷା,…

କଟକ ସବ୍‌ରେଜିଷ୍ଟ୍ରାରଙ୍କ ନିକଟରେ ଅଭିଯୋଗ କଲେ ସୋମାଲିକା

କଟକ/ଜଗତ୍‌ସିଂହପୁର,୮ା୧୦(କାର୍ତ୍ତିକ ସାହୁ/ପ୍ରମୋଦ କୁମାର ନାୟକ)ତିର୍ତ୍ତୋଲର ବିଜେଡି ବିଧାୟକ ବିଜୟ ଶଙ୍କର ଦାସଙ୍କ ବିବାହ ଆବେଦନକୁ ବିରୋଧ କରିଛନ୍ତି ତାଙ୍କ ପ୍ରେମିକା ସୋମାଲିକା ଦାସ। ସୋମାଲିକା ଶନିବାର କଟକସ୍ଥିତ…

ନିର୍ଯାତନାର ଶିକାର ହୋଇଥିଲେ ୨ ବିବସ୍ତ୍ର ମହିଳା

ସୁନ୍ଦରଗଡ,୮ା୧୦(ଜୟ ନାରାୟଣ ମେଣ୍ଡୁଳି)ସୁନ୍ଦରଗଡ ସହର ଉପକଣ୍ଠ ଇବ୍‌ ନଦୀ ପୋଲ ଉପରେ ଶୁକ୍ରବାର ଉଲଗ୍ନ ହୋଇ ଚାଲି ଚାଲି ଯାଉଥିବା ୨ ଆଦିବାସୀ ମହିଳା ଉଦ୍ଧାର ଘଟଣା…

ସ୍କୁଲରେ ହେବ ସୋସିଆଲ ଅଡିଟ୍‌

ଭୁବନେଶ୍ୱର, ୮।୧୦(ଅସମାପିକା ସାହୁ)ସମଗ୍ର ଶିକ୍ଷା ଯୋଜନା ଅଧୀନରେ ବିଦ୍ୟାଳୟସ୍ତରୀୟ ସୋସିଆଲ ଅଡିଟ୍‌ କାର୍ଯ୍ୟକ୍ରମ କାର୍ଯ୍ୟକାରୀ ହେବ। ଏଥିପାଇଁ ରାଜ୍ୟ ସରକାରଙ୍କ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର…

ଶୀତ ପୂର୍ବରୁ ଚିଲିକାରେ ବିଦେଶୀ ପକ୍ଷୀ

ବାଲୁଗାଁ, ୮।୧୦(ସଂଗ୍ରାମ ପାଇକରାୟ)ଶୀତ ଆସିବା ପୂର୍ବରୁ ନୀଳାମ୍ବୁ ଚିଲିକାକୁ ବିଦେଶୀ ପକ୍ଷୀଙ୍କ ଆଗମନ ହୋଇଛି। ଶନିବାର ସୁଦ୍ଧା ପକ୍ଷୀ ଅଭୟାରଣ୍ୟ ନଳବଣକୁ ୫୦ (ଇୟୁଜିୟନ୍‌ ପ୍ରଜାତିର ୩୦…

୧୪ରେ ଖୋଲିବ ଶିମିଳିପାଳ

ବାରିପଦା, ୮।୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ)ଶିମିଳିପାଳ ଅଭୟାରଣ୍ୟ ନଭେମ୍ବର ୧ ପରିବର୍ତ୍ତେ ଚଳିତ ମାସ ୧୪ ତାରିଖରୁ ବିଧିବଦ୍ଧ ଭାବେ ପର୍ଯ୍ୟଟକଙ୍କ ପାଇଁ ଖୋଲିବ। ଏନେଇ ଶନିବାର ବିଜ୍ଞପ୍ତି…

ନୂଆବର୍ଷରେ ମେଟ୍ରୋ ପ୍ରକଳ୍ପ ଶିଳାନ୍ୟାସ

ଭୁବନେଶ୍ୱର,୮ା୧୦(ଅନିଲ ଦାସ)୨୦୨୪ ଜାନୁୟାରୀ ପହିଲାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପର ଶୁଭ ଦେବେ। ଏହି ପ୍ରକଳ୍ପ ପାଇଁ ପ୍ରସ୍ତୁତ ୫୯୨୯ କୋଟି ଟଙ୍କାର…

ସ୍ତ୍ରୀ-ସ୍ବାମୀଙ୍କୁ ପରସ୍ପରଠାରୁ ଅଲଗା ରଖିବା ଅତ୍ୟଧିକ କ୍ରୁରତା: ହାଇକୋର୍ଟ…

ନୂଆଦିଲ୍ଲୀ,୭।୧୦ : ଛାଡପତ୍ର ମାମଲାର ଶୁଣାଣି ବେଳେ ଦିଲ୍ଲୀ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ମନ୍ତବ୍ୟ ଦେଇ କହିଛନ୍ତି ବିବାହିତ ଦମ୍ପତିଙ୍କୁ ପରସ୍ପରଠାରୁ ଅଲଗା ରଖିବା ଅତ୍ୟନ୍ତ ନିଷ୍ଠୁରତା।…

ବାଣ ଦୋକାନରେ ବିସ୍ଫୋରଣ: ୧୦ ମୃତ…

ବେଙ୍ଗାଲୁରୁ,୭।୧୦ : କର୍ନାଟକ ରାଜଧାନୀ ବେଙ୍ଗାଲୁରୁରେ ଏକ ବାଣ ଦୋକାନରେ ବିସ୍ଫୋରଣ ଘଟି ୧୦ ଜଣଙ୍କ ମୃତ୍ୟୁ ଘଟିଛି। ବେଙ୍ଗାଲୁରୁର ବାହାର ଅଞ୍ଚଳରେ ଥିବା ଅଟ୍ଟିବେଲି ଠାରେ…