ଆୟର୍ଲାଣ୍ଡ ବିପକ୍ଷ ପ୍ରଥମ ଟି-୨୦ ଜିତିଲା ଭାରତ

ଡବଲିନ୍‌,୧୯।୮: ପ୍ରଥମ ଟି -୨୦ ମ୍ୟାଚରେ ଭାରତ ଆୟର୍ଲାଣ୍ଡକୁ ପରାସ୍ତ କରିଛି। ଶୁକ୍ରବାର ଖେଳାଯାଇଥିବା ଏହି ମ୍ୟାଚରେ ଆୟର୍ଲାଣ୍ଡ ୨ ରନ୍‌ର ପରାଜୟର ସାମ୍ନା କରିବାକୁ ପଡିଛି।…

ହିଂସା ପରେ ମଣିପୁରରୁ ମ୍ୟାନ୍‌ମାରକୁ ଯାଇଥିବା ୨୧୨ ଲୋକ ଘରକୁ ଫେରିଲେ, ଧନ୍ୟବାଦ ଦେଲେ ମୁଖ୍ୟମନ୍ତ୍ରୀ

ଇମ୍ଫାଲ,୧୯।୮: ସୀମାନ୍ତ ସହର ମଣିପୁରରୁ ମ୍ୟାନ୍‌ମାର ପଳାଇ ଯାଇଥିବା ୨୦୦ରୁ ଅଧିକ ଭାରତୀୟଙ୍କୁ ନିରାପଦରେ ଫେରାଇ ଆଣିଥିବାରୁ ମୁଖ୍ୟମନ୍ତ୍ରୀ ଏନ୍‌.ବିରେନ ସିଂ ସେନାକୁ ଧନ୍ୟବାଦ ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ…

ସୋସିଆଲ ମିଡିଆରେ କାମ ମାଗୁଛନ୍ତି କରିନା-ଆଲିଆ

ମୁମ୍ବାଇ: ବି ଟାଉନରେ କରିନା କପୁର ଓ ଆଲିଆ ଭଟ୍ଟଙ୍କ ଫ୍ରେଣ୍ଡସିପ୍‌କୁ ନେଇ ଖୁବ୍‌ ଚର୍ଚ୍ଚା ହୁଏ। ଦୁହେଁ ଏକାଠି ସମୟ ବିତାଇବାକୁ ବହୁତ ଭଲ ପାଆନ୍ତି।…

ଋଷରୁ କମ୍‌ ଦରରେ ଗହମ କିଣିବ ଭାରତ

ନୂଆଦିଲ୍ଲୀ,୧୮।୮: ଆସନ୍ତା ବର୍ଷ ହେବାକୁ ଥିବା ଲୋକସଭା ନିର୍ବାଚନ ଏବଂ ଚଳିତ ବର୍ଷ ଶେଷରେ ହେବାକୁ ଥିବା ଅନେକ ରାଜ୍ୟର ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ଦରଦାମ…

ଚର୍ଚ୍ଚାରେ ଓ ମାଇଁ ଗଡ ୨’

ମୁମ୍ବାଇ: ବଲିଉଡ ଅଭିନେତା ଅକ୍ଷୟ କୁମାର ବର୍ତ୍ତମାନ ତାଙ୍କ ମୁଭି ’ଓ ମାଇଁ ଗଡ ୨’ର ସଫଳତା ନେଇ ଚର୍ଚ୍ଚାରେ ଅଛନ୍ତି। ଫିଲ୍ମ ରିଲିଜ ହେବାର ୭ଦିନ…

ଶହୀଦ୍‌ ପୁଅକୁ ଝୁରି ଆଖିବୁଜିଲେ ମା’

ଆନନ୍ଦପୁର,୧୮।୮(ସନ୍ତୋଷ ରାଉତ): କେନ୍ଦୁଝର ଜିଲା ଆନନ୍ଦପୁରର ଶହୀଦ୍‌ ସୁଶାନ୍ତ ଖୁଣ୍ଟିଆଙ୍କ ମା’ଙ୍କ ମୃତ୍ୟୁ ଘଟିଛି। ଶୁକ୍ରବାର ଅସୁସ୍ଥ ଅନୁଭବ କରିବାରୁ ତାଙ୍କୁ ପ୍ରଥମେ ଆନନ୍ଦପୁର ଉପଖଣ୍ଡ ଚିକିତ୍ସାଳୟ…

ଜନଧନ ଆକାଉଣ୍ଟରେ ବ୍ୟାଙ୍କରେ ଖୋଲା ଯାଇଛି ୫୦କୋଟି ଖାତା, ଜମା ରହିଛି ୨ଲକ୍ଷ କୋଟିରୁ ଅଧିକ ଟଙ୍କା

ନୂଆଦିଲ୍ଲୀ,୧୮।୮: ଦେଶରେ ୫୦କୋଟି ଜନଧନ ଅକାଉଣ୍ଟ ଖୋଲା ଯାଇଛି। ୨୦୨୩, ଅଗଷ୍ଟ ୯ ସୁଦ୍ଧା ଏହା ୫୦ କୋଟି ଅତିକ୍ରମ କରିଛି। ଏନେଇ କେନ୍ଦ୍ର ସରକାର ଶୁକ୍ରବାର…

୩୦ ବର୍ଷ ହେଲା କିଣିନାହାନ୍ତି ପନିପରିବା

ଲକ୍ଷ୍ନୌ: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌର ଜଣେ ବ୍ୟକ୍ତି ଯିଏ କି ୩୦ ବର୍ଷ ଧରି ବଜାରରୁ ପନିପରିବା କିଣିନାହାନ୍ତି। କୌତୂହଳର ବିଷୟ ଏହା ପରେ ମଧ୍ୟ…

ଦୋକାନ ଭିତରେ ପଶିଗଲା ଟ୍ରକ୍‌

ତେଲକୋଇ,୧୮ା୮(ରଞ୍ଜିତ ବିଶ୍ବାଳ): କେନ୍ଦୁଝର ଜିଲା ତେଲକୋଇ ଜାତୀୟ ରାଜପଥ ଜଗମୋହନପୁର ଛକରେ ଏକ ଟ୍ରକ୍‌ ଭାରସାମ୍ୟ ହରାଇ ଦୋକନ ଭିତରେ ପଶିଯାଇଛି। ଦୁର୍ଘଟଣାରେ ଜଣେ ଗୁରୁତର ହୋଇଥିବା…

ଶହୀଦ ସୁଶାନ୍ତଙ୍କ ମାଆ ଅସୁସ୍ଥ

ଆନନ୍ଦପୁର,୧୮।୮(ସନ୍ତୋଷ ରାଉତ): କେନ୍ଦୁଝର ଜିଲା ଆନନ୍ଦପୁରର ଶହୀଦ୍‌ ସୁଶାନ୍ତ ଖୁଣ୍ଟିଆଙ୍କ ମା’ ସୁନ୍ଦରୀ ଅସୁସ୍ଥ ହୋଇପଡ଼ିଛନ୍ତି। ତାଙ୍କୁ ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ପ୍ରଥମେ ସ୍ବାମୀ…