୩୭ ଦିନରେ ପହଞ୍ଚିଲା ଧର୍ମଗଡ଼ ଉପଖଣ୍ଡକୁ ଜିଲା ମାନ୍ୟତା ଦାବି

କୋକସରା,୪ା୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡକୁ ଜିଲା ମାନ୍ୟତା ଦାବିରେ ଗଣଧାରଣା ଆଜିକୁ ୩୭ ଦିନରେ ପହଞ୍ଚିଛି। ବୁଧବାର କ୍ରିୟାନୁଷ୍ଠାନ କମିଟିର ଡାକରାରେ ଧର୍ମଗଡ଼…

୨ ଆତଙ୍କବାଦୀ ନିହତ

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ କଶ୍ମୀରର କୁଲଗାମ ଜିଲାରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏକ ଏନକାଉଣ୍ଟର ହୋଇଥିଲା। କଶ୍ମୀର ଜୋନ ପୋଲିସ କହିଛି ଯେ, କୁଲଗାମର କୁଜଗର…

ଦେଶ ପାଇଁ ପୁଣି ସ୍ବର୍ଣ୍ଣ ଜିତିଲେ ‘ଗୋଲଡେନ୍‌ ବୟ’: କିଶୋରଙ୍କୁ ରୌପ୍ୟ

ନୂଆଦିଲ୍ଲୀ,୪।୧୦: ଭାରତର ତାରକା ଆଥଲେଟ ତଥା ‘ଗୋଲଡେନ୍‌ ବୟ’ ନୀରଜ ଚୋପ୍ରା ଜାଭେଲିନ ଥ୍ରୋରେ ପୁଣି ଥରେ ଚମତ୍କାର ପ୍ରଦର୍ଶନ କରିଛନ୍ତି। ଏସିଆନ ଗେମ୍ସରେ ସେ ଦେଶ…

ମା’ ତାରାତାରିଣୀ ମନ୍ଦିରରେ ଷୋଡ଼ଶ ଉପଚାର ପୂଜା ନେଇ ପ୍ରଶାସନର ପ୍ରସ୍ତୁତି

ଛତ୍ରପୁର,୪ା୧୦(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ): ଆସନ୍ତା ୬ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ମା’ ତାରାତାରିଣୀ ମନ୍ଦିରରେ ହେବ ଷୋଡ଼ଶ ଉପଚାର ପୂଜା। ଏଥିପାଇଁ ବୁଧବାର ଗଞ୍ଜାମ ଜିଲାପାଳ ସମ୍ମିଳନୀ…

ସାମ୍ବାଦିକଙ୍କ ପ୍ରଶ୍ନ ଶୁଣି ରୋହିତ ଦେଲେ ଏମିତି ଜବାବ, ପାକିସ୍ତାନ ଅଧିନାୟକ ହସି ହସି…

ନୂଆଦିଲ୍ଲୀ,୪।୧୦: ଦିନିକିଆ ବିଶ୍ୱକପ ଅକ୍ଟୋବର ୫ରୁ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଆରମ୍ଭ ହେବ। ଡିଫେଣ୍ଡିଂ ଚାମ୍ପିୟନ ଇଂଲଣ୍ଡ ଓପନିଂ ମ୍ୟାଚରେ ନ୍ୟୁଜିଲାଣ୍ଡକୁ ଭେଟିବ। ଏହାପୂର୍ବରୁ ବୁଧବାର…

ପାକିସ୍ତାନକୁ ଚାଇନାର ବଡ଼ ଝଟ୍‌କା

ଇସଲମାବାଦ,୪ା୧୦: ଆର୍ଥିକ ସଙ୍କଟ ଦେଇ ଗତି କରୁଥିବା ପାକିସ୍ତାନକୁ ଚାଇନା ଏକ ବଡ଼ ଝଟ୍‌କା ଦେଇଛି। ପାକିସ୍ତାନର ରାଜନୈତିକ ଅସ୍ଥିରତା ଏବଂ ନିରାପତ୍ତାକୁ ଦର୍ଶାଇ ଚାଇନା ନୂତନ…

ଏଏପି ଏମ୍‌ପି ସଞ୍ଜୟ ସିଂ ଗିରଫ

ନୂଆଦିଲ୍ଲୀ,୪।୧୦: ଆମ ଆଦମୀ ପାର୍ଟି (ଏଏପି) ଏମ୍‌ପି ସଞ୍ଜୟ ସିଂଙ୍କୁ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି। ଦିଲ୍ଲୀ ମଦ ଦୁର୍ନୀତି ସହ ଜଡିତ ମନି ଲଣ୍ଡରିଂ…

ନେପାଳଗଞ୍ଜରେ ଅନିର୍ଦ୍ଦିଷ୍ଟ କାଳ ପାଇଁ କର୍ଫ୍ୟୁ ଜାରି

କାଠମାଣ୍ଡୁ,୪ା୧୦: ନେପାଳଗଞ୍ଜର ଜଣେ ହିନ୍ଦୁ ବାଳକ ସୋସିଆଲ ମିଡିଆରେ ମୁସଲମାନମାନଙ୍କ ବିଷୟରେ ଏକ ପୋଷ୍ଟ ଶେୟାର କରିବା ପରେ ବିବାଦ ସୃଷ୍ଟି ହୋଇଥିଲା। ଏହାର ପ୍ରତିବାଦରେ ମୁସଲମାନମାନେ…

ପାକିସ୍ତାନରେ ଆତଙ୍କବାଦୀ ଆକ୍ରମଣ ନେଇ ଆମେରିକା ପ୍ରତିରକ୍ଷା ମନ୍ତ୍ରୀଙ୍କ ଉଦ୍‌ବେଗ

ଓ୍ବାଶିଂଟନ,୪ା୧୦: ପାକିସ୍ତାନରେ ଆତଙ୍କବାଦୀ ହମ୍‌ଲା ବନ୍ଦ ହେବାର ନାଁ ନେଉନି। ବାରମ୍ବାର ଏହି ଘଟଣା ବୃଦ୍ଧି ପାଇଚାଲିଛି। ପାକିସ୍ତାନ ଇନ୍‌ଷ୍ଟିଚ୍ୟୁଟ୍‌ ଫର୍‌ କଣ୍ଟ୍ରୋଲ ଆଣ୍ଡ୍‌ ସିକ୍ୟୁରିଟି ଷ୍ଟଡିଜ…

ସୁଧୁରୁନି ବିଏସ୍‌ଏନ୍‌ଏଲ୍‌ ନେଟ୍‌ଓ୍ବାର୍କ ସେବା, ଏସ୍‌ପିଙ୍କୁ ଭେଟିଲେ ଉପଭୋକ୍ତା

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ): ସରକାରଙ୍କ ପକ୍ଷରୁ ଟେଲିକମ ବିଭାଗ ବିକାଶ ନିମନ୍ତେ ବିଭିନ୍ନ କାର୍ଯ୍ୟ ହେଉଛି। ହେଲେ ଗଞ୍ଜାମ ଜିଲା ସଦରମହକୁମା ଛତ୍ରପୁର ସହରରେ ବିଏସ୍‌ଏନ୍‌ଏଲ୍‌ ନେଟଓ୍ବାର୍କ ଲଗାତର…