କପେ କଫି ଆଣେ ଫୂର୍ତ୍ତି

କପେ କଫି ପିଇବା ଦ୍ୱାରା ମନରେ ଫୂର୍ତ୍ତି ଆସିଥାଏ। ତେଣୁ ଲୋକେ କଫି ପିଇବାକୁ ପସନ୍ଦ କରିଥା’ନ୍ତି। କଫିର ଇତିହାସ ବହୁ ପୁରୁଣା। ପ୍ରଥମେ ୧୬୫୧ ମସିହାରେ…

୨ ଆତଙ୍କବାଦୀ ନିହତ

ଶ୍ରୀନଗର,୧ା୧୦(ପି.ଟି.): ଜମ୍ମୁ-କଶ୍ମୀରର କୁପଓ୍ବାଡ଼ା ଜିଲା ଅନ୍ତର୍ଗତ ନିୟନ୍ତ୍ରଣ ରେଖା ନିକଟରେ ଶନିବାର ଆତଙ୍କବାଦୀମାନଙ୍କ ଅନୁପ୍ରବେଶ ଉଦ୍ୟମକୁ ସୁରକ୍ଷା ବଳ ପଣ୍ଡ କରିଦେଇଛନ୍ତି। ଯବାନଙ୍କ ଗୁଳିରେ ୨ ଜଣ…

ବାଇକ୍‌ ଆରୋହୀଙ୍କୁ ପିଟି ମାରିଦେଲେ

ଜୟପୁର,୧ା୧୦: ରାଜସ୍ଥାନର ଜୟପୁରରେ ଦୁଇଟି ମୋଟରସାଇକେଲ ମଧ୍ୟରେ ଧକ୍କାରୁ ସାମ୍ପ୍ରଦାୟିକ ଉତ୍ତେଜନା ସୃଷ୍ଟି ହୋଇଛି। ଦୁର୍ଘଟଣା ପରେ କେତେଜଣ ଲୋକ ଜଣେ ବାଇକ୍‌ ଆରୋହୀଙ୍କୁ ପିଟି ମାରିଦେଇଥିଲେ।…

ସିବିଡିଟି ଅଧ୍ୟକ୍ଷଙ୍କ କାର୍ଯ୍ୟକାଳ ବଢ଼ିଲା

ନୂଆଦିଲ୍ଲୀ,୧ା୧୦(ପି.ଟି.): କେନ୍ଦ୍ରୀୟ ପ୍ରତ୍ୟକ୍ଷ ଟିକସ ବୋର୍ଡ (ସିବିଡିଟି)ର ଅଧ୍ୟକ୍ଷ ନୀତିନ ଗୁପ୍ତାଙ୍କ କାର୍ଯ୍ୟକାଳକୁ କେନ୍ଦ୍ର ସରକାର ୯ ମାସ ବଢ଼ାଇଛନ୍ତି। ୧୯୮୬ ବ୍ୟାଚ୍‌ର ଏହି ଭାରତୀୟ ରାଜସ୍ବ…

ବର୍ଷାରେ ଭାସିଲା ନ୍ୟୁୟର୍କ ସହର

ନ୍ୟୁୟର୍କ,୧ା୧୦: ଆମେରିକାର ନ୍ୟୁୟର୍କରେ ଶୁକ୍ରବାରଠାରୁ ପ୍ରବଳ ବର୍ଷା ଲାଗିରହିଥିବାବେଳେ ମେଟ୍ରୋପଲିଟାନ୍‌ ଅଞ୍ଚଳ ସମ୍ପୂର୍ଣ୍ଣ ଜଳମଗ୍ନ ହୋଇଯାଇଛି। ବିଭିନ୍ନ ରାସ୍ତାରେ ଅଣ୍ଟାଏ ଉଚ୍ଚରେ ପାଣି ଚାଲୁଥିବାରୁ ଯାତାୟାତ ଠପ୍‌…

ଆମେରିକା ପ୍ରତିରକ୍ଷା, ବାଣିଜ୍ୟ ସଚିବଙ୍କୁ ଭେଟିଲେ ଜୟଶଙ୍କର

ଓ୍ବାଶିଂଟନ,୧ା୧୦: ଭାରତର ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ପେଣ୍ଟାଗନରେ ଆମେରିକା ପ୍ରତିରକ୍ଷା ସଚିବ ଲୟଡ୍‌ ଅଷ୍ଟିନ୍‌ ଏବଂ ବାଣିଜ୍ୟ ସଚିବ ଗିନା ରାଇମଣ୍ଡୋଙ୍କୁ ଭେଟି ବିଭିନ୍ନ ଦ୍ୱିପାକ୍ଷିକ,…

ମଣିପୁରରେ ଥମୁନି ଉତ୍ତେଜନା

ଇମ୍ଫାଲ,୧ା୧୦: ମଣିପୁରରେ ଜାତିଆଣ ହିଂସାକୁ ୫ ମାସ ବିତିଥିଲେ ମଧ୍ୟ ଉତ୍ତେଜନା ଥମିବା ନାଁ ନେଉନାହିଁ। ଦୁଇଜଣ ଛାତ୍ରୀଛାତ୍ରଙ୍କୁ ଅପହରଣ କରିନେଇ ହତ୍ୟା କରିବା ଘଟଣାରେ ଉତ୍ତର…

ଭାରତକୁ ଖଲିସ୍ତାନୀଙ୍କ ବିରୋଧ ବଢୁଛି

ଲଣ୍ଡନ/ନୂଆଦିଲ୍ଲୀ,୧ା୧୦: ବ୍ରିଟେନ୍‌ରେ ଅବସ୍ଥାପିତ ଭାରତୀୟ ଉଚ୍ଚାୟୁକ୍ତ ବିକ୍ରମ ଦୋରାଇସ୍ବାମୀ ସ୍କଟ୍‌ଲାଣ୍ଡ ଗସ୍ତରେ ଥିବାବେଳେ ତାଙ୍କୁ ସେଠାରେ ଏକ ଗୁରୁଦ୍ୱାରା ପ୍ରବେଶକୁ ଖଲିସ୍ତାନୀ ସପକ୍ଷବାଦୀତତ୍ତ୍ୱ ଅବରୋଧ କରିଛନ୍ତି। ଏନେଇ…

କୋଟା କୋଚିଂ ସେଣ୍ଟରରେ ଆତ୍ମହତ୍ୟା ରୋକିବା ପାଇଁ ନୂଆ ନିୟମ: ନବମ ଶ୍ରେଣୀ ପରେ ମିଳିବ ନାମଲେଖା ସୁଯୋଗ…

ଜୟପୁର,୩୦।୯ : ରାଜସ୍ଥାନର କୋଟାର ଏଜୁକେଶନ ହବରେ ଛାତ୍ରୀଛାତ୍ରଙ୍କ ଆତ୍ମହତ୍ୟାରେ ରୋକ ଲଗାଇବା ପାଇଁ ରାଜ୍ୟ ସରକାର ନୂଆ ନିୟମ ପ୍ରଣୟନ କରିଛନ୍ତି। ନୂଆ ନିୟମ ଅନୁଯାୟୀ…