କଂଗ୍ରେସରେ ସାମିଲ ହେଲେ ୨୦ରୁ ଅଧିକ ଏଏପି ନେତା

ନୂଆଦିଲ୍ଲୀ,୩୦।୯: ଜାତୀୟ ରାଜଧାନୀରେ ଦିଲ୍ଲୀରେ ୨୦ରୁ ଅଧିକ ଏଏପି ନେତା ଶୁକ୍ରବାର କଂଗ୍ରେସରେ ଯୋଗ ଦେଇଛନ୍ତି। ଦଳର ଅଧିକାରୀମାନେ ଏହି ସୂଚନା ଦେଇ କହିଛନ୍ତି ଯେ, ଆଗାମୀ…

ଭାରତ-କାନାଡା ବିବାଦରେ ଭାରତକୁ ସମର୍ଥନ କଲା ବାଂଲାଦେଶ, କହିଲେ ଆତଙ୍କବାଦୀଙ୍କ ହବ୍‌ ପାଲଟିଛି କାନାଡା

ଢାକା,୩୦।୯: ଭାରତ-କାନାଡା ବିବାଦକୁ ନେଇ ପ୍ରତିକ୍ରିୟା ରଖିଛି ବାଂଲାଦେଶ। ଖାଲିସ୍ତାନୀ ନେତାଙ୍କୁ ସମର୍ଥନ କରୁଥିବା କାନାଡା ଉପରେ ବାଂଲାଦେଶର ବୈଦେଶିକ ମନ୍ତ୍ରୀ ଏ.କେ ଅବଦୁଲ ମୋମେନ ଖୁବ୍‌…

ରାଜଧାନୀରେ ଏନ୍‌ଆଇଏର ଚଢାଉ, ୩ ଆଇଏସଆଇଏସ୍‌ ଆତଙ୍କବାଦୀ ଲୁଚି ରହିଥିବା ସନ୍ଦେହ

ନୂଆଦିଲ୍ଲୀ,୩୦।୯: ଜାତୀୟ ଅନୁସନ୍ଧାନ ଏଜେନ୍ସି (ଏନ୍‌ଆଇଏ) ଦିଲ୍ଲୀରେ ଆଇଏସଆଇଏସ୍‌ ଆତଙ୍କବାଦୀଙ୍କୁ ଖୋଜୁଛି। ୩ ଜଣ ଆତଙ୍କବାଦୀ ରାଜଧାନୀରେ ଲୁଚି ରହିଥିବା ସନ୍ଦେହ କରାଯାଉଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ…

ସକାଳ ଜଳଖିଆ ମିଳୁନି, ଶିଶୁ ଉପାସ

ନୟାଗଡ଼,୩୦।୯(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ସଦର ମହକୁମାର ପୁରୁଣା ସହର ୬ ନଂ. ଅଙ୍ଗନୱାଡି କେନ୍ଦ୍ରରେ ଖାଦ୍ୟ ସାରଣୀ ନିୟମକୁ ଅଣଦେଖା କରାଯାଉଥିବା ଅଭିଯୋଗ ରହିଛି। ଶିଶୁଙ୍କୁ…

‘ସଂକଳ୍ପ ସପ୍ତାହ’ କାର୍ଯ୍ୟକ୍ରମର ଉଦଘାଟନ କଲେ ମୋଦି

ନୂଆଦିଲ୍ଲୀ,୩୦।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀର ଭାରତ ମଣ୍ଡପମଠାରେ ଶନିବାର (ସେପ୍ଟେମ୍ବର ୩୦) ’ସଂକଳ୍ପ ସପ୍ତାହ’ କାର୍ଯ୍ୟକ୍ରମର ଉଦଘାଟନ କରିଛନ୍ତି। ଦେଶର ଆକାଂକ୍ଷା ବ୍ଲକଗୁଡିକ ପାଇଁ ‘ସଂକଳ୍ପ…

ବୁଡ଼ିଯାଉଥିବା କଂସା ପିତଳ ପରମ୍ପରାକୁ ଉଜ୍ଜୀବିତ କଲେ ଗବେଷକ

ଖଣ୍ଡପଡ଼ା,୨୯ା୯(ଅଜୟ କୁମାର ମହାରଣା): ପୂର୍ବ ପ୍ରଚଳିତ ଅଙ୍କ(ସୁନିଆ) ପରମ୍ପରା ସମ୍ପ୍ରତି ଲୋପ ପାଇବାକୁ ବସିଲାଣି। ଦିନ ଥିଲା କଂସା ପିତଳ ବାସନ ଶିଳ୍ପ ପାଇଁ ପ୍ରସିଦ୍ଧି ଲାଭ…

ଖିନବର ପଞ୍ଚାୟତର ୮ ଗ୍ରାମବାସୀଙ୍କ ମେଳି

ନନ୍ଦପୁର, ୩୦।୯ (ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବାଲଡା ନାଗେଶ୍ୱରୀ ପାହାଡ ଖଣି ଖନନ ପାଇଁ ନଷ୍ଟ ହେବାକୁ ଥିବା ଜଙ୍ଗଲର ସମପରିମାଣ ଜମିରେ…

ପୁଣିଥରେ ପ୍ୟାରେଣ୍ଟସ ହେବେ ବିରୁଷ୍କା!

ମୁମ୍ବାଇ: ବଲିଉଡ ବିୟୁଟି ଅନୁଷ୍କା ଶର୍ମା ଏବଂ ଇଣ୍ଡିଆନ କ୍ରିକେଟ ଟିମର କ୍ୟାପଟେନ ବିରାଟ କୋହଲିଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। କୁହାଯାଉଛି ଯେ…

କେନ୍ଦ୍ରାପଡ଼ା ଏବେ କୁମ୍ଭୀରପଡ଼ା

କେନ୍ଦ୍ରାପଡ଼ା,୩୦।୯ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ପେଣ୍ଠର ଖଣ୍ଡମରା ରାସ୍ତାରେ ଏକ ବଉଳା କୁମ୍ଭୀର ବୁଲୁଥିବା ଭିଡିଓ ଭାଇରାଲ ହୋଇଥିଲା। ନିକଟସ୍ଥ ଦୋବନ୍ଧି ମାଛଘେରିରୁ…

ଭାରତ ଯାତ୍ରା ସମୟରେ ଟ୍ରୁଡୋଙ୍କ ବିମାନରେ ଥିଲା କୋକେନ

ଅଟାଓ୍ବା/ନୂଆଦିଲ୍ଲୀ,୩୦।୯: ଜି-୨୦ ଶିଖର ସମ୍ମିଳନୀରେ ସାମିଲ ହେବାକୁ ଭାରତ ଆସିଥିବାବେଳେ କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋଙ୍କ ବିମାନରେ କୋକେନ ଭରି ରହିଥିଲା। ଏପରି ଦାବି କରିଛନ୍ତି ଭାରତର…