ବ୍ରହ୍ମପୁରରେ ଅମୃତ ଭାରତ ଟ୍ରେନକୁ ସ୍ବାଗତ

ବ୍ରହ୍ମପୁର,୩୧ା୧୨(ସ୍ମୃତି ରଞ୍ଜନ ମହାଲିକ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ଟି ଅମୃତ ଭାରତ ଟ୍ରେନ ଓ ୬ଟି ବନ୍ଦେ ଭାରତ ଟ୍ରେନ ରବିବାର ଶୁଭାରମ୍ଭ କରିଛନ୍ତି। ବ୍ରହ୍ମପୁର ରେଳ ଷ୍ଟେସନ ୪ନଂ ପ୍ଲାଟଫର୍ମରେ ରବିବାର ଅମୃତ ଭାରତ ଟ୍ରେନଟି ପହଞ୍ଚିଥିଲା। ସେଠାରେ ବ୍ରହ୍ମପୁର ଏମ୍‌ପି ଚନ୍ଦ୍ରଶେଖର ସାହୁ, ବିଧାୟକ ବିକ୍ରମ କୁମାର ପଣ୍ଡା, ଏଡିଆରଏମ ଶୁଭ୍ରଜିତ ମଣ୍ଡଳ ଓ ଷ୍ଟେଶନ ମ୍ୟାନେଜର ଦୁର୍ଗା ପ୍ରସାଦ ବ୍ରହ୍ମାଙ୍କ ସମେତ ଷ୍ଟେଶନର ଅନ୍ୟାନ୍ୟ ଅଧିକାରୀ ଉପସ୍ଥିତ ରହି ଉକ୍ତ ଟ୍ରେନକୁ ସ୍ବାଗତ କରିଥିଲେ।

ଭାରତର ଅଧିକାଂଶ ଲୋକ ରେଳବାଇ ଉପରେ ନିର୍ଭର କରିଥାନ୍ତି। ବର୍ତ୍ତମାନ ଅମୃତ ଭାରତ ଟ୍ରେନରେ ଅତ୍ୟାଧୁନିକ ସମସ୍ତ ସୁବିଧା ଥିବାରୁ ଯାତ୍ରୀମାନେ ଉପକୃତ ହେବେ ବୋଲି ଏମ୍‌ପି କହିଥିଲେ। ଏଥିସହ ବ୍ରହ୍ମପୁର ଦେଇ ଏହି ଟ୍ରେନ ଯିବା ଫଳରେ ବ୍ରହ୍ମପୁରବାସୀ ଲଭବାନ ହେବେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଲୁକା କଳାରେ ନୂଆଁଖାଇ

କର୍ଲାମୁଣ୍ଡା,୮ା୯(ପ୍ରଦୀପ କୁମାର ସାହୁ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ଉପଲକ୍ଷେ ଚଳଚଞ୍ଚଳ ହୋଇଉଠିଛି ଗାଁଠୁ ସହର। ଏହି ଅବସରରେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଗଜବାହାଲ...

ହିଲ୍‌ ଭ୍ୟୁ’ରେ ଶିଶୁ ପର୍ଯ୍ୟଟକଙ୍କ ପାଇଁ ବଡ଼ ପଦକ୍ଷେପ, ଛୁଟି ଦିନରେ ବି କାର୍ଯ୍ୟ ତଦାରଖ କଲେ ବିଡିଓ

ଦାରିଙ୍ଗବାଡ଼ି,୮ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପର୍ଯ୍ୟଟନ କ୍ଷେତ୍ର ଏବେ ସଜେଇ ହେବାରେ ଲାଗିଛି। ଆସନ୍ତା ପୂଜା ଋତୁରେ ପର୍ଯ୍ୟଟକ ଦାରିଙ୍ଗବାଡ଼ିକୁ ସୁଅ ଛୁଟିବ। ପୂର୍ବରୁ...

ଅମ୍ବୁଡସ ପର୍ସନଙ୍କ ପ୍ରୋସିଡିଂ ଉପରେ ହାଇକୋର୍ଟଙ୍କ ସ୍ଥଗିତାଦେଶ

କେନ୍ଦୁଝର/ହାଟଡିହୀ,୮ା୯(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ): ହାଟଡିହୀ ବ୍ଲକ ସମ୍ପର୍କିତ ଏକ ମାମଲାର ଶୁଣାଣି କରି କେନ୍ଦୁଝର ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଅମ୍ବୁଡ଼ସ ପର୍ସନଙ୍କ ପ୍ରୋସିଡିଂ ଉପରେ ମାନ୍ୟବର ଓଡ଼ିଶା...

ଚମକ ହରାଉଛି ଶାମୁକା

ସମୁଦ୍ରରେ ଜୁଆର ଆସିଲେ କୂଳକୁ ଭାସିଆସେ ଶାମୁକା। ଜୁଆର ଫେରିଗଲେ ଆଉ ସେହିସବୁ ଶାମୁକା ବେଳାଭୂମିରେ ପଡ଼ିରହେ। ସକାଳର ସୂର୍ଯ୍ୟକିରଣରେ ଶାମୁକା ସବୁ ଚକ୍‌ ଚକ୍‌...

ଧ୍ୱଂସମୁଖରେ ମାଣ୍ଡୁକା ପାହାଡ଼

ଚଣ୍ଡିଖୋଲ,୮ା୯(ପ୍ରଦୀପ୍ତ କୁମାର ପୃଷ୍ଟି): ଯାଜପୁର ଜିଲା ଦର୍ପଣ ତହସିଲ ଅଧୀନରେ ରହିଛି ମାଣ୍ଡୁକା ପାହାଡ଼। ଏହି ପାହାଡ଼ର ୧୨ ଏକର ପରିମିତ ଜମିକୁ ମୋରମ ଖନନ...

ନୂଆଁଖାଇ ପାଇଁ ପଶ୍ଚିମ ଓଡ଼ିଶା ଉତ୍ସବମୁଖର, ମା’ ସମଲେଶ୍ୱରୀଙ୍କ ପାଖରେ ଲାଗି ହେଲା ନବାନ୍ନ

ସମ୍ବଲପୁର,୮ା୯: ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ପାଇଁ ଉତ୍ସବମୁଖର ହୋଇ ଉଠିଛି ଗାଁଠୁ ସହର। ଏନେଇ ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ବରୀଙ୍କ ପାଖରେ ନବାନ୍ନ...

ଟ୍ରକ୍‌ ପଛରେ ପିଟିହେଲା ୧୦୮ ଆମ୍ବୁଲାନ୍ସ: ଜଣଙ୍କ ଜୀବନ ଗଲା, ୨ ଗୁରୁତର

ଯାଜପୁର,୮ା୯: ଯାଜପୁର ଜିଲା ଧର୍ମଶାଳା ଥାନା ରଥିଆ ନିକଟରେ ରବିବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଫଳରେ ଆମ୍ବୁଲାନ୍ସ ସହାୟକଙ୍କ ଜୀବନ ଯାଇଥିବା ବେଳେ ୨...

ଜେଲ୍‌ ଗଲେ ଲାଞ୍ଚୁଆ ପ୍ରିନ୍ସପାଲ୍‌

ଭବାନୀପାଟଣା,୮ା୯(ଉତ୍ତମ କୁମାର ଦାଶ): ଜଣେ ଛାତ୍ରୀଙ୍କୁ ଯୁକ୍ତ ୨ ପ୍ରଥମ ବର୍ଷରେ ନାମ ଲେଖା ଏବଂ ପରୀକ୍ଷା ସମୟରେ ସହଯୋଗ କରିବା ପାଇଁ ୧୦ ହଜାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri