ସୈଫଙ୍କ ମୁଣ୍ଡ ଫ୍ରାଇଂ ପ୍ୟାନ୍‌ରେ ଫଟାଇ ଦେବାକୁ ଚାହୁଁଥିଲେ ଅମୃତା, କାରଣ ଜାଣିଲେ…

ବମ୍ବେ: ଏକ ସମୟରେ ବଲିଉଡ୍‌ର ଲୋକପ୍ରିୟ ଅଭିନେତ୍ରୀଙ୍କ ମଧ୍ୟରୁ ଅମୃତା ସିଂହ ଜଣେ ଥିଲେ। ଅନେକ ସୁପରହିଟ୍‌ ଫିଲ୍ମ ଭେଟି ଦେଇଛନ୍ତି ସେ। ହେଲେ ନିଜଠାରୁ ବୟସରେ କମ୍‌ ଅଭିନେତା ସୈଫ ଅଲ୍ଲୀ ଖାନ୍‌ଙ୍କୁ ବିବାହ କରି ସେ ଚର୍ଚ୍ଚାର ବିଷୟ ପାଲଟିଥିଲେ। ସୈଫ ସେତେବେଳେ ବଲିଉଡ୍‌ରେ ନବାଗତ ଥିଲେ। ଅପରପକ୍ଷେ ଅମୃତା ନାମକରା ଅଭିନେତ୍ରୀ। ଉଭୟଙ୍କ କିଭଳି ମେଳ ହେଲା ଏବଂ ଏହା କେତେଦିନ ଚାଲିବ ସେନେଇ ଅନେକଙ୍କ ମନରେ ପ୍ରଶ୍ନ ଥିଲା।

୧୯୯୧ରେ ସୈଫଙ୍କୁ ବିବାହ କରିଥିଲେ ଅମୃତା। ପରେ ଉଭୟଙ୍କ ଦୁଇଟି ସନ୍ତାନ(ପୁଅ ଇବ୍ରାହିମ୍‌, ଝିଅ ସାରା) ଜନ୍ମ ହୋଇଥିଲେ। ମାତ୍ର ସାରାଙ୍କୁ ୯ ବର୍ଷ ହୋଇଥିବା ବେଳେ ଅମୃତା ସୈଫଙ୍କଠାରୁ ଅଲଗା ହୋଇଯାଇଥିଲେ। ଏହା ପଛରେ କାରଣ ଥିଲେ ଅଭିନେତ୍ରୀ କରିନା କପୁର। ପରେ ସୈଫ କରିନାଙ୍କୁ ଦ୍ୱିତୀୟ ବିବାହ କରିଥିଲେ।

ସ୍ବାମୀ ସୈଫ ଅଭିନେତା ହେବା ସାଙ୍ଗକୁ ଅନେକ ଅଭିନେତ୍ରୀଙ୍କ ସହ କାମ କରୁଥିଲେ। ଏହାକୁ ନେଇ ଅମୃତାଙ୍କ ମନରେ ଭୟ ରହୁଥିଲା। ଶେଷରେ ତାହା ହିଁ ହୋଇଥିଲା। ବିବାହ ବିଚ୍ଛେଦ ପୂର୍ବରୁ ସିମି ଅଗ୍ରଓ୍ବାଲଙ୍କ ଶୋ’ରେ ଉଭୟ ନିଜର ବୈବାହିକ ଜୀବନ ସହ ଜଡ଼ିତ ଅନେକ ଘଟଣା ଉପରୁ ପରଦା ହଟାଇଥିଲେ। ସାକ୍ଷାତକାରରେ ଅମୃତା ରାଗରେ ସୈଫଙ୍କ ମୁଣ୍ଡକୁ ଫଟାଇଦେବାକୁ ଦିନେ ଚାହୁଁଥିବା ପ୍ରକାଶ କରିଥିଲେ।

ସୈଫ ଅନ୍ୟ ଅଭିନେତ୍ରୀଙ୍କ ସହ କାମ କଲେ ତାଙ୍କୁ ଖରାପ ଲାଗେ କି ବୋଲି ସିମି ଅମୃତାଙ୍କୁ ପ୍ରଶ୍ନ କରିଥିଲେ। ଏହାର ଜବାବରେ ସେ କହିଥିଲେ, ମିଛ କହିବା ଭୁଲ ହେବ। କାରଣ ଆମର ନିଜସ୍ବ କିଛି ସମସ୍ୟା ରହିଛି। ଆମେ ଉଭୟ ଝଗଡ଼ା କରୁ। କୌଣସି ମହିଳା ନିଜକୁ ଅସୁରକ୍ଷିତ ଭାବିବା ସାଧାରଣ କଥା। ହେଲେ ମୁଁ ରାତିରେ କାନ୍ଦୁଥିଲି। ଝଗଡ଼ା କରୁଥିଲି। ମୁଁ ସୈଫଙ୍କ ମୁଣ୍ଡକୁ ଫ୍ରାଇଂ ପ୍ୟାନ୍‌ରେ ଫଟାଇ ଦେବାକୁ ଚାହୁଁଥିଲି।


Enter your email to get our daily news in your inbox.

All Right Reserved By Dharitri.Com

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

ଛେଚିଲା କୁଆପଥର ବର୍ଷା, ପବନରେ ଗଛ ଭାଙ୍ଗି ନଷ୍ଟ ହେଲା ଏକାଧିକ ଗାଡ଼ି

ନନ୍ଦପୁର,୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ପବନ ସହ କୁଆପଥର ବର୍ଷା ହୋଇଛି। ଯାହାର ପ୍ରଭାବରେ ନନ୍ଦପୁର ବ୍ଲକ ସଦର ମହକୁମା ସ୍ଥିତ…

ନଦୀରେ ଗାଧୋଉଥିବାବେଳେ ଆକ୍ରମଣ କଲା କୁମ୍ଭୀର, ଆଉ ତା’ ପରେ…

କଳିଙ୍ଗନଗର,୧ା୪(ଶୁଭାଶିଷ ରାଉତ): ଯୋକଡିଆ ପାଟିଆ ନଈରେ କୁମ୍ଭୀର ଆକ୍ରମଣରେ ଜଣେ ଶ୍ରମଜୀବୀ ଗୁରୁତର ଆହତ ହୋଇଛନ୍ତି। ସୌଭାଗ୍ୟ କ୍ରମେ ଅଳ୍ପକେ ବର୍ତ୍ତିଯାଇଛି ତାଙ୍କ ଜୀବନ। ଯାଜପୁର ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri