Posted inଜାତୀୟ

ଅମୃତପାଲ ସିଂ ପଳାତକ ଘୋଷିତ, ପଞ୍ଜାବ ପୋଲିସ ଆରମ୍ଭ କଲା ରାଜ୍ୟ ସ୍ତରୀୟ ଅଭିଯାନ

ଚଣ୍ଡିଗଡ଼,୧୯ ।୩: ଖଲିସ୍ତାନ ସମର୍ଥକ ତଥା କଟ୍ଟରପନ୍ଥି ଅମୃତପାଲ ସିଂଙ୍କ ବିରୋଧରେ ପଞ୍ଜାବ ପୋଲିସ ବଡ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ପୋଲିସ ଅମୃତପାଲଙ୍କୁ ପଳାତକ ଘୋଷଣା କରିଛି । ତାଙ୍କର ଦୁଇଟି କାରକୁ ଜବତ କରିବା ସହ ତାଙ୍କର ଗନରଙ୍କୁ ଧରିଛି । ସେମାନଙ୍କ ଅସ୍ତ୍ରର ବୈଧତାକୁ ଯାଞ୍ଚ କରାଯାଉଛି । ଜଳନ୍ଧର ପୋଲିସ କମିଶନର କୁଲଦୀପ ସିଂ ଚହଲଙ୍କ ଅନୁଯାୟୀ, ଅମୃତପାଲ ସିଂଙ୍କୁ ଖୁବଶୀଘ୍ର ଗିରଫ କରିବାକୁ ପଞ୍ଜାବ ପୋଲିସା ଯବାନ ବଳ ଲଗାଇ ଦେଇଛନ୍ତି । ଏବେ ପର୍ଯ୍ୟନ୍ତ ୭୮ ଲୋକଙ୍କୁ ଗିରଫ କରାଯାଇଛି ।
ପଞ୍ଜାବ ପୋଲିସର ସୂଚନା ଅନୁଯାୟୀ, ଅମୃତପାଲଙ୍କ ବିରୋଧରେ ରାଜ୍ୟରେ ବଡ ଧରଣର ରାଜ୍ୟବ୍ୟାପୀ ତଲାସି ଅଭିଯାନ ଆରମ୍ଭ କରାଯାଇଛି । ଏପଟେ ଆଉ କେତେଜଜଣ ଖଲିସ୍ତାନୀ ସମର୍ଥକଙ୍କୁ ହାଜତକୁ ନିଆଯାଇଛି । ଅମୃତପାଲଙ୍କ ସହ ଆଉ କେତେଜଣ ଖଲିସ୍ତାନୀ ସମର୍ଥକ ଫେରାର ଥିବା ବେଳେ ସେମାନଙ୍କୁ ଧରିବାକୁ ବଡ ଧରରଣ ଅଭିଯାନ ଆରମ୍ଭ କରାଯାଇଛି । ୱାରିସ ପଞ୍ଜାବ କେ ସଙ୍ଗଠନର ମୁଖ୍ୟ ଅମୃତପାଲ କେତେଜଣ ସାଥିଙ୍କ ସହ ଫେରାର ହୋଇଯାଇଛନ୍ତି । ଗିରଫ ହୋଇଥିବା ଅଭିଯୁକ୍ତଙ୍କ ନିକଟରୁ .୩୧୫ ବୋର ରାଇଫଲ, ଆହୁରି ୭ଟି ୧୨ ବୋରର ରାଇଫଲ, ଏକ ରିଭଲଭର ଓ ବତଭିନ୍ନ କ୍ୟାଲିବରର ୩୭୩ ବନ୍ଧୁକ ଜବତ କରାଯାଇଛି ।
ଏହାରି ମଧ୍ୟରେ ସମ୍ପୂର୍ଣ୍ଣ ପଞ୍ଜାବରେ ହାଇ ଆଲର୍ଟ ଜାରି କରାଯାଇଛି । ପରିସ୍ଥିତି ବିଗିଡିବା ଆଶଙ୍କା କରି ପଞ୍ଜାବରେ ରବିବାର ଦ୍ୱିପ୍ରହର ପର୍ଯ୍ୟନ୍ତ ମୋବାଇଲ ଇଣ୍ଟରନେଟକୁ ବନ୍ଦ କରି ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଗେଟ୍‌ରେ ତାଲା, ବାହାରେ ଘଣ୍ଟା ଘଣ୍ଟା ଅପେକ୍ଷା କଲେ ଛାତ୍ରୀଛାତ୍ର: ଧ୍ୟକ୍ଷଙ୍କ ନିରବତାକୁ ନେଇ ଅସନ୍ତୋଷ

ମୋହନା, ୧୩।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ୍‌ରେ ଥିବା ଏକମାତ୍ର ଶିଳ୍ପ ତାଲିମ କେନ୍ଦ୍ରରେ ଛାତ୍ରଛାତ୍ରୀଙ୍କୁ ଗେଟ୍‌ ବାହାରେ ଅପେକ୍ଷା କରିବାକୁ ପଡ଼ୁଥିବା ଘଟଣାକୁ ନେଇ…

SIRକୁ ନେଇ ରାଜନୈତିକ ହଟଚମଟ ମଧ୍ୟରେ ଭାଜପାର ବଡ଼ ବିଜୟ, ବିରୋଧୀଙ୍କୁ ଲାଗିଲା ଝଟ୍‌କା

ଗାନ୍ଧୀନଗର,୧୩।୧୦: ଗୁଜରାଟରେ ସ୍ଥାନୀୟ ନିକାୟ ନିର୍ବାଚନର ଭୋଟ ଗଣତି ଶେଷ ହେବା ପରେ ଗାନ୍ଧୀନଗର ମ୍ୟୁନିସିପାଲ କର୍ପୋରେସନ, ଓଖା ଓ ଥାରାରେ ଭାଜପା ଚମତ୍କାର ବିଜୟ ହାସଲ…

ବଡ଼ ନିଷ୍ପତ୍ତି; ଅକ୍ଟୋବର ୧୫ରୁ UPI ଉପରେ ଲାଗୁ ହେବନି MDR ଚାର୍ଜ, ଜାଣନ୍ତୁ କେବେଠୁ…

ନୂଆଦିଲ୍ଲୀ,୧୩।୧୦: ଡିଜିଟାଲ୍‌ ପେମେଣ୍ଟକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । UPI ପେମେଣ୍ଟ୍‌ ଉପରେ ନୂଆ ଚାର୍ଜ ଲାଗୁ କରିବା ନିଷ୍ପତ୍ତିକୁ ଦୀପାବଳି ପର୍ଯ୍ୟନ୍ତ ସ୍ଥଗିତ…

ଆଇପିଏଲ୍‌ ୨୦୨୭ରେ ଖେଳିବେ କି ଧୋନି? ବଡ଼ ଖୁଲାସା କଲେ….

ନୂଆଦିଲ୍ଲୀ,୧୩।୧୦: ଆଇପିଏଲ୍‌ର ସଫଳତମ ଫ୍ରାଞ୍ଚାଇଜି ମଧ୍ୟରୁ ଅନ୍ୟତମ ଚେନ୍ନାଇ ସୁପର କିଙ୍ଗ୍ସ (CSK)ର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନିଙ୍କ ଭବିଷ୍ୟତକୁ ନେଇ ପୁଣି ଚର୍ଚ୍ଚା ଜୋର…

ଛାତ୍ର ସଂସଦ ନିର୍ବାଚନକୁ ନେଇ ବିଜେଡିର କାର୍ଯ୍ୟାନୁଷ୍ଠାନ: ୩ ଜଣ ନିଲମ୍ବିତ

ଭୁବନେଶ୍ୱର,୧୩।୧୦: ଛାତ୍ର ସଂସଦ ନିର୍ବାଚନକୁ କେନ୍ଦ୍ର କରି ଦଳବିରୋଧୀ କାର୍ଯ୍ୟ ଅଭିଯୋଗରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ୩ ଜଣଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଦଳ…

ନାମ ଫଳକରେ ନ ଥିଲା ନାଁ, ମୁହାଁମୁହିଁ ହେଲେ ମେୟର-ବିଡିଏ ଭିସି

ଭୁବନେଶ୍ବର,୧୩।୧୦: ନାମ ଫଳକରେ ନାଁ ନ ଥିବା ନେଇ ମେୟର ସୁଲୋଚନା ଦାସ ଏବଂ ବିଡିଏ ଭିସି ଚଞ୍ଚଳ ରାଣା ମୁହାଁମୁହିଁ ହୋଇଛନ୍ତି। ଘାଟିକିଆ ବଜରଙ୍ଗୀ ଖେଳ…

ବେଆଇନ ଇଟାଭାଟି ଉଚ୍ଛେଦ ଆରମ୍ଭ: ଶ୍ରମିକଙ୍କ ଥଇଥାନକୁ ନେଇ ଉଠିଲା ପ୍ରଶ୍ନ

ନୀଳଗିରି, ୧୩।୧୦(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅନ୍ତର୍ଗତ କୁଳଡ଼ିହା ଅଭୟାରଣ୍ୟର ଇକୋ ସେନ୍ସିଟିଭ ଜୋନ୍‌ରେ ଥିବା ୧୩ଟି ବେଆଇନ ଇଟାଭାଟି ଉଚ୍ଛେଦ ପ୍ରକ୍ରିୟା…

ନଣଦେଇଙ୍କୁ ଭଲ ପାଉଥିଲେ ସ୍ତ୍ରୀ, ସ୍ବାମୀ ଜାଣିଲା ପରେ ଯାହା ଘଟିଲା, ଜାଣିଲେ ଗୋଡ଼ ତଳୁ ଖସିଯିବ ମାଟି

ଗାଜିଆବାଦ,୧୩।୧୦: ଉତ୍ତରପ୍ରଦେଶର ଗାଜିଆବାଦ ଜିଲାରେ ସ୍ବାମୀଙ୍କୁ ହତ୍ୟା କରିବା ପାଇଁ ଷଡ଼ଯନ୍ତ୍ର ରଚିଥିବା ଅଭିଯୋଗରେ ପୋଲିସ ମୃତକଙ୍କ ସ୍ତ୍ରୀ ଓ ତାଙ୍କ ପ୍ରେମିକଙ୍କୁ ଗିରଫ କରିଛି। ଖୋଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?