Posted inଜାତୀୟ

ଅମୃତପାଲ ସିଂଙ୍କ ଚାଚା-ଡ୍ରାଇଭର କଲେ ସରେଣ୍ଡର, ମର୍ସିଡିଜ କାରରେ ବସି ପହଞ୍ଚିଲେ ପୋଲିସ ନିକଟରେ

ଚଣ୍ଡିଗଡ଼,୨୦ ।୩: ଖଲିସ୍ତାନ ସମର୍ଥକ ଅମୃତପାଲ ସିଂଙ୍କୁ ପୋଲିସ ଖୋଜୁଥିବା ବେଳେ ଏହାକୁ ନେଇ ପଞ୍ଜାବ ପୋଲିସର ସର୍ଚ୍ଚ ଅପରେଶନ ଜୋରସୋରରେ ଚାଲିଛି । ଇତିମଧ୍ୟରେ ଅମୃତପାଲଙ୍କ ଚାଚା ହରଜିତ ସିଂ ଓ ଡ୍ରାଇଭର ହରପ୍ରିତ ସିଂ ପୋଲିସ ନିକଟରେ ସରେଣ୍ଡର କରିଛନ୍ତି ।

ସୂଚନାଯୋଗ୍ୟ, ଶନିବାର ମାର୍ଚ୍ଚ ୧୮ରେ ପୋଲିସ ଅମୃତପାଲ ସିଂ ଓ ତାଙ୍କର କେତେଜଣ ସମର୍ଥକଙ୍କ ବିରୋଧରେ ବଡ ଧରଣର କଡା କାର୍ଯ୍ୟାନୁଷ୍ଠାନ ନେଇଛି । ଏବେ ଜଣାପଡିଛି କି ଅମୃତପାଲଙ୍କ ଚାଚା ଓ ତାଙ୍କ ଡ୍ରାଇଭର ଶନିବାର ବିଳମ୍ବିତ ରାତିରେ ପୋଲିସ ନିକଟରେ ସରେଣ୍ଡର କରିଛନ୍ତି । ଉଭୟ ଏକ ମର୍ସିଡିଜ କାରରେ ପୋଲିସ ନିକଟକୁ ଯାଇଥିବା ବେଳେ ପୋଲିସ ଏହାକୁ ଜବତ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା ପାର୍‌ ହେଉଥିବା ବେଳେ ଦ୍ରୁତଗତିରେ ମାଡ଼ି ଆସି ଭାଲୁକୁ ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

କୋକସରା,୧୫।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବିଜୁ ଏକ୍ସପ୍ରେସ ୱେ ସାନ ପୋଡାଗୁଡ଼ା-ରାଜୀବ କଲୋନୀ ମଝିରେ ଅଜଣା ଗାଡ଼ି ଧକ୍କାରେ ଏକ ଭାଲୁର ମୃତ୍ୟୁ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

ବସୁଧା ଯୋଜନା ଫେଲ୍: ଝରଣା ପାଣି ଭରସା, ଭୋଟ ବର୍ଜନ ଚେତାବନୀ ଦେଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୧୫ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତର ତୁମୋନୀଖୋଲ ଗ୍ରାମରେ ପାନୀୟ ଜଳ ସମସ୍ୟା ଉତ୍କଟ ରୂପ ଧାରଣ କରିଛି ।…

ପଡ଼ିଆ ମଝିରେ ମହାଭାରତ! ବୈଭବ ସୂର୍ଯ୍ୟବଂଶୀଙ୍କ ସହ ମୁହାଁମୁହିଁ ହେଲେ ଶ୍ରୀଲଙ୍କା ଟିମ୍, ଭୟଙ୍କର ଧସ୍ତାଧସ୍ତିର ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୫।୬: ଜୁନ୍ ୧୫ ତାରିଖ ତ୍ରି-ସିରିଜର ଚତୁର୍ଥ ମ୍ୟାଚରେ ଶ୍ରୀଲଙ୍କା ଟିମ୍ ସୁପର ଓଭରରେ ଭାରତ ଏ ଦଳକୁ ପରାସ୍ତ କରିଥିଲା। ମ୍ୟାଚ୍ ଟାଇ ହେବା ପରେ ବିଜେତା…

ସାନଖେମୁଣ୍ଡି ଅଟୋ ଚାଳକଙ୍କୁ ହତ୍ୟା ଉଦ୍ୟମ ଘଟଣାର ପର୍ଦ୍ଦାଫାସ, ଜେଲ୍ ଗଲେ ୯ ଅଭିଯୁକ୍ତ

ଦିଗପହଣ୍ଡି,୧୫।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମେଡ଼ିକାଲ ଛକ ନିକଟ ଦୋକାନ ଘର ଭିତରେ ବସିଥିବା ଗ୍ରାମର ଅଶୋକ ବିଷୋୟୀ(୨୭) ଙ୍କୁ…

ବିସ୍କୁଟ ଲୋଭ ଦେଖାଇ ଯୌନ ନିର୍ଯାତନା, ଚାଲିଗଲା ୩ବର୍ଷ ଶିଶୁର ଜୀବନ

ଚେନ୍ନାଇ,୧୫।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାର ଗୁମ୍ମିଡିପୁଣ୍ଡିରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛ । ଯୌନ ନିର୍ଯାତନା ପରେ ତିନି ବର୍ଷର ଛୁଆର ମୃତ୍ୟୁ ହୋଇଛି । ବିହାରର…

ପରକୀୟା ପ୍ରୀତିକୁ ନେଇ ହତ୍ୟା: ସାଙ୍ଗନେଲା ସାଙ୍ଗର ଜୀବନ ୨୨ ଦିନ ପରେ…

ନୀଳଗିରି, ୧୫।୬ (ପ୍ରଶାନ୍ତ କୁମାର ବିଶ୍ୱାଳ): ବନ୍ଧୁତ୍ୱର ପବିତ୍ର ସମ୍ପର୍କକୁ କଳଙ୍କିତ କରିଛି ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ। ପରକୀୟା ପ୍ରୀତିକୁ କେନ୍ଦ୍ରକରି ଜଣେ ବନ୍ଧୁ ଅନ୍ୟ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri