Posted inଜାତୀୟ

ଅମ୍ରିତ୍‌ପାଲଙ୍କ ସହ ପୂର୍ବତନ ପାକିସ୍ତାନ ଆର୍ମି ମୁଖ୍ୟଙ୍କ ପୁଅ ସହିତ ରହିଛି ଲିଙ୍କ୍‌

ନୂଆଦିଲ୍ଲୀ,୨୮।୩: ପୋଲିସକୁ ଚକ୍‌ମା ଦେଇ ଫେରାର ଥିବା ଖଲିସ୍ତାନୀ ନେତା ଅମ୍ରିତ୍‌ପାଲ ସିଂଙ୍କ ସମର୍ଥନରେ ବିଦେଶରେ ଖଲିସ୍ତାନୀ ସମର୍ଥକ ବିକ୍ଷୋଭ ପ୍ରଦର୍ଶନ କରୁଛନ୍ତି। ଏଭଳିସ୍ଥିତିରେ ଅମ୍ରିତ୍‌ପାଲଙ୍କ ସହ ପାକିସ୍ତାନ ପୂର୍ବତନ ଆର୍ମି ମୁଖ୍ୟ କମର ଜାଭେଦ ବାଜଓ୍ବାଙ୍କ ପୁଅ ସହିତ ଲିଙ୍କ୍‌ ରହିଥିବା ନେଇ ଏକ ତଥ୍ୟ ସାମ୍ନାକୁ ଆସିଛି। ଏପରିକି ଅମ୍ରିତ୍‌ପାଲ ଦୁବାଇରେ ରହୁଥିବା ବେଳେ ବାଜୱା କମ୍ପାନୀ ସହିତ ଜଡିତ ଥିବା ଗୋଇନ୍ଦା ସଂସ୍ଥା ପକ୍ଷରୁ ଦାବି କରାଯାଇଛି। ଅନ୍ୟପକ୍ଷେ ପାକିସ୍ତାନୀ ଇଣ୍ଟର ସର୍ଭିସେସ୍‌ ଇଣ୍ଟେଲିଜେନ୍ସ କିମ୍ବା ଆଇଏସ୍‌ଆଇ ସହିତ ଯୋଗାଯୋଗରେ ଅମ୍ରିତପାଲ୍‌ ଥିବା ପ୍ରମାଣ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଖୁବଶୀଘ୍ର ଭାରତ ଆସିବେ ଟ୍ରମ୍ପ! ଏହା ପୂର୍ବରୁ ହେଲା ବଡ଼ ଡିଲ୍‌

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୦।୨: ଭାରତ ଆମେରିକା ନେତୃତ୍ୱାଧୀନ ପାକ୍ସ ସିଲିକା ପଦକ୍ଷେପରେ ସାମିଲ ହୋଇଛି। ନୂଆଦିଲ୍ଲୀରେ ପାକ୍ସ ସିଲିକା ଘୋଷଣାପତ୍ର ସ୍ବାକ୍ଷର ସମାରୋହରେ ଭାରତରେ ଥିବା ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ…

ରୁଟି କେଉଁଠୁ ଆସିଥିଲା? ଭାରତ ସହ କ’ଣ ରହିଛି ଲିଙ୍କ୍‌…

ରୁଟି ହେଉଛି ମଣିଷଜାତିର ସବୁଠାରୁ ପୁରୁଣା ଖାଦ୍ୟ ମଧ୍ୟରୁ ଗୋଟିଏ। ଏହା ସଭ୍ୟତାର ଉତ୍ଥାନ ସହିତ ଗଭୀର ଭାବରେ ଜଡିତ। ଆଜି ରୁଟିକୁ ଭାରତୀୟ ଖାଦ୍ୟର ଏକ…

କଣାସରେ ପଶିଲା ଗୋଠଛଡ଼ା ହାତୀ

କଣାସ,୨୦ା୨(ବିଭୂତି ଭୂଷଣ ତ୍ରିପାଠୀ): ପ୍ରତ୍ୟେକ ବର୍ଷ ଧାନ ଫସଲ ଖାଇବା ପାଇଁ ବରୁଣେଇ ଜଙ୍ଗଲରୁ ହାତୀମାନେ କଣାସ ବ୍ଲକର ବିଭିନ୍ନ ପଞ୍ଚାୟତକୁ ଆସି ବ୍ୟାପକ ଫସଲ କ୍ଷତିଗ୍ରସ୍ତ…

ଜେଏସଡବ୍ଲୁଓ-ପୋସ୍କୋ ଷ୍ଟିଲ ପ୍ଲାଣ୍ଟ ପାଇଁ ବଡ଼ ସର୍ତ୍ତ ରଖିଲେ ଗ୍ରାମବାସୀ: ଜମି ଏକର ପିଛା ୭୫ କୋଟି ଟଙ୍କା ସହ…

ପାଟଣା,୨୦।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ରେ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ ତୃତୀୟ ଗ୍ରାମ ସଭା ପାଟଣା ବ୍ଲକ ଚେମେଣା ପଞ୍ଚାୟତ ରେଙ୍ଗାଳ…

ବିମାନରୁ ହଜିଗଲା ଭାଜପା ଏମପିଙ୍କ ଲଗେଜ, ଏମପି କହିଲେ, ‘ଲଜ୍ଜାଜନକ, ମୋର ମୂଲ୍ୟବାନ…’

ନୂଆଦିଲ୍ଲୀ,୨୦।୨: ଦେଶର ସର୍ବବୃହତ ଘରୋଇ ବିମାନ କମ୍ପାନୀ ଇଣ୍ଡିଗୋ ପୁଣି ଥରେ ଏହାର ଖରାପ ସେବା ଏବଂ ଭୁଲ ପରିଚାଳନା ପାଇଁ ବିବାଦରେ ଫସିଛି। ସଦ୍ୟତମ ଘଟଣାରେ…

Railways fare Alert: ରେଲେଓ଼୍ବ ଏହି ୧୦ଟି ଟ୍ରେନର ଭଡାରେ କଲା ପରିବର୍ତ୍ତନ, ଯାତ୍ରା କରିବା ପୂର୍ୱରୁ ଜାଣି ନିଅନ୍ତୁ ଜରୁରୀ ଖବର…

ନୂଆଦିଲ୍‌ଲୀ,୨୦।୨:ଭାରତରେ ପ୍ରତିଦିନ ଲକ୍ଷ ଲକ୍ଷ ଲୋକ ଟ୍ରେନରେ ଯାତ୍ରା କରନ୍ତି। ତେଣୁ, ଏହି ଖବର ଲକ୍ଷ ଲକ୍ଷ ଲୋକଙ୍କ ପାଇଁ ପ୍ରାସଙ୍ଗିକ। ରେଳବାଇ 10ଟି ଟ୍ରେନରେ ଭଡା…

ନିଜ ନିଜ ଭିତରେ ଲଢିଲେଣି ପାକିସ୍ତାନ ଖେଳାଳି, ଏବେ ଶାହିଦ ଆଫ୍ରିଦି ଶାଦାବଙ୍କୁ ଗାଳି ଦେଇ କହିଲେ, ‘ପୁଅ, ତୁମେ…’

ନୂଆଦିଲ୍ଲୀ,୨୦।୨: ୨୦୨୬ ଟି୨୦ ବିଶ୍ୱକପର ସୁପର ୮ ପାଇଁ ଯୋଗ୍ୟତା ଅର୍ଜନ କରିବା ପରେ, ପାକିସ୍ତାନୀ କ୍ରିକେଟର ଶାଦାବ ଖାନ ବ୍ୟଙ୍ଗାତ୍ମକ ମନ୍ତବ୍ୟ ଦେଇଥିଲେ ଏବଂ ନିଜ…

୩୯ ଶିକାରିଙ୍କୁ ବାନ୍ଧିଲା ବନବିଭାଗ: ୯ ଦେଶୀ ବନ୍ଧୁକ, ୨୦ ଧନୁତୀର ଜବତ

ବାରିପଦା,୨୦।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଦକ୍ଷିଣ ଡିଭିଜନ ଅଞ୍ଚଳରେ ଶିକାର କରିବାକୁ ପ୍ରବେଶ କରିଥିବା ଶିକାରିଙ୍କୁ ବନବିଭାଗ ଗିରଫ କରଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri