Posted inଜାତୀୟ

ଜନ୍ତର-ମନ୍ତରରେ ଆନ୍ଦୋଳନ ପଛରେ ପାକିସ୍ତାନର ଷଡ଼ଯନ୍ତ୍ର! ହେଲା ବଡ଼ ପର୍ଦ୍ଦାଫାଶ, ISI ମଡ୍ୟୁଲର ୯ ଲୋକ…

ନୂଆଦିଲ୍ଲୀ,୫।୮: ଅମୃତସର କମିଶନରେଟ ପୋଲିସ ଆଇଏସଆଇ (ISI) ସମର୍ଥିତ ଦୁଇଟି ଆତଙ୍କବାଦୀ ମଡ୍ୟୁଲର ପର୍ଦ୍ଦାଫାଶ କରିଛି ଏବଂ ଏହି ମାମଲାରେ ମୋଟ ୯ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ସେମାନଙ୍କ ମଧ୍ୟରେ ୪ ଜଣ ନାବାଳକ ଏବଂ ୫ ଜଣ ପ୍ରାପ୍ତବୟସ୍କ ରହିଛନ୍ତି।

ପୋଲିସ ସୂଚନା ଅନୁସାରେ, ପେଟ୍ରୋଲ ବୋମା ମଡ୍ୟୁଲ୍ର ଅଧିକାଂଶ ସଦସ୍ୟ ନାବାଳକ ଥିଲେ। ଏହି ଗୋଷ୍ଠୀର ୮ ଜଣ ସଦସ୍ୟ ଜନ୍ତର-ମନ୍ତରରେ ହୋଇଥିବା ବିରୋଧ ପ୍ରଦର୍ଶନ ସ୍ଥଳକୁ ମଧ୍ୟ ଯାଇଥିଲେ, ଯେଉଁଠାରେ ସେମାନଙ୍କୁ ସ୍ଥାନୀୟ ସ୍ତରରେ ଲଜିଷ୍ଟିକ ସହଯୋଗ ମିଳିଥିବା ଅଭିଯୋଗ ରହିଛି। ଏହି ସହଯୋଗ ମଧ୍ୟରେ ପେଟ୍ରୋଲ ବୋମା ପ୍ରସ୍ତୁତ ପାଇଁ ଆବଶ୍ୟକ ସାମଗ୍ରୀ ମଧ୍ୟ ସାମିଲ ଥିଲା।

ପୋଲିସର ପ୍ରାଥମିକ ତଦନ୍ତ ଅନୁଯାୟୀ, ଏହି ଲଜିଷ୍ଟିକ ସହଯୋଗ ପାକିସ୍ତାନରେ ବସିଥିବା ଆଇଏସଆଇ (ISI) ହ୍ୟାଣ୍ଡଲରଙ୍କ ମାଧ୍ୟମରେ ଯୋଗାଇ ଦିଆଯାଇଥିବା ସନ୍ଦେହ କରାଯାଉଛି। ଏହି ମାମଲାରେ ପୋଲିସ ଅଧିକ ତଦନ୍ତ ଜାରି ରଖିଛି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜୁକରବର୍ଗଙ୍କୁ ଅଲ୍ଟିମେଟମ ଦେଲେ ସରକାର: କ୍ଷମା ମାଗ ନଚେତ୍‌…

ନୂଆଦିଲ୍ଲୀ,୫।୮: ଫେସବୁକରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭିଡିଓ ଡିଲିଟ କରିବା ସମ୍ପର୍କରେ ସଂସଦୀୟ କମିଟି କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି। ସୂତ୍ର ଅନୁଯାୟୀ, ଯୋଗାଯୋଗ ଏବଂ ସୂଚନା…

ଏଭଳି କାମ କରିବାକୁ ଯାଉଛନ୍ତି ଶେଖ ହାସିନା, ଶୁଣିକି ଛାନିଆ ହେଲା ବାଂଲାଦେଶ, ଭାରତ କହିଲା…

ଢାକା,୫।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ଏକ ନୂଆ ପଦକ୍ଷେପ ଢାକାରେ ଚହଳ ସୃଷ୍ଟି କରିଛି। ଭାରତରେ ଆଶ୍ରୟ ନେଇଥିବା ଶେଖ ହାସିନା ଦୁଇ ବର୍ଷ…

ବ୍ଲକ୍‌ ଅଫିସରେ ଚାଲିଛି ପିସି କାରବାର: ଡ୍ରେନ୍‌ କାମର ବିଲ୍‌ କରିଦେବା ପାଇଁ…

ଖଡ଼ିଆଳ,୫ା୮ (ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ବ୍ଲକ୍‌ କାର୍ଯ୍ୟାଳୟରେ ପିସି କାରବାର ହେଉଥିବାର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଜଣେ ବ୍ୟକ୍ତିଙ୍କଠାରୁ ଅଫିସ କର୍ମଚାରୀ…

୧୮ ବର୍ଷର ଛାତ୍ର ହେଲେ କଲେଜ ପ୍ରଫେସର: ଭାଙ୍ଗିଗଲା ୩୦୬ ବର୍ଷର ପୁରୁଣା ରେକର୍ଡ

ଯେଉଁ ବୟସରେ ଅଧିକାଂଶ ଛାତ୍ର ସେମାନଙ୍କର କଲେଜ ଶିକ୍ଷା ଆରମ୍ଭ କରୁଛନ୍ତି, ସେହି ବୟସରେ ଆମେରିକାର ଜଣେ ଯୁବକ କଲେଜ ପ୍ରଫେସର ଭାବରେ ଛାତ୍ରମାନଙ୍କୁ ପାଠ ପଢ଼ାଉଛନ୍ତି।…

RBIର ବଡ଼ ନିଷ୍ପତ୍ତି, ଅପରିବର୍ତ୍ତିତ ରହିଲା ରେପୋ ରେଟ୍‌; ଋଣଗ୍ରାହକଙ୍କୁ ଆଶ୍ୱସ୍ତି

ନୂଆଦିଲ୍ଲୀ,୫।୮: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI)ର ମୌଦ୍ରିକ ନୀତି କମିଟି (MPC) ବୈଠକ ପରେ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଆରବିଆଇ ରେପୋ ରେଟ୍‌କୁ ୫.୨୫ ପ୍ରତିଶତରେ…

ଭାଙ୍ଗିଲା କେନାଲ: ଉଜୁଡିଲା ଚାଷୀଙ୍କ ଫସଲ

ରିଷିଡା,୫।୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା ଉତେଇ ଜଳସେଚନ ବିଭାଗ ପକ୍ଷରୁ କର୍ଲାମୁଣ୍ଡା ବ୍ଲକ ରାଜପୁର ଗ୍ରାମର ଭୋରପଡା( ଆର ୧) ସବମାଇନର କେନାଲ ବିଭିନ୍ନ ସ୍ଥାନରେ ନୂତନ…

ଆନାଲଗ ପନିର ବ୍ୟାନ୍‌: ଜାଣନ୍ତୁ ଏହା କ’ଣ

ମୁମ୍ବାଇ,୫।୮: ଜନସ୍ବାସ୍ଥ୍ୟକୁ ପ୍ରାଥମିକତା ଦେଇ ମହାରାଷ୍ଟ୍ର ସରକାର ରାଜ୍ୟ ମଧ୍ୟରେ ଆନାଲଗ ପନିର(ନକଲି କିମ୍ବା ନନ୍‌-ଡାୟରୀ ପନିର) ଉତ୍ପାଦନ, ବିକ୍ରୟ, ରଖିବା, ପରିବହନ ଏବଂ ବଣ୍ଟନ ଉପରେ…

ଅଗରକରଙ୍କ ହେବ ଛୁଟି! ତାଙ୍କୁ ସ୍ଥାନ ନେଇପାରନ୍ତି ଏହି ମହାନ ଖେଳାଳି

ନୂଆଦିଲ୍ଲୀ,୫।୮: ଅଜିତ ଅଗରକରଙ୍କୁ ଟିମ ଇଣ୍ଡିଆର ମୁଖ୍ୟ ଚୟନକର୍ତ୍ତା ପଦରୁ ହଟାଯାଇପାରେ। ବିସିସିଆଇ ଏହି ଦାୟିତ୍ୱ ସେଣ୍ଟର ଅଫ ଏକ୍ସଲେନ୍ସ (ସିଓଇ)ର ମୁଖ୍ୟ ଭିଭିଏସ ଲକ୍ଷ୍ମଣଙ୍କୁ ଦେଇପାରେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri