ରାଗିଲେ ଅମୃତା ଫଡନବିଶ

ମୁମ୍ବାଇ,୫।୯: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ମାମଲାକୁ ନେଇ ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାନାଓ୍ବତ ବିଭିନ୍ନ ସମୟରେ ଆସୁଛନ୍ତି ଚର୍ଚ୍ଚାକୁ। ଏହି ମାମଲାକୁ ନେଇ କଙ୍ଗନା କେତେବେଳେ ବଲିଉଡ୍‌ର ବଡ ବଡ ଅଭିନେତା, ନିର୍ଦ୍ଦେଶକ, ପ୍ରଯୋଜକ, ମହାରାଷ୍ଟ୍ର ସରକାର ଓ ମୁମ୍ବାଇ ପୋଲିସକୁ ଟାର୍ଗେଟ କରି ଟୁଇଟ୍‌ କରିଥିବା ଦେଖାଯାଇଛି। ଏବେ କଙ୍ଗନା ଓ ମହାରାଷ୍ଟ୍ର ସରକାରଙ୍କ ମଧ୍ୟରେ ଲାଗିଛି ବିବାଦ। ମହାରାଷ୍ଟ୍ର ସରକାରଙ୍କ ସହ କଙ୍ଗନାଙ୍କ ଟୁଇଟର ଓ୍ବାରରେ ଆସିଛନ୍ତି ଶିବସେନା ଏମ୍‌ପି ସଞ୍ଜୟ ରାଉତ। ସଞ୍ଜୟ କଙ୍ଗନାଙ୍କ ମୁମ୍ବାଇ ଗସ୍ତକୁ ନେଇ ଧମକ ଦେଇଛନ୍ତି। ଏହାସହ କଙ୍ଗନା ମଧ୍ୟ ମୁମ୍ବାଇକୁ ପାକିସ୍ତାନ ଅଧିକୃତ କଶ୍ମୀର(ପିଓକେ) ସହ ତୁଳନା କରି ବିବାଦ ଘେରକୁ ଚାଲି ଆସିଛନ୍ତି। ଏବେ କଙ୍ଗନା ସୋସିଆଲ ମିଡିଆରେ ଏକ ଭିଡିଓ ଶୋର କରିଛନ୍ତି। ଯାହା ଏବେ ରାଜନୈତିକ ରୂପ ନେବାକୁ ଯାଉଛି ବୋଲି କୁହାଯାଉଛି। ଉକ୍ତ ଭିଡିଓରେ ଶିବସେନା କର୍ମୀ କଙ୍ଗନାଙ୍କ ଏକ ପୋଷ୍ଟର ଉପରକୁ ଚପଲ ମାଡ କରୁଥିବା ଦେଖାଯାଇଛି। ଆଉ ଏହି ଭିଡିଓଟି ସାମ୍ନାକୁ ଆସିବା ପରେ ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିଶଙ୍କ ପତ୍ନୀ ଅମୃତା ଫଡନବିଶ ଏହାର ନିନ୍ଦା କରିଛନ୍ତି। ସେ ଟୁଇଟ୍‌ କରି ଲେଖିଛନ୍ତି ଆମ ପାଖରେ କହିବାର, ବିଶ୍ୱାସ କରିବାର, ଆନ୍ଦୋଳନ କରିବାର ସ୍ବାଧିନତା ରହିଛି। ଏହାକୁ ଦବାଇଦେବା ଠିକ୍‌ ନୁହେଁ କି ଆଲୋଚକଙ୍କ ପୋଷ୍ଟରକୁ ଚପଲ ମାରିବା ବି ଠିକ୍‌ ନୁହେଁ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମ ପାଇଁ ଜୀବନ ହାରିଲେ ଯୁବକ: ଭିଡିଓ ଭାଇରାଲ

ଭୁବନେଶ୍ୱର,୨୪।୫: ମୟୂରଭଞ୍ଜ ଜିଲା ରାସଗୋବନ୍ଦପୁର ଥାନା ମାଣିନ୍ଦା ଅଞ୍ଚଳରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ପ୍ରେମ ପାଇଁ ଜଣେ ଯୁବକ ବିଷ ପିଇ ସୋସିଆଲ ମିଡିଆରେ…

ଭୋ ଭୋ ହୋଇ କାନ୍ଦି ଗଡ଼ିଲେ ମା’, ଭାଇ ଦେଲେ ମୁଖାଗ୍ନି; ପଞ୍ଚଭୂତରେ ବିଲୀନ ହେଲେ ଟ୍ବିଶା…

ଭୋପାଳ,୨୪।୫: ପଞ୍ଚଭୂତର ବିଲୀନ ହେଲେ ମଡେଲ ତଥା ଅଭିନେତ୍ରୀ ଟ୍ବିଶା ଶର୍ମା। ରବିବାର ଭୋପାଳର ଭଦଭଦା ଶ୍ମଶାନ ଘାଟରେ ତାଙ୍କର ଅନ୍ତିମ ସଂସ୍କାର ସମ୍ପନ୍ନ ହୋଇଛି। ଟ୍ବିଶାଙ୍କ…

ଯନ୍ତ୍ରୀଙ୍କ ପିସି କାରବାର ଅଭିଯୋଗ, ବିଦ୍ୟାଳୟ ରୂପାନ୍ତରୀକରଣ କରି ପାଇଁ ଥାନାର ଦ୍ୱାରସ୍ଥ ହେଲେ ଯୁବକ

ଥୁଆମୂଳ ରାମପୁର,୨୪ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ କନିଷ୍ଠ ଯନ୍ତ୍ରୀ ଓ ଅସାଧୁ ବ୍ୟକ୍ତିଙ୍କ ମଧୁଚନ୍ଦ୍ରିକା ଏବେ ଚରମ ସୀମାରେ ପହଞ୍ଚିଛି। ଆଦିବାସୀ ବହୁଳ…

ପୁଅକୁ ମେଡିକାଲ ନେବାବେଳେ ବାପାଙ୍କ କୋଳରେ ଚାଲିଗଲା ଜୀବନ, ପୂରା ଘଟଣା ଜାଣିଲେ ଆଖିରେ ଆସିଯିବ ଲୁହ

ଲକ୍ଷ୍ନୌ,୨୪ା୫: ସୋସିଆଲ ମିଡିଆରେ ଏକ ହୃଦୟ ବିଦାରକ ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି। ଯେଉଁଥିରେ ଦେଖାଯାଉଛି ଏକ ନିଷ୍ପାପ ଶିଶୁର ଜୀବନ କିଛି ମୁହୂର୍ତ୍ତ ମଧ୍ୟରେ…

ଶ୍ବଶୁରଘରୁ ବର୍ଷାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

କଟକ,୨୪।୫:(ପ୍ରଭୁକଲ୍ୟାଣ ପାଲ):  ପୁଣି ଯୌତୁକ ଜୁଇରେ ଆଉ ଜଣେ ନବବଧୂ। ନବବଧୂଙ୍କୁ ଯୌତୁକ ପାଇଁ ଶାଶୁଘର ଲୋକେ ହତ୍ୟା କରିଥିବା ଅଭିଯୋଗ ହୋଇଛି । ଯାଜପୁର ଟାଉନ…

ଆଗପଛ ହୋଇ ଆସୁଥିଲା ଦୁଇ କାର୍‌, ହଠାତ୍‌ ମଝି ରାସ୍ତାରେ ଘଟିଲା…

ଗଞ୍ଜାମ,୨୪ା୫(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମ୍ମା ଫାଣ୍ଡି ଅନ୍ତର୍ଗତ ଜାତୀୟ ରାଜପଥ-୧୬ ହୁମ୍ମା ଓ ଶଙ୍ଖନୂଆଗାଁ ମଧ୍ୟଭାଗରେ ଥିବା ଜଷ୍ଟିଂଙ୍ଗ ନିକଟରେ ଗୋଟିଏ କାର୍‌…

କ’ଣ ମୋଦିଙ୍କ ଗୋଟିଏ କଥାରେ ବିଦେଶ ଯିବା ବନ୍ଦ କରିଦେଲେ ଭାରତୀୟ? ଚମକାଇ ଦେବ RBIର ସଂଖ୍ୟା

ନୂଆଦିଲ୍ଲୀ,୨୪।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା କରାଯାଇଥିବା ଏକ ଅପିଲର ପ୍ରଭାବ ଭାରତୀୟମାନଙ୍କ ବିଦେଶ ଯାତ୍ରା ଧାରାରେ ପ୍ରକାଶ ପାଇବା ଆରମ୍ଭ କରିଛି କି? ଭାରତୀୟ ରିଜର୍ଭ…

ଭବିଷ୍ୟତରେ ବିଚାରପତି ହେବି: ଅନ୍ବେଷା

କୁଆଁରମୁଣ୍ଡା,୨୪।୫(ମହେନ୍ଦ୍ର କୁମାର ସାହୁ): ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର +୨ ପରୀକ୍ଷା ଫଳରେ ୯୬.୮୩ ପ୍ରତିଶତ ନମ୍ବର ରଖିଥିବା ସୁନ୍ଦରଗଡ଼ ଜିଲାର ଝିଅ ଅନ୍ବେଷା ପରିଜା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri