ଲିଟର ପିଛା ୨ଟଙ୍କା ବଢ଼ିଲା ଅମୁଲ ଦୁଗ୍ଧ

ଗାନ୍ଧୀନଗର,୨୮।୨: ଦେଶରେ ବଢ଼ିଲା ଅମୁଲ ଦୁଗ୍ଧର ଦାମ୍‌। ସମଗ୍ର ଦେଶର ବଜାରରେ ଦୁଗ୍ଧର ଦାମ୍‌ ଲିଟର ପିଛା ୨ଟଙ୍କା ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛି ଅମୁଲ। ସମଗ୍ର ଦେଶର ବଜାରରେ କ୍ଷୀରର ମୂଲ୍ୟ ଲିଟର ପିଛା ୨ ଟଙ୍କା ବୃଦ୍ଧି କରିବାକୁ ଅମୁଲ ନିଷ୍ପତ୍ତି ନେଇଛି। ଏହି ବର୍ଦ୍ଧିତ ଦର ମଙ୍ଗଳବାର ତଥା ମାର୍ଚ୍ଚ ୧ରୁ ଅହମ୍ମଦାବାଦ ଓ ଗୁଜୁରାଟର ବଜାରରେ ଲାଗୁ ହେବ। ସେହିପରି ଅମୁଲ ଗୋଲ୍ଡ ଦୁଗ୍ଧର ମୂଲ୍ୟ ୫୦୦ ମିଲିଲିଟର ପ୍ରତି ୩୦ ଟଙ୍କା, ଅମୁଲ ତାଜା ୫୦୦ ମିଲିଲିଟର ପିଛା ୨୪ ଟଙ୍କା ଏବଂ ଅମୁଲ ଶକ୍ତି ୫୦୦ ମିଲିଲିଟର ପିଛା ୨୭ ଟଙ୍କାରେ ଉପଲବ୍ଧ ହେବ। ସୂଚନା ଯୋଗ୍ୟ, ଗୁଜୁରାଟ କୋଅପ୍‌ରେଟିଭ ମିଲ୍କ ମାର୍କେଟିଂ ଫେଡେରେସନ ଏକ ବର୍ଷ ପୂରିବା ପୂର୍ବରୁ ଦୁଗ୍ଧର ମୂଲ୍ୟ ବୃଦ୍ଧି କରିଛି। ଏହାପୂର୍ବରୁ ଜୁଲାଇ ୨୦୨୧ରେ ଦୁଗ୍ଧର ମୂଲ୍ୟ ବୃଦ୍ଧି କରାଯାଇଥିଲା। ଅମୁଲ ଦୁଗ୍ଧର ସମସ୍ତ ବ୍ରାଣ୍ଡ ସୋନା, ତାଜା, ଶକ୍ତି, ଟି-ସ୍ପେଶାଲ, ଏବଂ ଗାଇ ଓ ମଇଁଷି କ୍ଷୀର ଇତ୍ୟାଦିରେ ଏହି ମୂଲ୍ୟ ବୃଦ୍ଧି କରାଯାଇଛି। ପ୍ରାୟ ୭ ମାସ ୨୭ ଦିନର ବ୍ୟବଧାନ ପରେ ଏହି ମୂଲ୍ୟ ବୃଦ୍ଧି କରାଯାଉଛି। ଉତ୍ପାଦନ କ୍ଷେତ୍ରରେ ଦରଦାମ୍‌ ବୃଦ୍ଧି ଯୋଗୁ ଏହି ମୂଲ୍ୟ ବୃଦ୍ଧି ପାଇଛି ବୋଲି କମ୍ପାନୀ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ର ସଂସଦ ନିର୍ବାଚନକୁ ନେଇ ରେଭେନ୍‌ଶାରେ ଉତ୍ତେଜନା

କଟକ,୧୧ା୧୦(କାର୍ତ୍ତିକ ସାହୁ): ଛାତ୍ର ସଂସଦ ନିର୍ୱାଚନ ପାଇଁ ଏଆଇଡିଏସ୍‌ଓ ସଭାପତି ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର ଖାରଜ ଘଟଣାକୁ ନେଇ ରେଭେନ୍‌ଶା ବିଶ୍ୱବିଦ୍ୟାଳୟରେ ଉତ୍ତେଜନା ପ୍ରକାଶ ପାଇଛି। ପ୍ରାର୍ଥିପତ୍ର ଖାରଜକୁ…

ଗରମ ଗୁଳୁଗୁଳି ସହ ଝଡ଼ବର୍ଷା, ଆଜି ୧୩ ଜିଲାକୁ ୟେଲୋ ଓ୍ୱାର୍ନିଂ

ଭୁବନେଶ୍ୱର,୧୧ା୧୦(ବନ୍ଦନା ସେଠୀ): ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ ବ୍ୟାପିଛି। ଫଳରେ…

ଉମରକୋଟରେ ଛାତ୍ର ସଂସଦ ନିର୍ବାଚନୀ ହିଂସା: ଅଣଛାତ୍ର ଗୋଷ୍ଠୀ ମୁହାଁମୁହିଁ

ନବରଙ୍ଗପୁର/ଉମରକୋଟ,୧୧ା୧୦(ସଦାଶିବ ପ୍ରହରାଜ/ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ପେଣ୍ଡ୍ରାଣୀ କଲେଜ ନିର୍ୱାଚନକୁ କେନ୍ଦ୍ର କରି ଶନିବାର ୨ ଅଣଛାତ୍ର ଗୋଷ୍ଠୀ ମୁହଁାମୁହିଁ ହୋଇଛନ୍ତି। ଗୋଟିଏ ଗୋଷ୍ଠୀର ଛୁରାମାଡ଼ରେ…

‘ଘିବଲି’ ଦୁନିଆ: ଅପରାଧ ଓ ଆଇନ

ମସାମୟିକ ଧାରାରେ ନିଜକୁ ଅଂଶୀଦାର କରିବାର ମାନସିକତା ବିଶ୍ୱ, ପରିବେଶ ସର୍ବୋପରି ମାନବ ସଭ୍ୟତାକୁ ତା’ର ଅଜ୍ଞାତସାରରେ ବିଲୟର କେଉଁ ଦିଗକୁ ଟାଣିନେଇ ଚାଲିଛି ତାହା ବୋଧହୁଏ…

ସିଇସି ଜ୍ଞାନେଶ ହଟାଅ ଦାବିରେ ସିଜେପିର ବିକ୍ଷୋଭ: ଦିଲ୍ଲୀରେ ୭ ହଜାରରୁ ଊର୍ଦ୍ଧ୍ୱ ଅଟକ

ନୂଆଦିଲ୍ଲୀ, ୧୧ା୧୦ (ପି.ଟି.): ମୁମ୍ୱାଇରୁ ବିମାନ ଯୋଗେ ଦିଲ୍ଲୀ ପହଞ୍ଚିବା ପରେ ସିଜେପି ପ୍ରତିଷ୍ଠାତା ଅଭିଜିତ୍‌ ଦୀପ୍‌କେ, ପ୍ରବକ୍ତା ସୌରଭ ଦାସ ଏବଂ ଆଶୁତୋଷ ରାଙ୍କାଙ୍କୁ ଇନ୍ଦିରା…

ନାଗରିକ ସ୍ବାଧୀନତା କ୍ଷୁଣ୍ଣ

୨୦୨୧ ମସିହା ୫ ମାର୍ଚ୍ଚରେ ଭାରତ ସରକାରଙ୍କ ପ୍ରେସ୍‌ ଇନ୍‌ଫର୍ମେଶନ ବ୍ୟୁରୋ (ପିଆଇବି) ପକ୍ଷରୁ ଏକ ବିବୃତି ଜାରି କରାଯାଇଥିଲା, ଯାହାର ଶୀର୍ଷକ ଥିଲା ”ଏକ ସ୍ବାଧୀନ…

୩ ରାଶିଙ୍କ ଉପରେ ପଡିଲା ଶନିଙ୍କ ଶୁଭଦୃଷ୍ଟି: ୨୦୨୭ ମଝି ଯାଏ ଗୋଲ୍‌ଡେନ୍‌ ଟାଇମ୍‌, ମାଲାମାଲ ସହ ଚାକିରିରେ ବଡ଼ ପଦୋନ୍ନତି!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଶନିଙ୍କ ନକ୍ଷତ୍ର ପରିବର୍ତ୍ତନକୁ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ମନେ କରାଯାଏ। ଏହାର ପ୍ରଭାବ ୨୦୨୭ ପର୍ଯ୍ୟନ୍ତ ଦେଖିବାକୁ ମିଳିପାରେ ବୋଲି ଜ୍ୟୋତିଷୀଙ୍କ…

ଦିଲ୍ଲୀ ହାଇକୋର୍ଟରେ ହାଜର ହେବେ ଅମିତାଭ, ବଢ଼ିଲା ଚର୍ଚ୍ଚା…

ନୂଆଦିଲ୍ଲୀ: ବଲିଉଡ଼ର ମହାନାୟକ ଅମିତାଭ ବଚ୍ଚନ ନିଜର ନାମ, ଫଟୋ ଏବଂ କଣ୍ଠସ୍ୱରର ଅନଧିକୃତ ବ୍ୟବହାରକୁ ରୋକିବା ପାଇଁ ଦୀର୍ଘ ଦିନ ହେବ ଆଇନଗତ ଲଢ଼େଇ ଜାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?