ପଞ୍ଚାୟତ ନିର୍ବାଚନ ଲାଗି ଆଜି ବସିବ ସର୍ବଦଳୀୟ ବୈଠକ

ଭୁବନେଶ୍ବର,୬।୧୧(ବ୍ୟୁରୋ): ରାଜ୍ୟ ନିର୍ବାଚନ ଆୟୋଗଙ୍କ ସର୍ବଦଳୀୟ ବୈଠକ ଶନିବାର ଦିନ ୧୧ ଟାରେ ବସିବ। ପଞ୍ଚାୟତ ନିର୍ବାଚନ ନେଇ ପ୍ରସ୍ତୁତି ଜୋରଦାର ଆରମ୍ଭ କରିଛନ୍ତି ରାଜ୍ୟ ନିର୍ବାଚନ ଆୟୋଗ। ଏହି ବୈଠକ ନିର୍ବାଚନ ଆୟୋଗଙ୍କ ସଭାଗୃହରେ ଅନୁଷ୍ଠିତ ହେବ। ବୈଠକରେ ଯୋଗ ଦେବା ପାଇଁ ନିର୍ବାଚନ ଆୟୋଗଙ୍କ ସଚିବ ସମସ୍ତ ରାଜନୈତିକ ଦଳମାନଙ୍କୁ ପତ୍ର ମାଧ୍ୟମରେ ନିମନ୍ତ୍ରଣ କରିଛନ୍ତି ।

ଜିଲ୍ଲା ପରିଷଦ ଗୁଡିକର କାର୍ଯ୍ୟକାଳ ୨୦୨୨ ମାର୍ଚ୍ଚ ମାସ ଦ୍ବିତୀୟ ସପ୍ତାହ ସୁଦ୍ଧା ଶେଷ ହେବ। ତେବେ କାର୍ଯ୍ୟକାଳ ୫ ବର୍ଷ ଶେଷ ହେବା ପୂର୍ବରୁ ନିର୍ବାଚନ ହେବା ଆବଶ୍ୟକ। ସଠିକ୍‌, ଶୃଙ୍ଖଳିତ ଓ ତ୍ରୁଟିଶୂନ୍ୟ ଭୋଟର ତାଲିକା ପ୍ରସ୍ତୁତି ପାଇଁ ରାଜ୍ୟ ନିର୍ବାଚନ ଆୟୋଗ ସର୍ବଦଳୀୟ ବୈଠକ ଡାକିଛନ୍ତି । ବୈଠକରେ ବିଭିନ୍ନ ପ୍ରସଙ୍ଗରେ ନିର୍ବାଚନ ଆୟୋଗ ଆଲୋଚନା କରିବା ପାଇଁ ସ୍ଥିର କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଡିଲେଶ୍ୱର ପାଇବେ ‘କେନ୍ଦ୍ର ସାହିତ୍ୟ ଏକାଡେମୀ ଯୁବ ପୁରସ୍କାର’

ଭୁବନେଶ୍ୱର,୨୯।୧୧(ଶର୍ମିଷ୍ଠା ପାଣିଗ୍ରାହୀ) : ଯୁବ ଗାଳ୍ପିକ ଡିଲେଶ୍ବର ରଣା ପାଇବେ ‘କେନ୍ଦ୍ର ସାହିତ୍ୟ ଏକାଡେମୀ ଯୁବ ପୁରସ୍କାର-୨୦୨୩’। କଳାହାଣ୍ଡି ମାଟିର ପୁଅ ଡିଲେଶ୍ବର ତାଙ୍କ ଲିଖିତ...

ସଡ଼କ ଦୁର୍ଘଟଣାରେ ଲାଗୁନି ବ୍ରେକ୍‌

ଭୁବନେଶ୍ୱର,୨୯।୧୧(ଅନିଲ ଦାସ): ସଡ଼କ ଦୁର୍ଘଟଣାରେ ଚାଲିଯାଉଛି ବହୁମୂଲ୍ୟ ଜୀବନ। ଉଜୁଡ଼ିଯାଉଛି ଘରସଂସାର। ଅନାଥ ହୋଇଯାଉଛନ୍ତି ପରିବାର। ରାଜ୍ୟରେ ସଡ଼କ ଦୁର୍ଘଟଣା ଏକ ବଡ଼ ସମସ୍ୟା ଭାବେ...

ଖୋର୍ଦ୍ଧାରେ ହେବ ଏନ୍‌ଏମ୍‌ଆଇଏମ୍‌ଏସ୍‌ ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର,୨୯।୧୧(ଅନିଲ ଦାସ): ଗୁଣାତ୍ମକ ଉଚ୍ଚଶିକ୍ଷା ଓ ଗବେଷଣାକୁ ପ୍ରୋତ୍ସାହନ ପ୍ରଦାନକୁ ଦୃଷ୍ଟିରେ ରଖି ରାଜ୍ୟରେ ଏକ ଆନ୍ତର୍ଜାତିକ ମାନର ଘରୋଇ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା ପାଇଁ ରାଜ୍ୟ...

୫ ଓଡ଼ିଆ ସୁରକ୍ଷିତ ଉଦ୍ଧାର

ଭୁବନେଶ୍ୱର,୨୯ା୧୧: ଉତ୍ତରକାଶୀ ସୁଡ଼ଙ୍ଗ ମଧ୍ୟରୁ ୪୧ ଶ୍ରମିକଙ୍କୁ ସୁରକ୍ଷିତ ଉଦ୍ଧାର କରାଯାଇଥିବାବେଳେ ସେମାନଙ୍କ ମଧ୍ୟରେ ୫ ଓଡ଼ିଆ ରହିଛନ୍ତି। ସେମାନେ ହେଲେ ମୟୂରଭଞ୍ଜ ଜିଲା ବଡ଼କୁଦରର...

ଆମ ବ୍ୟାଙ୍କ ଯୋଜନା ଶୁଭାରମ୍ଭ

ନିରାକାରପୁର, ୨୮।୧୧(ମାନସ ଚନ୍ଦ୍ର ପଟ୍ଟନାୟକ ): ବିଭିନ୍ନ ପଞ୍ଚାୟତ ଅଞ୍ଚଳରେ ବ୍ୟାଙ୍କ ସେବା ଉପଲବ୍ଧ ନ ଥିବା ଯୋଗୁଁ ପ୍ରସୂତି ମହିଳା ମାନଙ୍କ ଠାରୁ ଆରମ୍ଭକରି...

ବୈପାରୀଗୁଡା ଆଇଆଇସି ଗିରଫ

ଭୁବନେଶ୍ୱର,୨୮।୧୧: ବୈପାରୀଗୁଡା ଆଇଆଇସି ସୁଶାନ୍ତ ଶତପଥୀ ଗିରଫ। ବିପୁଳ ଟଙ୍କା ଧରାପଡିବା ନେଇ ଗିରଫ କରିଛି ଭିଜିଲାନ୍ସ। ସୁଶାନ୍ତଙ୍କର ମୋଟ ୩୭ଲକ୍ଷ ଟଙ୍କା ପାଇଲା ଭିଜିଲାନ୍ସ।...

ଭାଇରସ ଏଚ୍‌୯ଏନ୍‌୨ ନୂଆ ନୁହେଁ: ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ବର ୨୮।୧୧: ଚାଇନାରେ ବ୍ୟାପୁଥିବା ନିମୋନିଆକୁ ନେଇ ରାଜ୍ୟ ସରକାର ସଚେତନ ଥିବା ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର କହିଛନ୍ତି। କେନ୍ଦ୍ର ସରକାର ସମସ୍ତ ରାଜ୍ୟକୁ...

କ୍ୟାପିଟାଲ ହସ୍ପିଟାଲ ମଡ୍ୟୁଲାର ଓଟିରେ ଅସ୍ତ୍ରୋପଚାର ଆରମ୍ଭ

ଭୁବନେଶ୍ୱର,୨୭ା୧୧: ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲ ଓ ପିଜିଆଇଏମଆରରେ ମଡ୍ୟୁଲାର ଓଟି କମ୍ପେ୍ଲକ୍ସ ଲାର୍ଯ୍ୟକ୍ଷମ ହୋଇଛି। କ୍ୟାପିଟାଲ ହସ୍ପିଟାଲର ଡାଇରେକ୍ଟର ଡାକ୍ତର ଲକ୍ଷ୍ମୀଧର ସାହୁଙ୍କ ନିର୍ଦ୍ଦେଶରେ ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri