କରୋନାରେ ଆଖି ବୁଜିଲେ ଗଞ୍ଜାମର ଜଣେ ଏଏସ୍‌ଆଇ

କୋଦଳା,୨୫।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଆଉ ଜଣେ କରୋନା ଯୋଦ୍ଧାଙ୍କ ମୃତ୍ୟୁ। ଭଞ୍ଜନଗର କୋର୍ଟରେ ଏଏସ୍‌ଆଇ ଭାବେ କାର୍ଯ୍ୟରତ ଥିବା ରବିନ୍ଦ୍ର ନାଥ ବେହେରା(୫୫)ଙ୍କ କରୋନାରେ ମୃତ୍ୟୁ ଘଟିଥିବା ସୂଚନା ମିଳିଛି।

ଚାରିଦିନ ପୂର୍ବରୁ ଏଏସ୍‌ଆଇ ଅସୁସ୍ଥ ଅନୁଭବ କରିବାରୁ ସେ ଘରକୁ ଫେରିଥିଲେ। ହେଲେ ଶୁକ୍ରବାର ବିଳମ୍ବିତ ରାତିରେ ତାଙ୍କର ସ୍ବାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ପରିବାରଲୋକେ କୋଦଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ପରେ ତାଙ୍କ ନମୂନା ପରୀକ୍ଷଣ ପାଇଁ ଯାଇଥିଲା। ଏହା କରୋନା ପଜିଟିଭ୍‌ ଥିବା ଜଣାପଡ଼ିଛି। ଖବର ଲେଖାଯିବା ପର୍ଯ୍ୟନ୍ତ ମୃତଦେହ ଡାକ୍ତରଖାନାରେ ଥିବା ବେଳେ ଗଞ୍ଜାମ ଏସ୍‌ପି ପହଞ୍ଚିବା ପରେ ଗାର୍ଡ ଅଫ୍‌ ଅର୍ନର ଦିଆଯାଇ ଅନ୍ତିମ ସତ୍କାର କରାଯିବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

୩୨୭୬ ଅଙ୍ଗନଓ୍ବାଡି କର୍ମୀଙ୍କୁ ସାନିଟାଇଜ୍‌ କିଟ୍‌

ଅନୁଗୋଳ ଅଫିସ, ୧୭।୫- କରୋନା ବିରୋଧରେ ଲଢ଼େଇ କରୁଥିବା ପ୍ରତିଟି ଯୋଦ୍ଧାଙ୍କ ପାଇଁ ସହଯୋଗର ହାତ ବଢ଼ାଇଛି ଅନୁଗୋଳସ୍ଥିତ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର ଲିମିଟେଡ...

୨ଲକ୍ଷ ରାପିଡ୍‌ ଟେଷ୍ଟିଂ ପାଇଁ ଚାଲିଛି କିଟ୍‌ ସଂଗ୍ରହ

ଭୁବନେଶ୍ୱର,୧୧ା୪(ବ୍ୟୁରୋ): ରାଜ୍ୟରେ କରୋନା ମୁକାବିଲା ପାଇଁ ୨ଟି ପ୍ରମୁଖ ଅସ୍ତ୍ର ରହିଛି। ଗୋଟିଏ ହେଉଛି ସତର୍କତା ଏବଂ ଅନ୍ୟଟି ହେଉଛି ନମୁନା ପରୀକ୍ଷା କରି ଆକ୍ରାନ୍ତଙ୍କୁ...

ବିପଦ ସଙ୍କୁଳ ତେଲ ନଦୀ ପୋଲ

ମନମୁଣ୍ଡା, ୨୯।୬ (ଡି.ଏନ.ଏ):ଦ୍ୱୈତ ସହର ମନମୁଣ୍ଡା-ସୋନପୁର ମଝିରେ ଥିବା ତେଲ ନଦୀ ପୋଲ ପଶ୍ଚିମ ଏବଂ ପୂର୍ବଦକ୍ଷିଣ ଓଡିଶାକୁ ଯୋଗ କରୁଥିବାବେଳେ ବର୍ତ୍ତମାନ ତାହା ବିପଦଶଙ୍କୁଳ...

ପ୍ଲାଜମା ଦାନ କରିବେ ଅଗ୍ନିଶମ କର୍ମଚାରୀ

ଭୁବନେଶ୍ୱର,୧୮।୭(ବ୍ୟୁରୋ)-ଗୁରୁତର ଅସୁସ୍ଥ କରୋନା ରୋଗୀଙ୍କୁ ପ୍ଲାଜମା ଦାନ କରିବେ ଅଗ୍ନିଶମ କର୍ମଚାରୀ। ପ୍ରଥମ ପର୍ଯ୍ୟାୟରେ ୧୦ ଜଣ କର୍ମଚାରୀ ପ୍ଲାଜମା ଦାନ କରିବେ। କଟକ ଏସ୍‌ସିବି...

ଶହୀଦ ବିଭୀଷଣ ସାହୁ ସ୍ମାରକୀ କ୍ରିକେଟ ଟୁର୍ନାମେଣ୍ଟ: ସେମିରେ ବୀରମହାରାଜପୁର

ଅମରପାଲି, ୧୬।୧୦ (ଡି.ଏନ.ଏ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ପଣ୍ଡିଆପାଲି ଖେଳ ପଡିଆରେ ଚାଲିଥିବା ୧୦ମ ଶହୀଦ ବିଭୀଷଣ ସାହୁ ସ୍ମାରକୀ କ୍ରିକେଟ ଟୁର୍ନାମେଣ୍ଟରେ ବୁଧବାର...

ଶିଳ୍ପାନୁଷ୍ଠାନରେ ସ୍ଥାନୀୟ ଯୁବତୀଯୁବକଙ୍କ ନିଯୁକ୍ତିକୁ ନେଇ ବିଧାନସଭାରେ ଉଦ୍‌ବେଗ: ବିଭିନ୍ନ ଶିଳ୍ପ ସଂସ୍ଥାରେ ନିଯୁକ୍ତି ପାଇଛନ୍ତି ୨ଲକ୍ଷ ୨୬ ହଜାର

ଭୁବନେଶ୍ୱର,୨।୭(ବ୍ୟୁରୋ): ରାଜ୍ୟରେ ଥିବା ବିଭିନ୍ନ ଶିଳ୍ପାନୁଷ୍ଠାନରେ ୨ ଲକ୍ଷ ୬୮ହଜାର ୪୫୧ ଜଣ ନିଯୁକ୍ତି ପାଇଛନ୍ତି। ସେମାନଙ୍କ ମଧ୍ୟରୁ ରାଜ୍ୟ ଭିତରୁ ୨ଲକ୍ଷ ୨୬ ହଜାର...

ଖୋର୍ଦ୍ଧାରେ ଏସ୍‌ଟିଏଫ୍‌ର ଏନ୍‌କାଉଣ୍ଟର: ଆହତ ଅବସ୍ଥାରେ ଖସିଗଲେ ଅଭିଯୁକ୍ତ ସଞ୍ଜୟ; କାର୍‌, ରକ୍ତଭିଜା ଶାର୍ଟ ଜବତ, ଜଣେ ଗିରଫ

ଭୁବନେଶ୍ୱର, ୩୦ା୬(ବ୍ୟୁରୋ): ଖୋର୍ଦ୍ଧା ଏଲ୍‌ଆଇସି ପଡ଼ିଆରେ ଶନିବାର ରାତିରେ କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ଟିମ୍‌ ସହ ଅପରାଧୀ ମୁହାଁମୁହଁି ହୋଇଛନ୍ତି। ଉଭୟ ପକ୍ଷରୁ ବହୁ ରାଉଣ୍ଡ୍‌ ଗୁଳି...

ଛତିଶଗଡରୁ ସାଇକେଲରେ ଫେରୁଛନ୍ତି ୪ ଓଡିଆ ଶ୍ରମିକ

ସୋନପୁର,୧୯।୪(ନି.ପ୍ର.): କରୋନା ଭୂତାଣୁ ସଂକମ୍ରଣକୁ ରୋକିବା ପାଇଁ ଲକ୍‌ଡାଉନ୍‌ରେ ରହିଛି ସାରା ଦେଶ। ଏହାର ପ୍ରଭାବ ସବୁ କ୍ଷେତ୍ରରେ ଦେଖିବାକୁ ମିଳୁଛି। ଗରିବ, ଦିନ ମଜୁରିଆ...

Play 250+ Trending Games
Archives

Model This Week

Why Dharitri