Posted inଜାତୀୟ

ପୁଣି ଥରିଲା ଆସାମ

ଦିସ୍‌ପୁର,୩୦।୫: ପୁଣି ଥରିଛି ଆସାମ। ରବିବାର ଅପରାହ୍ନରେ ଆସାମର ସୋନିତପୁରରେ ଭୂକମ୍ପ ଅନୁଭୂତ ହୋଇଥିଲା। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୧ ଥିଲା। ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ଏ ବିଷୟରେ ସୂଚନା ଦେଇଛି। ତେବେ ଭୂକମ୍ପରେ କୌଣସି ଜୀବନ କିମ୍ବା ସମ୍ପତ୍ତି ନଷ୍ଟ ହୋଇ ନାହିଁ। ଗତ ମେ ୧୯ରେ ମଧ୍ୟ ଆସାମରେ ୩.୧ ତୀବ୍ରତାର ଭୂକମ୍ପ ଅନୁଭୂତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସ ହିଁ କେବଳ କରିପାରେ ରକ୍ତରେ ଚାଷ: କୃଷିମନ୍ତ୍ରୀ

ନୂଆଦିଲ୍ଲୀ,୫ ।୨: କେନ୍ଦ୍ରୀୟ କୃଷିମନ୍ତ୍ରୀ ନରେନ୍ଦ୍ର ସିଂ ତୋମର ଶୁକ୍ରବାର ରାଜ୍ୟ ସଭାରେ କୃଷି ଆଇନୁ ନେଇ ନିଜର ମତ ରଖିଛନ୍ତି । ସେ ଗାଁ,...

‘ଅକ୍ସିଜେନ ଦିଅ’ ଦେଶର ସବୁ ମୁଖ୍ୟମନ୍ତ୍ରୀଙ୍କୁ ହାତ ପାତିଲେ କେଜ୍ରିୱାଲ

ନୂଆଦିଲ୍ଲୀ,୨୪।୪: ଦିଲ୍ଲୀରେ ଅକ୍ସିଜେନ ସଙ୍କଟ ଦେଖାଯାଇଛି। ଅକ୍ସିଜେନ ଅଭାବରୁ ବିଭିନ୍ନ ହସ୍ପିଟାଲରେ ରୋଗୀଙ୍କ ମୃତ୍ୟୁ ଘଟୁଛି। ଏଭଳି ସ୍ଥିତିରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଦିଲ୍ଲୀବାସୀଙ୍କ...

ଘନେଇଲା ସଙ୍କଟ, ୧୭ ହଜାର ଟପିଲା ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୨୪।୬ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ...

ଦୈନିକ ସଂକ୍ରମଣ ୬ ଶହ ତଳେ, ମୃତ୍ୟୁ ସଂଖ୍ୟା ୧…

ନୂଆଦିଲ୍ଲୀ, ୧୪।୧୧: ଥଣ୍ଡା ବଢ଼ିବା ସହିତ ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୧୦ ହଜାର...

କଂଗ୍ରେସ ଯାହା ୭୦ ବର୍ଷରେ କରି ନ ଥିଲା ତାହା ୭୫ ଦିନରେ କରି ଦେଖାଇଲେ ମୋଦି: ଶାହ

ଜିନ୍ଦ,୧୬।୮: ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ଶୁକ୍ରବାର ହରିୟାଣାର ଜିନ୍ଦ ଜିଲା ଗସ୍ତ କରିଛନ୍ତି। ଏହି ସମୟରେ ଏକ ଜନସଭାକୁ ସମ୍ବୋଧନ କରିବା ଅବସରରେ କଶ୍ମୀର ପ୍ରସଙ୍ଗକୁ...

ଜୁନ ୧ରେ ଯୋଗୀ କରିବେ ରାମ ମନ୍ଦିର ଗର୍ଭ ଗୃହର ଶିଳାପୂଜା

ଲକ୍ଷ୍ନୌ,୩୦।୫: ଜାନୁଆରୀ ୨୦୨୪ରେ ଅଯୋଧ୍ୟା ରାମଲାଲାଙ୍କ ମନ୍ଦିର ପ୍ରସ୍ତୁତ ହେବ। ଏଥିପାଇଁ ଜୋରସୋରରେ ମନ୍ଦିର ନିର୍ମାଣ କାର୍ଯ୍ୟ ଚାଲିଛି। ଏହାପୂର୍ବରୁ ରାମଲାଲାଙ୍କ ମନ୍ଦିରର ନିର୍ମିତ ଗର୍ଭ...

୨୦୨୧ ନିର୍ବାଚନ: ଦିଦିଙ୍କ ରାଗ ଶାନ୍ତ କରିବାକୁ ଚେଷ୍ଟା କରିବେ ପ୍ରଶାନ୍ତ କିଶୋର

କୋଲକାତା,୧।୮: ଆସନ୍ତା ୨୦୨୧ରେ ପଶ୍ଚିମବଙ୍ଗ ସାଧାରଣ ନିର୍ବାଚନ ଅନୁଷ୍ଠିତ ହେବାକୁ ଥିବା ବେଳେ ଏବେଠାରୁ ଏହାକୁ ନେଇ ସଜବାଜ ହେଲାଣି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଦଳ...

ଆଉ ୩୦ ବିଏସ୍‌ଏଫ୍‌ ଯବାନ କରୋନା ସଂକ୍ରମିତ

ନୂଆଦିଲ୍ଲୀ,୮।୫: କରୋନା ଯୁଦ୍ଧରେ ଆଗଧାଡିର ଯୋଦ୍ଧା ସାଜିଥିବା ଯବାନମାନେ ଏବେ କରୋନାରେ ସଂକ୍ରମିତ ହୋଇଛନ୍ତି। ବର୍ଡର ସିକ୍ୟୁରିଟି ଫୋର୍ସ(ବିଏସ୍‌ଏଫ୍‌)ର ଆଉ ୩୦ ଯବାନ ଶୁକ୍ରବାର କରୋନାରେ...

Advertisement
Archives

Model This Week