ଥରିଲା ଆଫଗାନିସ୍ତାନ

କାବୁଲ,୧୩।୩: ଆଫଗାନିସ୍ତାନରେ ଭୂକମ୍ପ ଅନୁଭୂତ ହୋଇଛି। ଏହାର ତୀବ୍ରତା ରିକ୍ଟର ସ୍କେଲରେ ୫.୩ରେ ମାପ କରାଯାଇଛି। ଏହାର କେନ୍ଦ୍ର ଭୂମିଠାରୁ ୧୪୬ କିଲୋମିଟର ଗଭୀର ଥିଲା। ପାକିସ୍ତାନର କିଛି ଅଞ୍ଚଳରେ କମ୍ପନ ଅନୁଭୂତ ହୋଇଥିଲା। ବର୍ତ୍ତମାନ ସୁଦ୍ଧା କୌଣସି କ୍ଷୟକ୍ଷତିର ଖବର ନାହିଁ, କିନ୍ତୁ ଭୂକମ୍ପର ତୀବ୍ରତାକୁ ଦୃଷ୍ଟିରେ ରଖି ବ୍ୟାପକ କ୍ଷୟକ୍ଷତି ହେବାର ଆଶଙ୍କା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାତିରେ ନିଦ ହେଉନି କି? ଶୋଇବା ପୂର୍ବରୁ କରନ୍ତୁ ଏହି କାମ…

ଆଜିକାଲି ବହୁତ ଲୋକ ଅନିଦ୍ରାରେ ପୀଡ଼ିତ। ବିଳମ୍ବିତ ରାତିରେ ଚେଇଁବା, ବାରମ୍ବାର ଉଠିବା ଏବଂ ସକାଳେ କ୍ଳାନ୍ତ ଅନୁଭବ କରିବା ଏକ ସାଧାରଣ କଥା ହୋଇଗଲାଣି। ସ୍ବାସ୍ଥ୍ୟ…

ପାଣି ପାଇଁ ମହାସଂଗ୍ରାମ: ପିଏଚଡି କାର୍ଯ୍ୟାଳୟ ଘେରିଲେ ମହିଳା, ବିଭାଗୀୟ ଅଧିକାରୀ ଦେଲେ ଏମିତି ପ୍ରତିଶ୍ରୁତି

ଛତ୍ରପୁର,୨୮।୫ (ଦିଲ୍ଲୀପ ସାମଲ): “ପାଣି ଟୋପେ ପାଇଁ ଜୀବନ ବିକଳ, ପ୍ରଶାସନ କିନ୍ତୁ ନିଦାବିଷ୍ଣୁ।” ଏଭଳି ଏକ ଚରମ ଅସନ୍ତୋଷ ପ୍ରକାଶ କରି ଆଜି ଛତ୍ରପୁର ପୌର…

କ୍ଷମତା ହସ୍ତାନ୍ତର ଘୋଷଣା କଲେ ସିଦ୍ଦାରାମାୟା , କହିଲେ-ରାହୁଲ ଗାନ୍ଧୀ ଯାହା କହିବେ ମୁଁ ତାହା କରିବି…

ବେଙ୍ଗାଲୁରୁ, ୨୮।୫: କର୍ନାଟକ କଂଗ୍ରେସ ସରକାର ମଧ୍ୟରେ ଦୀର୍ଘ ଦିନ ଧରି ଲାଗି ରହିଥିବା କ୍ଷମତା ହସ୍ତାନ୍ତର ଏବେ ପଥ ପରିଷ୍କାର କରିଛି। ସୂତ୍ର ଅନୁଯାୟୀ, ଦିଲ୍ଲୀରେ…

ଓଲଟିଲା ଲୁଣ ବୋଝେଇ ଇଞ୍ଜିନ ରିକ୍ସା, ଖାଲାସୀ ମୃତ

ଭୋଗରାଇ,୨୮।୫( ପ୍ରଦୀପ ଦାସ ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ କମର୍ଦ୍ଦା – ବାଲିଆପାଳ ରାସ୍ତା ଜଳଧା ଗ୍ରାମ ଛକ ଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି…

ଦେଢ ବର୍ଷ ସରକାରରେ ଏତେ ଦେଶ ଉପରେ ଆକ୍ରମଣ କରିଛନ୍ତି ଟ୍ରମ୍ପ, ଜାଣିଲେ ତାଜୁବ ହେବେ…

ଓ଼୍ବାଶିଂଟନ,୨୮।୫: ରାଷ୍ଟ୍ରପତି ହେବା ପରଠାରୁ, ଟ୍ରମ୍ପ ଦେଶଗୁଡ଼ିକର ଏକ ଆଶ୍ଚର୍ଯ୍ୟଜନକ ତାଲିକା ପ୍ରସ୍ତୁତ କରିଛନ୍ତି ଯେଉଁ ଦେଶଗୁଡ଼ିକୁ ସେ ଆକ୍ରମଣ କରିବାକୁ ଧମକ ଦେଇଛନ୍ତି ଏବଂ କିଛି…

ବିନା ପେଟ୍ରୋଲ୍‌ରେ ଚାଲିବ ବାଇକ୍‌! Hero ଆଣୁଛି ଦେଶର ପ୍ରଥମ ଇଥାନଲ୍ ଚାଳିତ ଫ୍ଲେକ୍ସ-ଫ୍ୟୁଏଲ୍ ବାଇକ୍‌; ଜାଣନ୍ତୁ…

ନୂଆଦିଲ୍ଲୀ,୨୮।୫: ଭାରତରେ ପରିବେଶ ଅନୁକୂଳ ତଥା ବିକଳ୍ପ ଜାଳେଣିର ବ୍ୟବହାରକୁ ପ୍ରୋତ୍ସାହନ ଦେବା ଦିଗରେ ଏକ ବଡ଼ ପଦକ୍ଷେପ ନେବାକୁ ଯାଉଛି ଦେଶର ସବୁଠାରୁ ବଡ଼ ଦୁଇଚକିଆ ଯାନ…

‘VVIPଙ୍କ ଗସ୍ତ ସୂଚନା ଲିକ୍‌ କଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ’

ଭୁବନେଶ୍ୱର,୨୮ା୫: ଭିଭିଆଇପିଙ୍କ ଗସ୍ତ ସୂଚନା ଲିକ୍‌ ନେଇ କଡ଼ା ସତର୍କତା ଜାରି କରିଛନ୍ତି ସରକାର। ସୋସିଆଲ ମିଡିଆରେ ସୁରକ୍ଷା ସୂଚନା ଶେୟାର୍‌ କଲେ ଏଣିକି ହେବ କାର୍ଯ୍ୟାନୁଷ୍ଠାନ।…

ମା’ଙ୍କୁ ନେଇ ହସ୍ପିଟାଲ ଯାଉଥିବା ବେଳେ ଜଳିଗଲା କାର୍; ୪ ଜୀବନ୍ତ ଦଗ୍ଧ, ଜିଲା ପରିଷଦ…

ଜୟପୁର,୨୮ା୫:  ରାଜସ୍ଥାନର ଆଜମେର ଜିଲାର ବୋରାଡା ପୋଲିସ ଷ୍ଟେସନ ଅଞ୍ଚଳର ଶ୍ରୀରାମପୁରା ଗାଁରେ ଗୁରୁବାର ସକାଳେ ଏକ ହୃଦୟ ବିଦାରକ ଦୁଃଖଦ ଘଟଣା ଘଟିଛି । ହଠାତ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri