ଇକ୍ୱାଡୋରରେ ଶକ୍ତିଶାଳୀ ଭୂକମ୍ପ, ୧୨ ମୃତ, ରିକ୍ଟର ସ୍କେଲରେ ତୀବ୍ରତା ୬.୭

କ୍ୱିଟୋ,୧୯ ।୩: ଶନିବାର ଇକ୍ୱେଡୋରରେ ଏକ ଶକ୍ତିଶାଳୀ ଭୂକମ୍ପ ଆସିବାର ସୂଚନା ମିଳିଛି । ୟୁଏସ ଜିଓଲଜିକାଲ ସର୍ଭେ ଇକ୍ୱେଡୋରର ଗୁୟାସ ଅଞ୍ଚଳରେ୬.୭ ତୀବ୍ରତାର ଭୂକମ୍ପ ହୋଇଥିବା ସୂଚନା ଦେଇଛି । ନ୍ୟୁଜ ଏଜେନ୍ସି ଏପି କହିଛି ଭୂକମ୍ପ ଯୋଗୁ ଦେଶର ଦ୍ୱିତୀୟ ସବୁଠାରୁ ବଡ ସହର ଗୁଆୟାକିଲ ନିକଟରେ ଥିବା ଅଞ୍ଚଳକୁ ଦୋହଲାଇ ଦେଇଛି । ଏହି ଭୂକମ୍ପରେ ଏବେ ପର୍ଯ୍ୟନ୍ତ ୧୨ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ରହିଛି । ଏହାସହ ଘର ଓ ବଡ ବଡ କୋଠା କ୍ଷତିଗ୍ରସ୍ତ ହୋଇଥିବା ଜଣାପଡିଛି ।
ଭୂକମ୍ପର କେନ୍ଦ୍ର ଇକ୍ୱାଡୋର ଦ୍ୱିତୀୟ ସବୁଠାରୁ ବଡ ସହର ଗୁଆୟାକିଲରୁ ପ୍ରାୟ ୫୦ ମାଇଲ(୮୦ କିଲୋମିଟର) ଦକ୍ଷିଣରେ କେନ୍ଦ୍ରୀତ ଥିଲା । ସୋସିଆଲ ମିଡିଆରେ ଶେୟାର କରାଯାଇଥିବା ଭିଡିଓରେ ଲୋକେ ଗୁଆୟାକିଲ ସଡ଼କରେ ଏକାଠି ହୋଇଥିବା ଦେଖିବାକୁ ମିଳିଛି ।
ଇକ୍ୱାଡୋର ରାଷ୍ଟ୍ରପତି ଗୁଇଲେର୍ମୋ ଲାସସୋ କହିଛନ୍ତି ଶକ୍ତିଶାଳୀ ଭୂକମ୍ପରେ ୧୨ ଜଣଙ୍କ ମୃତ୍ୟୁ ହୋଇଛି । ଦକ୍ଷିଣ ଇକ୍ୱାଡୋର ଓ ଉତ୍ତର ପେରୁରେ ଆସିଥିବା ଭୂକମ୍ପରେ ବଡ ବଡ ଘର କ୍ଷତିଗ୍ରସ୍ତ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଲୋୟର ସୁକ୍‌ତେଲ ଜଳଭଣ୍ଡାର: ବଢୁଛି ଜଳସ୍ତର, ଲୋକେ ଅଟଳ

ବଲାଙ୍ଗୀର,୯ା୭(ବୀରେନ୍ଦ୍ର କୁମାର ଝାଙ୍କର):ଗତ କିଛି ଦିନର ଲଗାଣ ବର୍ଷା ଫଳରେ ବଲାଙ୍ଗୀର ଜିଲାର ଲୋୟର ସୁକ୍‌ତେଲ ଡ୍ୟାମ୍‌ରେ କ୍ଷୀପ୍ର ଗତିରେ ଜଳସ୍ତର ବଢ଼ିବାରେ ଲାଗିଛି। ଜଳସ୍ତର ବଢ଼ିବା…

ମଝି ଚିଲିକାରେ ଦୋହଲିଲା ଯାତ୍ରୀବାହୀ ଲଞ୍ଚ୍‌: ହୋହଲ୍ଲା ପରେ…

କୃଷ୍ଣପ୍ରସାଦ,୯।୭(କୈଳାଶ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ଜିଲା ବାଲୁଗାଁଠାରୁ ପୁରୀ ଜିଲା କୃଷ୍ଣପ୍ରସାଦ ଗଡ଼ ଯାଏ ଓଡିଶା ବନ୍ଦର ଅନ୍ତରଦେଶୀୟ ଜଳପଥ ପରିବହନ ବିଭାଗ ତରଫରୁ ପ୍ରତିଦିନ ଯାତ୍ରୀବାହୀ ଲଞ୍ଚ…

ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ: ଉଭୟ ପକ୍ଷ ମଧ୍ୟରେ ମାଡ଼ ପିଟ

ମହାକାଳପଡ଼ା,୯ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ କଣ୍ଡରାପାଟିଆ ଗ୍ରାମର ୭୭ ପରିବାର ଦୀର୍ଘ ବର୍ଷ ଧରି ୧୭୦ ଏକର ସରକାରୀ…

ଇରାନ ଉପରେ ଆମେରିକାର ଜୋରଦାର ଆକ୍ରମଣ: ଚାରିଆଡ଼େ ଧୂଆଁଧୂଆଁ

ଓ୍ବାଶିଂଟନ୍‌,୯।୭: ପଶ୍ଚିମ ଏସିଆରେ ଉତ୍ତେଜନା ପୁଣି ଥରେ ବିପଜ୍ଜନକ ସ୍ତରରେ ପହଞ୍ଚିଛି। ଆମେରିକା ଇରାନ ଉପରେ ଘନ ଘନ ଆକ୍ରମଣ କରୁଛି। ଦକ୍ଷିଣପୂର୍ବ ଇରାନର ଇରାନଶାହରରେ ଅବସ୍ଥିତ…

ଏସ.ଆଇ.ଆର୍‌ ନେଇ ସଚେତନ ହେବା ଜରୁରୀ: ଛାତ୍ରୀଛାତ୍ରଙ୍କ ମଧ୍ୟରେ କୁଇଜ-ଚିତ୍ରାଙ୍କନ ପ୍ରତିଯୋଗିତା

ଭଞ୍ଜନଗର,୯।୭(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଏସ.ଆଇ.ଆର୍‌ ୨୦୨୬ ଉପରେ ଅଧିକରୁ ଅଧିକ ସଚେତନତା କାର୍ଯ୍ୟକ୍ରମ କରାଯାଉଛି। ଏହାଦ୍ୱାରା ଲୋକେ ଭୋଟର ତାଲିକା ଉପରେ…

ପଥର ଚିପ୍ସ ବୋଝେଇ ହାଇୱା ଉପରକୁ ଗୁଳିମାଡ଼: ଜୀବନ ରକ୍ଷା ଭୟରେ ଡ୍ରାଇଭର୍‌…

କୁତ୍ରା,୯।୭(ଦେବାଶିଷ ସାହୁ): ସୁନ୍ଦରଗଡ ଜିଲା କୁତ୍ରା ଥାନା ଅନ୍ତର୍ଗତ ଲିଟିବେଡ଼ା ଜଙ୍ଗଲ ନିକଟରେ ଆଜି ଭୋର ପ୍ରାୟ ୩ ଟା ୨୦ ମିନିଟ ସମୟରେ ଗୁଳିମାଡ଼ ହୋଇଥିବା…

ବର୍ଷା ସହ ବିଜୁଳି-ଘଡ଼ଘଡ଼ି ସମ୍ଭାବନା: ୩୦ରୁ ୪୦ କିମି ବେଗରେ ବହିବ ପଦନ: ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର,୯ା୭(ସୌମ୍ୟରଞ୍ଜନ ରାଉତ):ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଅବପାତ ଦୁର୍ବଳ ହୋଇ ସଦୃଶ ଲଘୁଚାପରେ ପରିଣତ ହୋଇଛି। ବର୍ତ୍ତମାନ ସଦୃଶ ଲଘୁଚାପ…

ଠିକା କର୍ମଚାରୀ ହେବେ ନିୟମିତ: ସରକାରଙ୍କ ବଡ଼ ଘୋଷଣା

ଭୁବନେଶ୍ୱର, ୯ା୭ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ଦୀର୍ଘବର୍ଷ ଧରି କାର୍ଯ୍ୟରତ ଠିକା କର୍ମଚାରୀଙ୍କୁ ନିୟମିତ କରିବା ପାଇଁ ଦାବିହୋଇ ଆସୁଥିବାବେଳେ ଏହାକୁ ସରକାର ଗୁରୁତ୍ୱର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri