ଅବସାଦ ଦୂର କରିବାର ସହଜ ଉପାୟ

ଅବ୍ୟବସ୍ଥିତ ଜୀବନଶୈଳୀ, ଅଧିକ କାମର ବୋଝ ଆଦି କାରଣରୁ କେତେକ ବ୍ୟକ୍ତି ଅବସାଦ ବା ଡିପ୍ରେସନର ଶିକାର ହୋଇଥାଆନ୍ତି। ତେବେ ଏହାଠାରୁ ନିଜକୁ ଦୂରେଇ ରଖିବାର ଏକ ସରଳ ତଥା ସହଜ ଉପାୟ ରହିଛି। ତାହା ପୁଣି ହାତ ପାଆନ୍ତାରେ। ଯଦି ଜଣେ ବ୍ୟକ୍ତି ସବୁବେଳେ ଉତ୍ତମ ଖାଦ୍ୟ ଖାଆନ୍ତି ତେବେ ସେ ନିଜକୁ କେତେକାଂଶରେ ଅବସାଦଠାରୁ ଦୂରେଇ ରଖିପାରିବେ ବୋଲି ଟୋକିଓ ବିଶ୍ୱବିଦ୍ୟାଳୟର ମନୋବିଜ୍ଞାନୀମାନେ ମତ ଦେଇଛନ୍ତି। ସେମାନଙ୍କ ଦ୍ୱାରା ହୋଇଥିବା ସଦ୍ୟତମ ଗବେଷଣାରୁ ଜଣାପଡ଼ିଛି ଯେ, ଭିଟାମିନ୍‌ଯୁକ୍ତ ଖାଦ୍ୟ ନ ଖାଇଲେ ଜଣେ ଅବସାଦଗ୍ରସ୍ତ ହେବାର ଆଶଙ୍କା ରହିଛି। ପୁଣି ଅବଦାସଗ୍ରସ୍ତତା ଯୋଗୁ କେତେକ ଆବଶ୍ୟକତାଠାରୁ ଅଧିକ ଖାଦ୍ୟ ଖାଇଥାନ୍ତି, ଫଳରେ ପରବର୍ତ୍ତୀ ସମୟରେ ସେମାନେ ମେଦ ବହୁଳତାର ଶିକାର ହୋଇଥାନ୍ତି। ତେଣୁ ଆମେ ପ୍ରତିଦିନ ସନ୍ତୁଳିତ ଓ ଉତ୍ତମ ଖାଦ୍ୟ ଠିକ୍‌ ପରିମାଣରେ ଖାଇବା ନିହାତି ଜରୁରୀ। ପ୍ରତିଦିନ ପ୍ରୋଟିନ୍‌, ଓମେଗା ୩ ଫ୍ୟାଟି ଏସିଡ୍‌ ଏବଂ ଆଣ୍ଟି ଅକ୍ସିଡାଣ୍ଟଯୁକ୍ତ ଖାଦ୍ୟ ଖାଇଲେ ତାହା ଅବସାଦଠାରୁ କେତେକାଂଶରେ ଦୂରେଇ ରଖିଥାଏ ବୋଲି ପ୍ରକାଶିତ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ସବୁଜ ପନିପରିବା, ପାଳଙ୍ଗ ଶାଗ, ଚିନାବାଦାମ, ଟମାଟୋ, କମଳା ଆଦି ଖାଦ୍ୟ ଶରୀର ପାଇଁ ବେଶ୍‌ ଉପକାରୀ। ଏଭଳି ଖାଦ୍ୟ ତାଲିକାରେ ସାମିଲ କରନ୍ତୁ। ପ୍ରୋଟିନ୍‌ଯୁକ୍ତ ଖାଦ୍ୟ ପ୍ରତିଦିନ ଖାଇବା ଦ୍ୱାରା ଆମ ହାଡ଼ ଓ ମାଂସପେଶୀ ଶକ୍ତ ହେବା ସହ ସ୍ମରଣଶକ୍ତି ବଢ଼ାଇବାରେ ସାହାଯ୍ୟ କରେ।


Enter your email to get our daily news in your inbox.

All Right Reserved By Dharitri.Com

ବହୁ ଚର୍ଚ୍ଚିତ କ୍ଷୀର ବ୍ୟବସାୟୀ ହତ୍ୟା ମାମଲାର ରାୟ ପ୍ରକାଶ: ୫ ଅଭିଯୁକ୍ତଙ୍କୁ ଆଜୀବନ ଜେଲ

ବ୍ରହ୍ମପୁର,୩୦ା୧(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଗୋଷାଣିନୂଆଗାଁ ଥାନା ଅନ୍ତର୍ଗତ ହିଲପାଟଣାରେ କ୍ଷୀର ବ୍ୟବସାୟୀ ଲମ୍ବୋଦର ମୁନି ହତ୍ୟା ମାମଲାର ରାୟ ଶୁକ୍ରବାର ପ୍ରକାଶ ପାଇଛି। ବ୍ରହ୍ମପୁର ଅତିରିକ୍ତ…

ୱାର୍ଡସଭ୍ୟଙ୍କୁ ଦୁର୍ବ୍ୟବହାର: କର୍ମଚାରୀ କଲେ ଆନ୍ଦୋଳନ

ଖଡ଼ିଆଳ, ୩୦ା୧ (ସୁଜିତ କୁମାର ପ୍ରଧାନ)- ନୂଆପଡ଼ା ଜିଲା ଖଡିଆଳ ଏନ୍‌ଏସିର ଜଣେ ୱାର୍ଡସଭ୍ୟ ଦୁର୍ବ୍ୟବହାର କରିଥିବା ଅଭିଯୋଗ କରି ଶୁକ୍ରବାର କର୍ମଚାରୀମାନେ କଲମ ଛାଡ ଆନ୍ଦୋଳନ…

ଭୁଲ୍‌ ଇଲେକ୍ଟ୍ରି ବିଲ୍‌ ଆସୁଛି କି? ଜାଣନ୍ତୁ କେଉଁଠି କରିବେ ଅଭିଯୋଗ, ଶିଖନ୍ତୁ ଏହି ସହଜ ଉପାୟ…

ପ୍ରତ୍ୟେକ ପରିବାର ପାଇଁ ପ୍ରତି ମାସରେ ପ୍ରାପ୍ତ ହେଉଥିବା ଇଲେକ୍ଟ୍ରି ବିଲ୍‌ ଏକ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ। ଏଥିରେ ମାସିକ ଇଲେକ୍ଟ୍ରି ବ୍ୟବହାର ଏବଂ ବିଲ୍‌ ବିଷୟରେ ବିବରଣୀ…

ଗୋଲାପଙ୍କୁ ପୋଡ଼ି ମାରିବାକୁ ଉଦ୍ୟମ କରିଥିଲେ ଶ୍ୱଶୁର ଘର ଲୋକେ: ପୋଲିସ ନେଲା…

ଆନନ୍ଦପୁର, ୩୦।୧(ସୁଶାନ୍ତ କୁମାର ସାହୁ): ବୋହୂଙ୍କୁ ଘର ଭିତରେ କବାଟ ଦେଇ ପୋଡି ମାରିଦେବାକୁ ଉଦ୍ୟମ କଲେ ଶ୍ୱଶୁର ଘର ଲୋକେ। ଏଭଳି ଏକ ସମ୍ବେଦନଶୀଳ ଘଟଣା…

୪ ମନ୍ଦିରରୁ ଏକାବେଳକେ ଚୋରି କଲେ ଦୁର୍ବୃତ୍ତ: ନେଇଗଲେ …

ଆନନ୍ଦପୁର,୩୦।୧(ସୁଶାନ୍ତ କୁମାର ସାହୁ): ଏକ ସାଙ୍ଗରେ ଚାରୋଟି ମନ୍ଦିରର ଚୋରି। ମନ୍ଦିର ତାଲା ଭାଙ୍ଗି ଲୁଟିନେଲେ ଦେବା ଦେବୀଙ୍କ ସୁନା ରୁପା ଅଳଙ୍କାର। ସହ ଦାନ ବାକ୍ସ।…

୧, ୨ କି ୩ ନୁହେଁ, ୯ଟି ଶୁଭ ସଂଯୋଗରେ ଆସିବ ଏଥର ବଜେଟ୍‌

ନୂଆଦିଲ୍ଲୀ,୩୦।୧: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଫେବୃଆରୀ ୧ରେ ସାଧାରଣ ବଜେଟ ଉପସ୍ଥାପନ କରିବେ। ବଜେଟ ଦିବସ ସମସ୍ତ ବର୍ଗର ଲୋକଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଦିନ। ଗୁରୁତ୍ୱପୂର୍ଣ୍ଣ…

ଧାର ଟଙ୍କା ମାଗିବାରୁ ଗୁଳିମାଡ଼, ନଷ୍ଟ ହେଲା ବ୍ୟକ୍ତିଙ୍କ ଆଖି

ଭୁବନ,୩୦ା୧(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ବାରୁଆ (ଖ) ଗ୍ରାମର ପଞ୍ଚାନନ ରାଉତ ଧାନ କିଣିବା ପାଇଁ ଦେଇଥିବା ଟଙ୍କା ମାଗିବାରୁ ଗୁରୁବାର ରାତି…

ବିନା ଗ୍ରାମସଭାରେ ‘ଇଡକୋ’କୁ ଜମି ହସ୍ତାନ୍ତର ଅଭିଯୋଗ: ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ଗ୍ରାମବାସୀ

ଥୁଆମୁଳ ରାମପୁର,୩୦।୧(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୁଳ ରାମପୁର ବ୍ଲକରେ ଜମି ଅଧିକାରକୁ ନେଇ ପୁଣିଥରେ ସ୍ବର ତୀବ୍ର ହୋଇଛି। ଗୁଣପୁର ପଞ୍ଚାୟତର ପୁଲିଙ୍ଗପଦର ଗ୍ରାମବାସୀ ନିଜର ସାମ୍ବିଧାନିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri