ଶୌଚ ପାଇଁ ଯାଇଥିବା ବେଳେ ହାତୀ ହାବୁଡରେ ପଡିଗଲେ ବୃଦ୍ଧବୃଦ୍ଧା, ତା’ପରେ…

ଦେବଗଡ଼,୪।୧୨ (ଶଶାଙ୍କ ଶେଖର ଝାଙ୍କର): ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କର ମୃତ୍ୟୁ ହୋଇଥିବାବେଳେ ବୃଦ୍ଧା ଗୁରୁତର ହୋଇଛନ୍ତି। ରିଆମାଳ ରେଞ୍ଜ ଜୁରାଡଙ୍ଗା ଗ୍ରାମରେ ଗୋଠ ଛଡା ଦନ୍ତାହାତୀ ଉପଦ୍ରବରେ ଏଭଳି ଘଟଣା ଘଟିଛି। ମତକ ହେଲେ ଜୁରାଡଙ୍ଗା ଗ୍ରାମର କୁଞ୍ଜ ଦେହୁରୀ ଆଉ ଗୁରୁତର ହେଉଛନ୍ତି ରଜନୀ ବେହେରା। ଶୌଚ ପାଇଁ ଯାଇଥିବା ବେଳେ ହାତୀ ଆକ୍ରମଣ କରିଥିଲା । ଘଟଣାସ୍ଥଳରେ ବନବିଭାଗ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅଧିନାୟକ ପଦ ଯିବା ପରେ ସନ୍ୟାସ ନେଲେ ସୂର୍ଯ୍ୟକୁମାର? ସୋସିଆଲ ମିଡିଆରେ ପୋଷ୍ଟ ଭାଇରାଲ

ନୂଆଦିଲ୍ଲୀ,୭।୬: ଟି-୨୦ ବିଶ୍ୱକପ ବିଜୟୀ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କୁ ଟିମ ଇଣ୍ଡିଆର ଇଂଲଣ୍ଡ ଏବଂ ଆୟର୍ଲାଣ୍ଡ ଗସ୍ତ ପାଇଁ ଚୟନ କରାଯାଇ ନଥିଲା। ତାଙ୍କ ସ୍ଥାନରେ ଶ୍ରେୟସ…

ବନ୍ଧୁକ ସହ ଜୀବନ୍ତ ଗୁଳି ଧରି ଚାଲାଣ କରୁଥିଲେ କଫ ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୭।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ଶନିବାର ଚାଲାଣ ବେଳେ କଫ ସିରପ୍‌ ଜବତ କରିଛି। ଏହି କାରବାରରେ ୪ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ…

TMCରେ ବିଦ୍ରୋହ ମଧ୍ୟରେ ମମତାଙ୍କ ବଡ଼ ବଦକ୍ଷେପ, କଟିଲା ଅଭିଷେକଙ୍କ ଡେଣା!

କୋଲକାତା,୭।୬: ପଶ୍ଚିମବଙ୍ଗରେ ପରାଜୟ ପରେ, ତୃଣମୂଳ କଂଗ୍ରେସ ଆଭ୍ୟନ୍ତରୀଣ ଅସନ୍ତୋଷ ସହିତ ସଂଘର୍ଷ କରୁଛି; ଏହାର ଜବାବରେ, ମମତା ବାନାର୍ଜୀ ସମଗ୍ର ସଂଗଠନର ଗଠନକୁ ଭାଙ୍ଗି ଦେଇଥିଲେ।…

‘ପ୍ରତି ସିଲିଣ୍ଡର ପ୍ରାୟ ୭ଶହ ଟଙ୍କା କ୍ଷତି’: ଘରୋଇ ଗ୍ୟାସ ମୂଲ୍ୟ ବୃଦ୍ଧି ଉପରେ ସରକାରଙ୍କ ବିବୃତ୍ତି , ପାକିସ୍ତାନ-ଆମେରିକା ସହ ତୁଳନା

ନୂଆଦିଲ୍ଲୀ,୭।୬: କେନ୍ଦ୍ର ସରକାର ଘରୋଇ ଏଲପିଜି ସିଲିଣ୍ଡରର ମୂଲ୍ୟ ୨୯ଟଙ୍କା ବୃଦ୍ଧି କରିଛନ୍ତି। ଏହି ନିଷ୍ପତ୍ତିକୁ ସମର୍ଥନ କରି ସରକାର ଏକ ସ୍ପଷ୍ଟୀକରଣ ଜାରି କରି କହିଛନ୍ତି…

ଚାନ୍ଦବାଲିରେ ପ୍ରଥମ ଅଂଶୁଘାତରେ ଚାଲିଗଲା ଜଣଙ୍କ ଜୀବନ

ଚାନ୍ଦବାଲି,୭ା୬(କିଷାନ ପାତ୍ର): ଭଦ୍ରକ ଜିଲା ଚାନ୍ଦବାଲିରେ ଚଳିତ ଗ୍ରୀଷ୍ମ ଋତୁର ପ୍ରଥମ ଅଂଶୁଘାତଜନିତ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ମୃତ ବ୍ୟକ୍ତି ହେଲେ ଭୁଁଇବୁର୍ତ୍ତି ପଞ୍ଚାୟତ ଅନ୍ତର୍ଗତ ନୂଆଗାଁର…

ସ୍ତ୍ରୀ, ଶଳା ପେଟ୍ରୋଲ ଢାଳି ନିଆଁ ଲଗାଇଦେଲେ

ବ୍ରହ୍ମପୁର,୭।୬(ସୁବାସ ଚନ୍ଦ୍ର ପାଢ଼ୀ): ମୋ ପୁଅକୁ ତା’ ସ୍ତ୍ରୀ ଓ ସମ୍ପର୍କୀୟମାନେ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇ ହତ୍ୟା କରିବାକୁ ଉଦ୍ୟମ କରିଛନ୍ତି ବୋଲି ପୋଡ଼ିହୋଇ…

ଆଗାମୀ ୫ ବର୍ଷ ମଧ୍ୟରେ ଇସ୍ରାଏଲ ୫୦ ହଜାର ଭାରତୀୟଙ୍କୁ ଚାକିରି ଯୋଗାଇବ

ତେଲ ଅଭିଭ,୭।୬: ତେଲ ଅଭିଭ ବେନ ଗୁରିଅନ ବିମାନବନ୍ଦରରେ ଅବତରଣ କରିବା ସମୟରେ ଯାତ୍ରୀମାନଙ୍କୁ ଏକ ଅନନ୍ୟ ଦୃଶ୍ୟ ସୱାଗତ କରେ। ଦୁବାଇ କିମ୍ବା ଆବୁଧାବିର ବିମାନବନ୍ଦରରେ…

ଟଙ୍କା ଗଦିରେ ଶୋଉଥିଲେ ITDA ଯନ୍ତ୍ରୀ, ଏତିକି ନଗଦ ଟଙ୍କା ସହ ଗିରଫ କଲା ଭିଜିଲାନ୍ସ

ବାଲିଗୁଡ଼ା,୭ା୬(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ITDA ସହକାରୀ ନିର୍ବାହୀ ଯନ୍ତ୍ରୀ ବୈକୁଣ୍ଠନାଥ ବେହେରା ଗିରଫ ହୋଇଛନ୍ତି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଯନ୍ତ୍ରୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri