ବାରିପଦା ସହରକୁ ପଶିଆସିଛି ଦନ୍ତା

ବାରିପଦା ଅଫିସ,୨୪ା୮: ଶିମିଳିପାଳ ଜାତୀୟ ଉଦ୍ୟାନରୁ ବାଟବଣା ହୋଇଥିବା ଏକ ଦନ୍ତାହାତୀ ସୋମବାର ସକାଳେ ବାରିପଦା ସହରରେ ବୁଲୁଥିବା ଦେଖିବାକୁ ମିଳିଛି। ସକାଳୁ ସହର ମୁର୍ଗାବାଡ଼ି ଅଞ୍ଚଳରେ ଏକ ବିଶାଳ ଦନ୍ତାଟି ପଶ୍ଚିମବଙ୍ଗର ସୀମାକୁ ଲାଗିଥିବା ଘଣଘଣା ପାଲ ଜଙ୍ଗଲର ଲକ୍ଷ୍ମୀପୋଷି ପଟ ଦେଇ ବାରିପଦା ସହରକୁ ପଶି ଆସିଥିଲା । ପରେ ଦନ୍ତାଟି ବାରିପଦା ସହର ଦେଇ ଯାଇଥିବା ୧୮ନଂ ଜାତୀୟ ରାଜପଥର ମୁର୍ଗାବାଡ଼ିରୁ କୁଳିଅଣା ପ୍ରତିହାରୀପୁର ଗାଁରେ ଅଟକିଛି । ବାରିପଦା ବନ ବିଭାଗ ଓ ଦେଉଳି ବନବିଭାଗ କର୍ମଚାରୀମାନେ ହାତୀକୁ ନଜରରେ ରଖିଛନ୍ତି। ତେବେ ହାତୀଟି କାହାରି କ୍ଷୟକ୍ଷତି କରିନାହିଁ । ହାତୀକୁ ଦେଖି କିଛି ସମୟ ଗାଡ଼ି ଚଳାଚଳ ବନ୍ଦ ହୋଇଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କଳା ଉତ୍ସବରେ କେଭି ଭଞ୍ଜନଗରର ସଫଳତା: ଆଞ୍ଚଳିକ ସ୍ତରକୁ ଚୟନ

ଭଞ୍ଜନଗର,୨୮।୭(ବାବୁଲା ପ୍ରଧାନ)- ପିଏମ୍ ଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟ ଆସିକାଠାରେ ମଙ୍ଗଳବାର ଅନୁଷ୍ଠିତ କ୍ଲଷ୍ଟର ସ୍ତରୀୟ ‘କଳା ଉତ୍ସବ’ ପ୍ରତିଯୋଗିତାରେ କେନ୍ଦ୍ରୀୟ ବିଦ୍ୟାଳୟ ଭଞ୍ଜନଗରର ଛାତ୍ରଛାତ୍ରୀମାନେ ଉଲ୍ଲେଖନୀୟ ସଫଳତା…

Rule Change From 1st August: ପହିଲାରୁ ବଦଳିବ ଏହି ୫ ବଡ଼ ନିୟମ! LPG, ବ୍ୟାଙ୍କ ଠାରୁ ନେଇ ଟ୍ରେନ୍ ଟିକେଟ୍ ପର୍ଯ୍ୟନ୍ତ ପଡିବ ପ୍ରଭାବ, ଜାଣନ୍ତୁ…

ନୂଆଦିଲ୍ଲୀ, ୨୮।୭: ଜୁଲାଇ ମାସ ଶେଷ ହେବାକୁ ଯାଉଛି, ଏବଂ ଚାରି ଦିନ ପରେ ଅର୍ଥାତ୍ ଅଗଷ୍ଟ ମାସ ଆରମ୍ଭ ହେବା ସହ ଅନେକ ବଡ଼ ପରିବର୍ତ୍ତନ…

ଜାତୀୟ ‘ନାଦେରୀ ନୃତ୍ୟୋତ୍ସବ-୨୦୨୬’: ସତ୍ୟବାଦୀର ଗୋଟିପୁଅ ନୃତ୍ୟାନୁଷ୍ଠାନ ସମ୍ବର୍ଦ୍ଧିତ

ସାକ୍ଷୀଗୋପାଳ, ,୨୮।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ତେଲେଙ୍ଗାନାରେ ଅନୁଷ୍ଠିତ ଜାତୀୟ ‘ନାଦେରୀ ନୃତ୍ୟୋତ୍ସବ-୨୦୨୬’ରେ ଉଚ୍ଚକୋଟୀର ପାରମ୍ପରିକ ଗୋଟିପୁଅ ନୃତ୍ୟ ପରିବେଷଣ କରି ସତ୍ୟବାଦୀ ଅଞ୍ଚଳର ‘ନୀଳାଦ୍ରୀ ଗୋଟିପୁଅ…

ମହାକାଶରୁ ପାକିସ୍ତାନରେ ଦେଖାଗଲା ଭୟଙ୍କର ଦୃଶ୍ୟ! ବୈଜ୍ଞାନିକ କହିଲେ ୬ କୋଟି ବର୍ଷ ହେଲା…

ନୂଆଦିଲ୍‌ଲୀ,୨୮।୭: ପାକିସ୍ତାନରେ ଏକ ବିଶାଳ ବିଞ୍ଚଣା ଭଳି ଆକୃତି ରହିଛି, ଯାହା ମହାକାଶରୁ ମଧ୍ୟ ସ୍ପଷ୍ଟ ଦେଖାଯାଏ। ନାସାର ଟେରା ସାଟେଲାଇଟ୍ (Terra Satellite) ଏହି ଆକୃତିର…

ବଢୁଛି ବୈତରଣୀ ଜଳସ୍ତର: ବନ୍ୟା ଆଶଙ୍କାରେ ହାଟଡିହୀର ୯ ପଞ୍ଚାୟତବାସୀ, ସ୍ଥାନାନ୍ତର ହେଲେଣି…

ହାଟଡିହୀ/ଛେନାପଦୀ,୨୮।୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ଦୁଇ ଦିନ ଧରି ଲଘୁଚାପ ଜନିତ ଲଗାଣ ବର୍ଷା ଲାଗି ରହିବା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ବୈତରଣୀ ନଦୀର ଜଳସ୍ତର…

ହାତଛଡ଼ା ହେଲା ସ୍ବର୍ଣ୍ଣ, ରୌପ୍ୟ ପାଇଲେ ଅଜୟ

ଗ୍ଲାସ୍‌ଗୋ,୨୮ା୭: ଭାରତର ଉଦୀୟମାନ ଭାରୋତ୍ତୋଳକ ଭେଲୁରି ଅଜୟ ବାବୁ ମଙ୍ଗଳବାର ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ରୌପ୍ୟ ପଦକ ଜିତିଛନ୍ତି। ସେ ପୁରୁଷ ୭୯ କେଜି କାଟେଗୋରୀରେ ଏହି…

ସରକାରଙ୍କୁ ପୁଣି ବଡ଼ ଆନ୍ଦୋଳନର ଧମକ ଦେଲେ ଅଭିଜିତ ଦିପ୍‌କେ, କହିଲେ ସର୍ତ୍ତ ନ ରଖିଲେ…

ନୂଆଦିଲ୍‌ଲୀ,୨୮।୭: କକରୋଚ ଜନତା ପାର୍ଟି (CJP) ର ସଂସ୍ଥାପକ ଅଭିଜିତ୍ ଦୀପକେ ପୁଣି ଥରେ ଆନ୍ଦୋଳନର ଚେତାବନୀ ଦେଇଛନ୍ତି। ସେ କହିଛନ୍ତି ଯେ ଯଦି ପୋଲିସ ପକ୍ଷରୁ…

ଶିକ୍ଷକଙ୍କ କ୍ୱାର୍ଟରରେ ପଶିଗଲା ନାଗ ସାପ, ସ୍ନେକ୍ ହେଲ୍‌ପଲାଇନ୍ ନ ଥାଇ ମଧ୍ୟ…

ବ୍ରାହ୍ମଣୀଗାଁ, ୨୮।୭(ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ବ୍ରାହ୍ମଣୀଗାଁ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଏକ ଶିକ୍ଷକ କ୍ୱାର୍ଟରରୁ ଏକ ନାଗସାପ ଉଦ୍ଧାର କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri