କମୁନି ହାତୀ ଉପଦ୍ରବ: ପୁଣି ଜଣଙ୍କ ଜୀବନ ନେଲା

ସାରସକଣା,୩୦ା୬(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ରେଞ୍ଜ ସାରସକଣା ବ୍ଲକର ଉମାଦେଇପୁର ପଞ୍ଚାୟତ ପାଣିଶୋଳ ଗ୍ରାମର ସନ୍ନ୍ୟାସୀ ମହାନ୍ତଙ୍କ ପୁଅ ଭବାନୀ ଶଙ୍କର ମହାନ୍ତ(୪୨)ଙ୍କ ହାତୀ ଆକ୍ରମଣରେ ମୃତ୍ୟୁ ହୋଇଥିବାର
ରେଞ୍ଜର ଲକ୍ଷ୍ମୀଧର ବେହେରା ସୂଚନା ଦେଇଛନ୍ତି। ବୁଧବାର ରାତିରେ କିଛି ହାତୀ ପଲ ଗ୍ରାମ ଭିତରକୁ ପ୍ରବେଶ କରିଥିବା ବେଳେ ନିଜକୁ ବଞ୍ଚାଇବାକୁ ଯାଇ ହାତୀ ସମ୍ମୁଖକୁ ଚାଲିଆସିଥିଲେ। ଫଳରେ ହାତୀ ତାଙ୍କୁ ଆକ୍ରମଣ କରିଥିଲା। ସଙ୍ଗେସଙ୍ଗେ ବାରିପଦାସ୍ଥିତ ପିଆର୍‌ଏମ୍‌ ମେଡିକାଲକୁ ନିଆଯାଇଥିଲେ ସୁଦ୍ଧା ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନା ଆପ୍‌କୁ ନା, ବିକଳ୍ପ ଚାହୁଁଛନ୍ତି ଯୁବପିଢ଼ି

କଟକ ଅଫିସ,୨୧।୬: କିଛିଦିନ ହେଲା ଭାରତ ଓ ଚାଇନା ଭିତରେ ଲାଗିରହିଥିବା ତିକ୍ତତା ଓ କରୋନା ସଂକ୍ରମଣ ଭୟ ଯୋଗୁ ଚାଇନା ଓ ସେଠାକାର ଉତ୍ପାଦିତ...

ଉପାନ୍ତ ଅଞ୍ଚଳବାସୀ ଦେଖିଲେ ହକି ବିଶ୍ୱକପ୍‌ର ଉଦ୍‌ଘାଟନୀ ଉତ୍ସବ

ଚିତ୍ରକୋଣ୍ଡା,୧୧ା୧(ଡି.ଏନ୍‌.ଏ.): ବୁଧବାର ପୁରୁଷ ହକି ବିଶ୍ୱକପ୍‌ ୨୦୨୩ର ଉଦଘାଟନୀ ଉତ୍ସବ କଟକ ବାରବାଟୀ ଷ୍ଟାଡିୟମରୁ ସିଧାପ୍ରସାରଣ ହେଉଥିବାରୁ କେହି ଯେମିତି ବାଦ୍‌ ନ ପଡ଼ିବେ ମୁଖ୍ୟମନ୍ତ୍ରୀ...

ଡାଲା ଅଟୋ ଚଳାଇ ପରିବାର ପୋଷୁଛନ୍ତି କବିତା

କେନ୍ଦୁଝର,୨୪।୧୧(ନରେଶ ଚନ୍ଦ୍ର ପଟ୍ଟନାୟକ)-କେନ୍ଦୁଝର ଜିଲା ଝୁମ୍ପୁରା ବ୍ଲକ ନହବେ ଗାଁକୁ ପ୍ରାୟ ୧୧ ବର୍ଷ ତଳେ ବୋହୂ ହୋଇ ଆସିଥିଲେ କବିତା। ଶଙ୍କର୍ଷଣ ପ୍ରଧାନଙ୍କୁ ବିବାହ...

ହ୍ରାସ ପାଉଛି କେନ୍ଦୁପତ୍ର ଉତ୍ପାଦନ

କଣିହାଁ,୪।୩(ଡି.ଏନ.ଏ.) – ଫେବୃୟାରୀ ଯାଇ ମାର୍ଚ୍ଚ ହେଲାଣି। ହେଲେ ଏଯାଏ ତାଳଚେର ଉପଖଣ୍ଡରେ ଆରମ୍ଭ ହୋଇନି କେନ୍ଦୁପତ୍ର ଉତ୍ପାଦନ। ଗତବର୍ଷ ଧାର୍ଯ୍ୟଲକ୍ଷ୍ୟ ପୂରଣ ହୋଇପାରି ନ...

ବଳଦଯାତ୍ରା ପାଇଁ ଚଳଚଞ୍ଚଳ ଭୁବନ

ଭୁବନ, ୭।୧୦(ଡି.ଏନ.ଏ.)-ମଙ୍ଗଳବାର ଐତିହାସିକ ବଳଦଯାତ୍ରା। ଏହାକୁ ଆଉ କେଇଘଣ୍ଟା ବାକି। ବାଣିଜ୍ୟ ପରମ୍ପରାକୁ ନେଇ ସମୃଦ୍ଧ ଏହି ଯାତ୍ରା ପାଇଁ ଉତ୍ସବମୁଖର ହୋଇଉଠିଛି ଭୁବନ ସହର।...

ବଜ୍ରପାତରେ ଜଣେ ମୃତ

ଚମ୍ପୁଆ, ୯।୧୦(ଡି.ଏନ.ଏ.): ଚମ୍ପୁଆ ଥାନା ଅନ୍ତର୍ଗତ ସୁନାପଶି ପଞ୍ଚାୟତର ଇନ୍ଦ୍ରପ୍ରସ୍ଥ ଠାରେ ବଜ୍ରପାତରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ନାଥ ଚନ୍ଦ୍ର ମହାନ୍ତ। ଖବର...

ପଥରରେ ଜୀବନ୍ତ ରୂପ ନେଲେ ଦଶଭୁଜା

କଟକ ଅଫିସ,୨୫ା୫: ନିହାଣ ମୁନରେ ନିଜ ପ୍ରତିଭାର ଛାପ ଛାଡ଼ିଛନ୍ତି ଯୁବଶିଳ୍ପୀ ହିମାଂଶୁ ଶେଖର ପରିଡ଼ା (୩୩)। ଲକ୍‌ଡାଉନ୍‌ ସମୟର ସଦୁପଯୋଗ କରି ସେ ଏକ...

ପିପିଲି ଉପନିର୍ବାଚନ: ଅଧିକ ୭୫ ବୁଥ୍‌, କୋଭିଡ୍‌ କଟକଣାରେ ହେବ ନିର୍ବାଚନ

ଭୁବନେଶ୍ୱର,୧୭।୩(ବ୍ୟୁରୋ): ପିପିଲି ଉପନିର୍ବାଚନରେ ମତଦାନ କେନ୍ଦ୍ରସଂଖ୍ୟା ବଢ଼ିବ। ପୂର୍ବରୁ ୨୭୧ଟି ବୁଥ୍‌ ଥିଲା। ଏବେ ଏହାକୁ ବୃଦ୍ଧି କରାଯାଇଥିବା ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ...

Advertisement
Archives

Model This Week