Posted inଜାତୀୟ

ଶୋପିଆନ ଏନକାଉଣ୍ଟର, ଜଣେ ଆତଙ୍କବାଦୀ ମୃତ

ଜମ୍ମୁ,୧ ।୪: ଜମ୍ମୁ-କଶ୍ମୀରର ଶୋପିଆନରେ ହୋଇଥିବା ଏନକାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ ହୋଇଥିବା ଜଣାପଡିଛି । ଶୁକ୍ରବାର ଶୋପିଆନର ତୁର୍କୱାନଗମରେ ଏନକାଉଣ୍ଟର ଆରମ୍ଭ କରାଯାଇଥିବା ବେଳେ ସର୍ଚ୍ଚ ଅପରେଶନ ଜାରି ରହିଛି । ମିଳିଥିବା ସୂଚନା ଅନୁଯାୟୀ ଶୋପିଆନରେ ଆତଙ୍କବାଦୀ ଲୁଚି ରହିଥିବା ଜଣାପଡିବା ପରେ ସେଠାରେ ସୁରକ୍ଷାକର୍ମୀ ଓ ଜମ୍ମୁ-କଶ୍ମୀର ପୋଲିସ ପକ୍ଷରୁ ଏନକାଉଣ୍ଟର କରାଯାଇଥିଲା । ଫଳରେ ଏହି ଏନକାଉଣ୍ଟରରେ ଜଣେ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଦଳ ଛାଡିଥିବା ଏମ୍‌ପିଙ୍କୁ ଅଯୋଗ୍ୟ ଘୋଷଣା ପାଇଁ ଆପ୍‌ର ବଡ଼ ଉଦ୍ୟମ

ନୂଆଦିଲ୍ଲୀ,୨୬ା୪: ବରିଷ୍ଠ ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌) ନେତା ରାଜ୍ୟ ସଭା ସଦସ୍ୟ ରାଘବ ଚଢ଼ାଙ୍କ ସମେତ ୭ ଜଣ ଏମ୍‌ପି ଦଳ ଛାଡ଼ି ଭାଜପାରେ ଯୋଗ…

ଚେନ୍ନାଇକୁ ହରାଇଲା ଗୁଜରାଟ

ଚେନ୍ନାଇ,୨୬ା୪: ସାଇ ସୁଦର୍ଶନଙ୍କ ଅର୍ଦ୍ଧଶତକ ବଳରେ ରବିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ଗୁଜରାଟ ଟାଇଟନ୍ସ (ଜିଟି) ୮ ଉଇକେଟରେ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ)କୁ ପରାସ୍ତ କରିଛି।…

ଭଞ୍ଜନଗର ଠାକୁରାଣୀ ଯାତ୍ରା ଆରମ୍ଭ, ସହର ଉତ୍ସବମୁଖର

ଭଞ୍ଜନଗର,୨୬।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ରବିବାର ଆରମ୍ଭ ହୋଇଯାଇଛି। ଯାତ୍ରାକୁ ଦେଖିବା ପାଇଁ ହଜାର ହଜାର ଲୋକଙ୍କ ସମାଗମ ହୋଇଥିଲା। ଆତସବାଜି ଏବଂ…

ଜନଗଣନା କର୍ମଚାରୀଙ୍କୁ ମାଡ଼: ଧରାପଡ଼ିଲେ ୨ ଅଭିଯୁକ୍ତ

ପଟ୍ଟାଙ୍ଗି,୨୬ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଓଡ଼ିଶା ପକ୍ଷରୁ ଜନଗଣନା କରୁଥିବା କର୍ମଚାରୀଙ୍କ ମାଡ଼ ମାରିବା ଅଭିଯୋଗରେ ସେମ୍ୱି ଗ୍ରାମର…

ଦେଢ଼ କି.ମି. ରାସ୍ତାରେ ୧୦ ହମ୍ପ୍ସ

ନୂଆପଡ଼ା,୨୬ା୪ (ମକାରୁ ବେମାଲ): ଛତିଶଗଡ଼ ରାଜ୍ୟ ରାୟପୁରଠାରୁ ନୂଆପଡ଼ା ଜିଲା ଦେଇ ଗୋପାଳପୁରକୁ ସଂଯୋଗ କରୁଥିବା ଜାତୀୟ ରାଜପଥରେ ଅତ୍ୟଧିକ ହମ୍ପ୍ସ (ସ୍ପିଡ୍‌ ବ୍ରେକର) ଯୋଗୁ ଯାତାୟାତରେ…

୮ ଦିନର ସଂଘର୍ଷ ପରେ ହାରିଗଲେ ଶୁଭଶ୍ରୀ

ଥୁଆମୂଳ ରାମପୁର, ୨୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଶ୍ରୀମସ୍କା ଛକଠାରେ ସଡ଼କ ଦୁର୍ଘଟଣାରେ ଗୁରୁତର ଆହତ ହୋଇ ଚିକିତ୍ସିତ ହେଉଥିବା ଜଣେ…

ଦେର୍ଲାଠିର ହିତାଧିକାରୀଙ୍କୁ ମିଳିଲା ପକ୍କାଘର କାର୍ଯ୍ୟାଦେଶ

ଥୁଆମୂଳ ରାମପୁର,୨୬ା୪(ଦୁର୍ଗା କୀର୍ତ୍ତି): ଦୁର୍ଗମ ଅଞ୍ଚଳର ବିକାଶ ପାଇଁ ପ୍ରଶାସନ ଦେଇଥିବା ପ୍ରତିଶ୍ରୁତି ବାସ୍ତବ ରୂପ ନେଇଛି। କିଛିଦିନ ପୂର୍ବେ କଳାହାଣ୍ଡି ଜିଲା ପରିଷଦର ମୁଖ୍ୟ ଉନ୍ନୟନ…

ଟ୍ରମ୍ପଙ୍କ ଡିନରରେ ଗୁଳି ଚଳାଇଥିବା ଆକ୍ରମଣକାରୀଙ୍କ ଆସିଲା ଶିକ୍ଷାଗତ ଯୋଗ୍ୟତା, ଜାଣନ୍ତୁ…

ଓ୍ୱାଶିଂଟନ,୨୬ା୪: ଆମେରିକାର ରାଜଧାନୀ ୱାଶିଂଟନ ଡିସିରେ ଆୟୋଜିତ ପ୍ରତିଷ୍ଠିତ ‘ହ୍ୱାଇଟ ହାଉସ କରେସପଣ୍ଡେଣ୍ଟସ ଡିନର’ କାର୍ଯ୍ୟକ୍ରମରେ ଗୁଳିକାଣ୍ଡ ଘଟିଥିଲା। କାର୍ଯ୍ୟକ୍ରମରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ, ପ୍ରଥମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri