ଲେମ୍ବୁ ବଗିଚା କେନାଲରୁ ଏକ ବିଲୁପ୍ତପ୍ରାୟ ଉଦ୍ଧାର ହେଲା ଫିସିଂ କ୍ୟାଟ୍

ବାରିପଦା,୨୩।୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ଅଧିନ ଦେଉଳି ରେଞ୍ଜ କୁଳିଅଣା ସେକ୍ସନ କନିଆଁଲୁକା ଗ୍ରାମର ଲେମ୍ବୁ ବଗିଚା କେନାଲରୁ ଏକ ବିଲୁପ୍ତପ୍ରାୟ ଜଙ୍ଗଲ ବିଲେଇ ବା ଫିସିଂ କ୍ୟାଟ୍‌କୁ ବନବିଭାଗର କର୍ମଚାରୀମାନେ ଗୁରୁବାର ଅପରାହ୍ନ ୩ଟାରେ ଉଦ୍ଧାର କରିଛନ୍ତି।

ଖବରପାଇ ବନଖଣ୍ଡ ଏସିଏଫ୍ ରବି ନାରାୟଣ ମହାନ୍ତିଙ୍କ ନିର୍ଦ୍ଦେଶରେ ବାରିପଦା ଫରେଷ୍ଟ ଡିଭିଜନର ବନ୍ୟଜନ୍ତୁ ଉଦ୍ଧାରକାରୀ ଦଳ ପହଂଚି ବିଲେଇକୁ ଅକ୍ଷତ ଅବସ୍ଥାରେ ଉଦ୍ଧାର କରିଥିଲେ। ପରେ ଏକ ସ୍ୱତନ୍ତ୍ର ଯନ୍ତାରେ ନେଇ ତାର ଚିକିତ୍ସା କରାଯାଇ ବାରିପଦା ଫରେଷ୍ଟ ଡିଭିଜନର ରେଞ୍ଜ କାର୍ଯ୍ୟାଳୟରେ ରଖାଯାଇଛି।

ଏହା ବିଲୁପ୍ତପ୍ରାୟ ସିଡ୍ୟୁଲ୍ଡ-୧ ପ୍ରଜାତିର ପ୍ରାଣୀ ହୋଇଥିବାରୁ ଉପରିସ୍ଥ ଅଧିକାରୀମାନେ ପ୍ରକୃଷ୍ଟ ସ୍ଥାନ ଚିହ୍ନଟ କରିବା ପରେ ପୁନଶ୍ଚ ଛଡାଯିବ ବୋଲି ଜଣାପଡିଛି। ତେବେ ଶିମିଳିପାଳ ଅଭୟାରଣ୍ୟରୁ ଏହା ଖସି ଆସିଥିବା ଅନୁମାନ କରାଯାଉଛି। ବିଲେଇର ବୟସ ୪ବର୍ଷ ପାଖାପାଖି ଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରେ ବମ୍ପର ବିଜୟ: କେନ୍ଦୁଝର ଭାଜପା ପାଳୁଛି ବିଜୟ ଉତ୍ସବ

କେନ୍ଦୁଝର,୮ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦିଲ୍ଲୀରେ ଭାଜପାର ଜବରଦସ୍ତ ବିଜୟ ପରେ କେନ୍ଦୁଝର ଭାଜପା ପକ୍ଷରୁ ଶନିବାର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜୟ ଉତ୍ସବ ପାଳିତ ହୋଇଛି।...

ଫେବୃଆରୀ ୧୦ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

ଭୁବନେଶ୍ୱର,୮।୨: ଫେବୃଆରୀ ୧୦ ତାରିଖରେ ଭୁବନେଶ୍ୱର, ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ହେବାକୁ ଥିବା ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ଏହି ସମ୍ପର୍କରେ...

କୋଟିକୋଟି ଟଙ୍କା ହେର୍‌ଫେର୍‌ ଅଭିଯୋଗ: ୨ ଗିରଫ

କେନ୍ଦୁଝର,୮ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସି ଆଣ୍ଡ ଟ୍ରାନ୍ସପୋଟିଂ କୋଅପରେଟିଭ ସୋସାଇଟି ଉପରେ ଇଓଡବ୍ଲ୍ୟୁର ବଡ଼ ରେଡ୍‌। କୋଟି କୋଟି ଟଙ୍କାର...

ବିଲରେ ମହିଳାଙ୍କୁ ଚାପିଦେଲା ଟ୍ରାକ୍ଟର, ଆଉ ତା’ପରେ..

ବରଗଡ଼,୮।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭେଡ଼େନ ଥାନା ରୁଷୁଡ଼ା ଫାଣ୍ଡି ଅଧୀନ ଦେଶ ପଥର୍ଲା ଗ୍ରାମରେ ଶନିବାର ଏକ ଅଘଟଣ ଘଟିଛି। ଟ୍ରାକ୍ଟର ଚାପାରେ ଜଣେ...

ବାଇକ୍‌କୁ ପଛପଟୁ ଧକ୍କା ଦେଲା ବାଇକ୍‌: ଜଣଙ୍କ ଜୀବନ ଗଲା, ଜଣେ ଗୁରୁତର

ବରଗଡ଼,୮।୨(ପ୍ରେମାନନ୍ଦ ଖମାରୀ): ବରଗଡ଼-ବରପାଲି ରାସ୍ତାର ଏକାମ୍ର ଛକନିକଟରେ ଶନିବାର ସନ୍ଧ୍ୟାରେ ଏକ ଦୁର୍ଘଟଣା ଘଟିିଛି। ଘଟଣାସ୍ଥଳରେ ଜଣେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ,...

ଭାଜପା ପାଳିଲା ବିଜୟ ଉତ୍ସବ

ଗଞ୍ଜାମ,୮ା୨(ବିଦ୍ୟାଧର ସାହୁ): ଦୀର୍ଘ ୨୬ ବର୍ଷ ପରେ ଦିଲ୍ଲୀରେ ସରକାର ଗଠନ କରିବ ଭାଜପା। ନିର୍ବାଚନରେ ଭାଜପା ଏକାକୀ ସରକାର ଗଠନ ପାଇଁ ଆବଶ୍ୟକ ମେଜିକ୍‌...

OPTCLର ବଡ଼ ଘୋଷଣା: ରବିବାର ହେବନି ବିଦ୍ୟୁତ୍‌ କାଟ୍‌

ବରଗଡ଼,୮ା୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ସଞ୍ଚାର ନିଗମ ଲିମିଟେଡ୍‌(ଓପିଟିସିଏଲ୍‌) ପକ୍ଷରୁ ୧୩୨/୩୩ କେ.ଭି ପ୍ରଧାନପାଲି ଗ୍ରୀଡ୍‌ ସବ୍‌ଷ୍ଟେଶନରେ ବାର୍ଷକ ରକ୍ଷଣାବେକ୍ଷଣ କାର୍ଯ୍ୟ ଲାଗି ରବିବାର...

ମେଳା ଦେଖି ଫେରିବାବେଳେ ବାଇକ୍‌କୁ ପିଟିଲା ଅଜଣାଗାଡ଼ି, ଚାଲିଗଲା ୩ ଜୀବନ

ମୋରଡ଼ା,୮ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ଶୁଳିଆପଦା ଥାନା ଅଞ୍ଚଳରେ ଏକ ସଡ଼କ ଦୁର୍ଘଟଣାରେ ୩ ଜଣ ଯୁବକଙ୍କ ମୃତ୍ୟୁ ଘଟିଛି। ସୂଚନାନୁଯାୟୀ, ଉକ୍ତ ଥାନା ଅଧୀନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri