Posted inଜାତୀୟ

ରାଷ୍ଟ୍ରପତିଙ୍କ ଝିଅ ନାଁରେ ଜାଲ୍‌ ଟୁଇଟର ଆକାଉଣ୍ଟ ଖୋଲି ଇଞ୍ଜିନିୟର ଗିରଫ

ନୂଆଦିଲ୍ଲୀ,୨୬।୮: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଝିଅ ଇତିଶ୍ରୀଙ୍କ ନାମରେ ଫେକ୍‌ ଟୁଇଟର ଆକାଉଣ୍ଟ ଖୋଲିଥିବା ଗ୍ରେଟର ନୋଏଡ଼ାର ଜଣେ ୪୨ ବର୍ଷୀୟ ସଫ୍ଟଓ୍ବେର ଇଞ୍ଜିନିୟରଙ୍କୁ ଗୁରୁବାର ଗିରଫ କରାଯାଇଛି। ଅଭିଯୁକ୍ତ ଶୈଳେନ୍ଦ୍ର ଶୁକ୍ଳା ଏକ ନାମକରା ବହୁଦେଶୀୟ କମ୍ପାନୀରେ କାମ କରନ୍ତି। ସେ ଉକ୍ତ ଫେକ୍‌ ଆକାଉଣ୍ଟ ବ୍ୟବହାର କରି ତାଙ୍କର ବ୍ୟକ୍ତିଗତ ଶତ୍ରୁତା ଥିବା ଜଣେ ପଡୋଶୀଙ୍କ ଉପରେ ଚାପ ପକାଉଥିଲେ ବୋଲି ପୋଲିସ କହିଛି। ଶୁକ୍ଳାଙ୍କଠାରୁ ୩ଟି ମୋବାଇଲ ଫୋନ୍‌ ଜବତ ହେବା ସହ ଆଇପିସିର ଧାରା ୫୦୪ ଏବଂ ୫୦୭ରେ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମେନ୍ଦ୍ର, ଶିବୁ ସୋରେନଙ୍କୁ ମରଣୋତ୍ତର ପଦ୍ମ ବିଭୂଷଣ, ୬୬ ଜଣଙ୍କୁ ସମ୍ମାନୀତ କରିବେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୫।୫: ସୋମବାର ସାରେ ରାଷ୍ଟ୍ରପତି ଭବନର ଦରବାର ହଲରେ ପଦ୍ମ ପୁରସ୍କାର ସମାରୋହ ଅନୁଷ୍ଠିତ ହେବ। ଏହି କାର୍ଯ୍ୟକ୍ରମ ସମୟରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬୬ଜଣ ବିଶିଷ୍ଟ…

ବୈଶିଙ୍ଗା-ରୁପ୍ସା ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା, ଶିକ୍ଷକ ମୃତ

ବୈଶିଙ୍ଗା,୨୫।୫(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ବଜାର ଅଞ୍ଚଳରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଏଥିରେ ବେତନଟୀ ବ୍ଲକ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ସଂଘ…

ପେଟ୍ରୋଲ-ଡିଜେଲର ମୂଲ୍ୟ ବୃଦ୍ଧିକୁ ନେଇ ବର୍ଷିଲେ ରାହୁଲ, ସରକାର ଚୁପଚାପ୍ ପକେଟ…..

ନୂଆଦିଲ୍ଲୀ,୨୫।୫: ସୋମବାର ଦିନ ପୁଣିଥରେ ଦେଶରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପାଇଛି। ମାତ୍ର ୧୦ ଦିନ ମଧ୍ୟରେ ଏହା ଚତୁର୍ଥ ଥର ପାଇଁ ସରକାର…

ଲୋକଙ୍କ ସମସ୍ୟା ଶୁଣିଲେ : ସମସ୍ୟାର ତ୍ବରିତ୍ ସମାଧାନ ନିର୍ଦ୍ଦେଶ ଦେଲେ ଏଡିଏମ୍

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ):  ବରଗଡ଼ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସୋମବାର ଅତିରିକ୍ତ ଜିଲାପାଳ ମଧୁଛନ୍ଦା ସାହୁଙ୍କ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି ।…

ଦୁର୍ଘଟଣାକୁ ଡାକୁଛି ବେପରୁଆ ‘ୟୁ-ଟର୍ନ’

କାଏମା,୨୫ା୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ୧୬ ନମ୍ବର ଜାତୀୟ ରାଜପଥର ଚଣ୍ଡିଖୋଲ ରେଲୱେ ଓଭରବ୍ରିଜ ନିକଟରେ ଥିବା କଟ ପଏଣ୍ଟରେ ଗାଡ଼ିଗୁଡ଼ିକ ନେଉଥିବା ବେପରୁଆ ‘ୟୁ-ଟର୍ନ’…

ଝଗଡ଼ା ପରେ ସୀମା ପାର୍ କଲେ କୋହଲିଙ୍କ ଫ୍ୟାନ୍ସ, ଟ୍ରାଭିସ୍ ହେଡଙ୍କ ପତ୍ନୀଙ୍କୁ ଗାଳିଗୁଲଜ

ନୂଆଦିଲ୍ଲୀ,୨୫ା୫: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ସନରାଇଜର୍ସ ହାଇଦ୍ରାବାଦ ମଧ୍ୟରେ ଖେଳାଯାଇଥିବା ମ୍ୟାଚ୍ ସମୟରେ ବିରାଟ କୋହଲି ଏବଂ ଟ୍ରାଭିସ୍ ହେଡ୍ ମୁହାଁମୁହିଁ ହୋଇଥିଲେ । ଫଳସ୍ୱରୂପ,…

ଟ୍ବିଶା ଶର୍ମା ମାମଲାର ସୁପ୍ରିମକୋର୍ଟରେ ଶୁଣାଣି, CJI କହିଲେ ଆମେ ଦୁଃଖିତ ଯେ…

ନୂଆଦିଲ୍ଲୀ,୨୫।୫: ସୋମବାର (୨୫ ମଇ, ୨୦୨୬) ଭୋପାଳରେ ଟ୍ବିଶା ଶର୍ମା ମାମଲାର ଶୁଣାଣି ସମୟରେ, ମୁଖ୍ୟ ବିଚାରପତି ସୂର୍ଯ୍ୟକାନ୍ତ (CJI) ମତ ଦେଇଥିଲେ ଯେ ମୃତକଙ୍କ ଶାଶୁ…

ଚାଲିଥିଲା ଦେହ ବ୍ୟବସାୟ, ମାଡ଼ି ବସିଲା ପୋଲିସ, ପାଖରୁ ମିଳିଲା ଏହି ଆପତ୍ତିଜନକ ଜିନିଷ

ବରଗଡ଼,୨୫ା୫(ପ୍ରେମାନନ୍ଦ କମାରୀ): ବରଗଡ଼ ଟାଉନ ଥାନା ପୋଲିସ ରବିବାର ଡାଙ୍ଗ ଛକ ନିକଟ ପିପିଲିପାଲି ଗ୍ରାମରେ ଏକ ସେକ୍ସ ରାକେଟ ଠାବ କରିଛି। ସେଠାରେ ଦେହ ବ୍ୟବସାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri