ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ଗୁଳିମାଡ଼ ଘଟଣା ନେଇ ଏମିତି କହିଲେ ପ୍ରତ୍ୟକ୍ଷଦର୍ଶୀ

ଝାରସୁଗୁଡ଼ା ଅଫିସ,୨୯ା୧: ରବିବାର ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ଉପରକୁ ଜଣେ ଏଏସ୍‌ଆଇ ବ୍ରଜରାଜନଗରରେ ଗୁଳିମାଡ଼ କରିଥିବା ପ୍ରତ୍ୟକ୍ଷଦର୍ଶୀମାନେ କହିଛନ୍ତି। ସେମାନେ କହିଛନ୍ତି, ‘ଦାଦା ସଭାସ୍ଥଳରେ ପହଞ୍ଚିବା କ୍ଷଣି ଆମେ ସ୍ବାଗତ କରିବାକୁ ଯାଇଥିଲୁ। ଏହି ସମୟରେ ପୋଲିସ ପୋଷାକରେ ଥିବା ଜଣେ ଏଏସ୍‌ଆଇ ହଠାତ୍‌ ଗୁଳି କରିଥିଲେ। ଗୁଳି ଫୁଟିବା ଶବ୍ଦ ଶୁଣି ଆମେ ଏଏସ୍‌ଆଇଙ୍କୁ କାବୁ କରି ନେଇଥିଲୁ। ଅତି ନିକଟରୁ ଅର୍ଥାତ୍‌ ମାତ୍ର ୪/୫ଫୁଟ ଦୂରରୁ ସେ ଗୁଳି କରିଥିଲେ ଯାହା ଭାଇରାଲ ଭିଡିଓରେ ମଧ୍ୟ ଦେଖିବାକୁ ମିଳିଛି। ଗୋଟିଏ ଗୁଳି ଦାଦାଙ୍କ ଛାତିରେ ବାଜିଥିବା ବେଳେ ଆଉ ଗୋଟିଏ ଗୁଳି ଲକ୍ଷ୍ୟଭ୍ରଷ୍ଟ ହୋଇ ଅନ୍ୟ ଜଣଙ୍କଠାରେ ବାଜିଥିଲା। ସେ ମଧ୍ୟ ଆହତ ହୋଇଛନ୍ତି। ପ୍ରତ୍ୟକ୍ଷଦର୍ଶୀମାନେ କହିଛନ୍ତି, ଯେହେତୁ ଅଭିଯୁକ୍ତ ପୋଲିସ ପୋଷାକରେ ଥିଲେ ତେଣୁ ଆମେ କିଛି ଜାଣିପାରିଲୁ ନାହିଁ। ନଚେତ ଆମେ ତାଙ୍କୁ ସଭାସ୍ଥଳକୁ ଆସିବାକୁ ଦେଇ ନ ଥାନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

କ୍ୟାରିଅର ଶେଷ! ଭାରତୀୟ କ୍ରିକେଟରଙ୍କ ଅବସର ଘୋଷଣା, ଟେଷ୍ଟ, ODI,T20 ଫର୍ମାଟରେ ଟିମ ଇଣ୍ଡିଆ ପାଇଁ କରିଛନ୍ତି ଚମତ୍କାର ପ୍ରଦର୍ଶନ

ନୂଆଦିଲ୍ଲୀ,୨୩।୮: ଗୋଟିଏ ଟେଷ୍ଟ, ଦୁଇଟି ଦିନିକିଆ ଏବଂ ଗୋଟିଏ ଟି-୨୦ରେ ଭାରତର ପ୍ରତିନିଧିତ୍ୱ କରିଥିବା ଲେଗ-ସ୍ପିନର କର୍ଣ୍ଣ ଶର୍ମା ଅନ୍ତର୍ଜାତୀୟ ଏବଂ ଭାରତୀୟ ଘରୋଇ କ୍ରିକେଟରୁ ଅବସର…

ଜନ୍ତର-ମନ୍ତର ଭଳି ପୁଣି ଆନ୍ଦୋଳନର ଚେତାବନୀ ଦେଲା CJP, ଏହିଦିନ ଯୁବବର୍ଗ….

ନୂଆଦିଲ୍ଲୀ,୨୩।୮: ଜନ୍ତର ମନ୍ତରରେ ଚାଲିଥିବା ବିରୋଧ ପ୍ରଦର୍ଶନ ସମୟରେ କେନ୍ଦ୍ର ସରକାର ଦେଇଥିବା ପ୍ରତିଶ୍ରୁତି ପୂରଣ କରିବାକୁ ଦାବି କରିଛି କକ୍ରୋଚ ଜନତା ପାର୍ଟି (CJP) ।…

ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର…

ସାଇବର ଠକେଇର ଶିକାରଙ୍କୁ ୪୫ ଲକ୍ଷ ଟଙ୍କା ଫେରାଇଲା ସମ୍ବଲପୁର ପୋଲିସ

ସମ୍ବଲପୁର, ୨୩।୮ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ବଢ଼ୁଥିବା ସାଇବର ଅପରାଧ ଓ ଆର୍ଥିକ ଠକେଇ ବିରୋଧରେ ସମ୍ବଲପୁର ପୋଲିସକୁ ବଡ଼ ସଫଳତା ମିଳିଛି। ସାଇବର ଥାନା…

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

କାନ୍ଥରୁ ଲିଭିନି ‘ଶୁଭ ବିବାହ: ଭାଇ ହାତରେ ରାଖୀ ବାନ୍ଧିବାକୁ ଚାହିଁ ରହିଥିଲା ଭଉଣୀ , ହେଲେ ବିଧିର ବିଧାନ କିଛି ଅଲଗା ଫେରୁଛି ଶବ

ଖଲ୍ଲିକୋଟ, ୨୩/୮ (ପ୍ରଶାନ୍ତ କୁମାର ମିଶ୍ର/ବିଦ୍ୟାଧର ସାହୁ): ଗଞ୍ଜାମରେ ସରୁନି ଦାଦନ ଦୁଃଖ। ଭଉଣୀ ହାତରେ ରହିଗଲା ରାଖୀ, ଦୁବାଇରୁ ଆସିଲା ଭାଇଙ୍କ ମୃତଦେହ। ସରକାର ବଦଳୁଛି,…

ବାଂଲାଦେଶରେ ପୁଣି ହିନ୍ଦୁମାନଙ୍କୁ କରାଯାଉଛି କି ଟାର୍ଗେଟ? ଛାତ ଉପରେ ବାପା, ସିଡ଼ିରେ ମାଆ-ଝିଅ, ଖଟ ତଳେ ମିଳିଲା ୧୨ ବର୍ଷ ପୁଅର ମୃତଦେହ

ଢାକା,୨୩।୮: ବାଂଲାଦେଶର ରଙ୍ଗପୁର ସହରରେ ଏକ ବନ୍ଦ ଘର ଭିତରେ ପରିବାରର ଚାରି ଜଣଙ୍କ ମୃତଦେହ ମିଳିବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୃତକଙ୍କ ମଧ୍ୟରେ…

ଚାଇନା ଯିବେ NSA ଅଜିତ ଡୋଭାଲ; ଜାଣନ୍ତୁ ଏହାର ପ୍ରମୁଖ କାରଣ

ନୂଆଦିଲ୍ଲୀ,୨୩।୮: ଭାରତ ଏବଂ ଚାଇନା ମଧ୍ୟରେ ସୀମା ବିବାଦ ସମ୍ପର୍କରେ ପୁଣି ଥରେ କୂଟନୈତିକ ଆଲୋଚନା ଆଗକୁ ବଢ଼ିବାକୁ ଯାଉଛି। ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri