ସନ୍ଧ୍ୟାରେ ବସିବ ମନ୍ତ୍ରୀ ପରିଷଦର ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୯।୫(ବ୍ୟୁରୋ): ରାଜ୍ୟ ସରକାରଙ୍କ ପଞ୍ଚମ ପାଳିର ଦୁଇ ବର୍ଷ ପୂରିଛି। ଦୁଇ ବର୍ଷ ତଳେ ନବୀନ ପଟ୍ଟନାୟକ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ପଞ୍ଚମଥର ପାଇଁ ଶପଥ ଗ୍ରହଣ କରିଥିଲେ। ତେବେ ଏହି ଅବସରରେ ଶନିବାର ସନ୍ଧ୍ୟା ସାଢ଼େ ୫ଟାରେ ମନ୍ତ୍ରୀ ପରିଷଦର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ ବୋଲି ସୂଚନା ରହିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଭିଡିଓ କନଫରେନ୍ସିଂ ଜରିଆରେ ଏହି ବୈଠକ ବସିବ। କରୋନା ସହ ବାତ୍ୟାର ମୁକାବିଲା ନେଇ ଏଥିରେ ଆଲୋଚନା ହୋଇପାରେ ବୋଲି ଚର୍ଚ୍ଚା ହେଉଛି। ଏଥିସହ ଆଗାମୀ ଦିନରେ ରାଜ୍ୟ ସରକାର ଓ ପ୍ରଶାସନର ଆଭିମୁଖ୍ୟ କ’ଣ ରହିବ, ସେ ସର୍ମ୍ପକରେ ମଧ୍ୟ ବାର୍ତ୍ତା ଦେଇପାରନ୍ତି ମୁଖ୍ୟମନ୍ତ୍ରୀ।


Enter your email to get our daily news in your inbox.

All Right Reserved By Dharitri.Com

ଜିଓର ଦମଦାର୍ ପ୍ଲାନ୍ ‘JioTV Pro Pack’: ମାତ୍ର ୫୫ ଟଙ୍କାରେ ମିଳିବ ୧୦୦୦ରୁ ଅଧିକ ଲାଇଭ୍ ଟିଭି ଚ୍ୟାନେଲ୍‌

ନୂଆଦିଲ୍ଲୀ, ୮।୭: ରିଲାଏନ୍ସ ଜିଓ ନିଜ ଗ୍ରାହକମାନଙ୍କ ପାଇଁ ଏକ ଶସ୍ତା ଏବଂ ଦମଦାର୍ ଏଣ୍ଟରଟେନମେଣ୍ଟ ପ୍ଲାନ୍ ଲଞ୍ଚ କରିଛି। କମ୍ପାନୀ ମାତ୍ର ୫୫ ଟଙ୍କାରେ ନୂଆ…

ଆସନ୍ତା ୧୦ରେ କଳାହାଣ୍ଡି ଗସ୍ତ କରିବେ ମନମୋହନ ସାମଲ, ଆଗାମୀ ନିର୍ବାଚନକୁ ନେଇ ଦେବେ ଗୁରୁମନ୍ତ୍ର

ଭବାନୀପାଟଣା,୮।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାକୁ ଆସନ୍ତା ୧୦ ତାରିଖ ଶୁକ୍ରବାର ଭାଜପା ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଗସ୍ତ ରହିଛି । ଉକ୍ତ ଦିନ ସେ…

ରାଗିଗଲେ ଦିଦି! ନିଜ ଦଳୀୟ କର୍ମୀଙ୍କୁ ଚାପୁଡ଼ା ମାରିଲେ ମମତା ବାନାର୍ଜୀ, ଭିଡିଓ ଭାଇରାଲ୍

କୋଲକାତା,୮।୭: କୋଲକାତାରେ ଏକ ଦଳୀୟ ପ୍ରତିବାଦ ସମୟରେ ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବୁଧବାର ଜଣେ ତୃଣମୂଳ କଂଗ୍ରେସ (ଟିଏମସି) କର୍ମୀଙ୍କୁ ଚାପୁଡ଼ା ମାରିଛନ୍ତି। ଏହି…

ଇରାନକୁ ପୁଣି ଟ୍ରମ୍ପଙ୍କ ଖୋଲା ଧମକ, କହିଲେ..’ଆମେ ସମ୍ପୂର୍ଣ୍ଣ ପ୍ରସ୍ତୁତ, ଆବଶ୍ୟକ ପଡ଼ିଲେ ଆଜି ରାତିରେ…’

ଓ୍ବାଶିଂଟନ,୮।୭: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ତିକ୍ତତା ଚରମ ସୀମାରେ ପହଞ୍ଚିଛି। ସାମୁଦ୍ରିକ ସୁରକ୍ଷା ବିପନ୍ନ ହେବା ଯୋଗୁ ହର୍ମୁଜ୍ ଷ୍ଟ୍ରେଟ୍ ରେ ଶତାଧିକ ଜାହାଜ…

କାହିଁକି ଆମିଷ ତରକାରୀ କରିନୁ…ଠେଙ୍ଗାରେ ସ୍ତ୍ରୀଙ୍କୁ ମରଣାନ୍ତକ ଆକ୍ରମଣ, ୨ବର୍ଷ ପରେ ଜେଲ୍ ଗଲେ ସ୍ବାମୀ

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଆମିଷ ତରକାରୀକୁ ନେଇ ସ୍ତ୍ରୀକୁ ହତ୍ୟା ଉଦ୍ୟମ କରିଥିଲେ ସ୍ବାମୀ । ଏହି ଘଟଣାରେ ଦୁଇବର୍ଷ ପରେ ସ୍ବାମୀଙ୍କୁ ଗିରଫ କରାଯାଇଛି ।…

ଏଣିକି WhatsAppରେ ମିଳିବ ଆୟୁଷ୍ମାନ କାର୍ଡର ସବୁ ସୁବିଧା; ଘରେ ବସି ଚେକ୍ କରନ୍ତୁ ବାଲାନ୍ସ, ସେଭ୍ କରନ୍ତୁ ଏହି ନମ୍ବର

ନୂଆଦିଲ୍ଲୀ, ୮।୭: ଦେଶର କୋଟି କୋଟି ଆୟୁଷ୍ମାନ ଭାରତ ହିତାଧିକାରୀଙ୍କ ପାଇଁ ଏକ ବଡ଼ ଖୁସି ଖବର। ଏବେ ଆୟୁଷ୍ମାନ କାର୍ଡର ବାଲାନ୍ସ ଏବଂ ଅନ୍ୟାନ୍ୟ ସେବା ବିଷୟରେ…

ଅଜବ ନୀତି : ଆନ୍ଧ୍ର ମତ୍ସ୍ୟଜୀବୀଙ୍କୁ ଜ୍ୱାଇଁ ପୁଅ ଚର୍ଚ୍ଚା, ଓଡ଼ିଶା ମତ୍ସ୍ୟଜୀବୀଙ୍କୁ ଅଣଦେଖା ଅଭିଯୋଗ

ଛତ୍ରପୁର,୮ା୭(ଦିଲ୍ଲୀପ ସାମଲ): ସମୁଦ୍ର ଅଶାନ୍ତ ବେଳେ ସୀମା ପାର ହେଉଛନ୍ତି ଆନ୍ଧ୍ର ମତ୍ସ୍ୟଜୀବୀ । ସମୁଦ୍ର ଅଶାନ୍ତ ପାଇଁ ଓଡିଶାର ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ଯିବା ପାଇଁ…

ଖରିଫ ଫସଲ; ୨୪ ତାରିଖରେ ଘୋଡାହାଡ଼ ଡ୍ୟାମରୁ ଛଡାଯିବ ପାଣି, ପାଳନ ହେବ ସୁବର୍ଣ୍ଣ ଜୟନ୍ତୀ  

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଘୋଡ଼ାହାଡ଼ ପାଣି ପଞ୍ଚାୟତ ଶୀର୍ଷ କମିଟି ପକ୍ଷରୁ ବୁଧବାର ପରିବର୍ଦ୍ଧିତ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି । ପାଣି ପଞ୍ଚାୟତ …

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri