Advertisement

ଶୁକ୍ରବାର ବସିବ ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୦।୧୦(ବ୍ୟୁରୋ): ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ ଶୁକ୍ରବାର ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସନ୍ଧ୍ୟା ୫ଟାରେ ଏହି ବୈଠକ ବସିବ। ବୈଠକରେ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ମୋହର ବାଜିପାରେ। ମୁଖ୍ୟମନ୍ତ୍ରୀ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ବୈଠକରେ ଯୋଗ ଦେବେ। ପାନୀୟ ଜଳ ଯୋଗାଣ, କୃଷି, ପର୍ଯ୍ୟଟନ ଏବଂ ଅନ୍ୟାନ୍ୟ ବିଷୟରେ ଆଲୋଚନା ହୋଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟୁତ ସଂସ୍ପର୍ଶରେ ଆସି ଲାଇନମ୍ୟାନ ଆହତ

ଭଦ୍ରକ ଅଫିସ,୨୬।୧୦: ଭଦ୍ରକ ଚରମ୍ପାରେ ଶନିବାର ସକାଳେ ଜଣେ ଠିକା କର୍ମଚାରୀ ବିଦ୍ୟୁତ ସଂସ୍ପର୍ଶରେ ଆସି ଆହତ ହୋଇଥିବା ଜଣାପଡ଼ିଛି। ଚରମ୍ପା ନିକଟରେ ଥିବା ଏକ...

ପାରାଦୀପ ସମେତ ୪ ସ୍ଥାନରେ ସରିଲା ପକ୍ଷୀ ଗଣନା

ପାରାଦୀପ,୧୩।୧(ସ୍ବ.ପ୍ର.): କୁଜଙ୍ଗ ବନାଞ୍ଚଳ ପକ୍ଷରୁ ପାରାଦୀପ ସମେତ ୪ଟି ସ୍ଥାନରେ ପକ୍ଷୀ ଗଣନା ସରିଛି। ତେବେ ଚଳିତ ବର୍ଷ ପକ୍ଷୀ ସଂଖ୍ୟା କମିଛି । ଆଉ...

କମିଲା ସଂକ୍ରମଣ: ଆଜି ରାଜ୍ୟରୁ ୪୪୮ ଆକ୍ରାନ୍ତ ଚିହ୍ନଟ, ଏମାନଙ୍କ ମଧ୍ୟରେ ଅଛନ୍ତି ୫୯ ଶିଶୁ

ଭୁବନେଶ୍ୱର,୧୧ା୧୦(ବ୍ୟୁରୋ): ସୋମବାର ରାଜ୍ୟରୁ ୪୪୮ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୩୨,୧୪୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ...

ଆଜି ସନ୍ଧ୍ୟାରେ ସ୍ଥଳଭାଗ ଛୁଇଁବ ବାତ୍ୟା ‘ଗୁଲାବ’; ଦକ୍ଷିଣ ଓଡ଼ିଶାରେ ଆରମ୍ଭ ହେଲା ବର୍ଷା

ଭୁବନେଶ୍ୱର,୨୬ା୯(ବ୍ୟୁରୋ): ଉତ୍ତର-ପଶ୍ଚିମ ଏବଂ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ବାତ୍ୟା ରୂପ ନେଇଛି। ଏହା ପଶ୍ଚିମ ଦିଗ ଦେଇ ଘଣ୍ଟା ପ୍ରତି ୧୭ କିଲୋମିଟର...

ହୋଲି ପରେ ଗାଧୁଆ: କାଠଯୋଡ଼ିରେ ବୁଡ଼ି ଦୁଇ ବାଳକ ମୃତ

କଟକ ଅଫିସ/କଟକ ସଦର(ଡି.ଏନ୍‌.ଏ.),୧୦।୩: କଟକ ନିକଟ ୪୨ମୌଜାର କାଠଯୋଡ଼ି ନଦୀରେ ବୁଡି ମଙ୍ଗଳବାର ଦୁଇ ବାଳକଙ୍କ ମୃତ୍ୟୁ ହୋଇଛି। ମୃତକଦ୍ବୟ ହେଲେ ନିଶାନ୍ତ ପାଢ଼ୀ ଏବଂ...

ମୁଖ୍ୟମନ୍ତ୍ରୀଙ୍କ ଅନୁଗୋଳ-ଢେଙ୍କାନାଳ ଗସ୍ତ ଆଜି: ୫ ନିର୍ବାଚନୀ ସଭାରେ ଯୋଗଦେବେ

ଅନୁଗୋଳ ଅଫିସ/ବନ୍ତଳା/ଢେଙ୍କାନାଳ ଅଫିସ, ୧୮।୪- ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଅନୁଗୋଳ ଓ ଢେଙ୍କାନାଳ ଜିଲାରେ ନିର୍ବାଚନ ପ୍ରଚାର କରିବେ। ଦୁଇ...

ଶନିବାର, ରବିବାର ଶଟ୍‌ଡାଉନ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ବଢିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ସ୍ବତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା ସୋମବାର ବଡ ଘୋଷଣା...

ପର୍ଯ୍ୟଟନ ବିକାଶକୁ ପ୍ରଶାସନିକ ଅଣଦେଖା

କେନ୍ଦୁଝର, ୧।୧୧(ସ୍ବ.ପ୍ର.)-କେନ୍ଦୁଝରରେ ପଡ଼ିଲାଣି ଶୀତ। ଏହାହେଉଛି ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ବଣପାହାଡ ଘେରା କେନ୍ଦୁଝର ଜିଲାର ପ୍ରତିଟି ସ୍ଥାନ ରମଣୀୟ । ଏହି ଜିଲାର...

Advertisement
Archives

Model This Week