ସନ୍ଧ୍ୟାରେ ଶ୍ରୀମନ୍ଦିର ନିଷ୍ପତ୍ତି

ପୁରୀ ଅଫିସ, ୭।୧: ରାଜ୍ୟରେ ଦିନକୁ ଦିନ କୋଭିଡ ପଜିଟିଭ୍‌ ବଢିଚାଲିଛି। ତେବେ ରାଜ୍ୟରେ ଶୁକ୍ରବାର ଠାରୁ କୋଭିଡ୍‌ କଟକଣା ଲାଗୁ କରାଯାଇଛି। ରାତି ୯ରୁ ସକାଳ ୫ଟା ପର୍ଯ୍ୟନ୍ତ ନାଇଟ୍‌ କର୍ଫ୍ୟୁ ଜାରି ହୋଇଛି। କୋଭିଡ୍‌ କଟକଣାକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିରରେ ଆଜି ସନ୍ଧ୍ୟା ୬ଟା ୩୦ରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ। ଏ ନେଇ ପୁରୀ ଜିଲାପାଳ ସମର୍ଥ ବର୍ମା ସୂଚନା ଦେଇଛନ୍ତି। ବୈଠକରେ ଶ୍ରୀମନ୍ଦିର ନେଇ ନିଷ୍ପତ୍ତି ନିଆଯିବ। ସନ୍ଧ୍ୟା ୮ଟା ୩୦ ସୁଦ୍ଧା ଶ୍ରୀମନ୍ଦିରରେ ଦର୍ଶନ ପାଇଁ ପ୍ରବେଶ କରିବେ। ରାତି ୯ଟା ଠାରୁ ଶ୍ରୀମନ୍ଦିରରେ କଟକଣା କଢାକଢି ଭାବେ ପାଳନ କରାଯିବ ବୋଲି ସେ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତା ୧୯ରେ ମୟୂରଭଞ୍ଜର ୫ ବୁଥ୍‌ରେ ହେବ ସାନି ମତଦାନ

ବାରିପଦା ଅଫିସ,୧୫।୫: ମୟୂରଭଞ୍ଜ ଜିଲାରେ ଆସନ୍ତା ୧୯ ତାରିଖରେ ହେବ ସାନି ମତଦାନ। ବାରିପଦା ବିଧାନସଭା ନିର୍ବାଚନମଣ୍ଡଳୀର ୪ ବୁଥ ଓ ବଙ୍ଗରିପୋଷି ବିଧାନସଭା ନିର୍ବାଚନମଣ୍ଡଳୀର...

ଟ୍ରାକ୍ଟର ଧକ୍କାରେ ନାବାଳକ ଶ୍ରମିକ ମୃତ: ଗାଁରେ ଉତ୍ତେଜନା, କ୍ଷତିପୂରଣ ଦାବିରେ ମୃତଦେହ ଛାଡୁ ନାହାନ୍ତି ପରିବାରଲୋକେ

ପାଟଣା,୧୪।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଡେଣୁଆଁ ଗ୍ରାମରେ ଶୁକ୍ରବାର ଅପରାହ୍ନରେ ଟ୍ରାକ୍ଟର ଧକ୍କାରେ ଜଣେ ନାବାଳକ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶଶୀ...

ବ୍ରାଉନ୍‌ସୁଗାର ମାଫିଆ ସେକ୍‌ ରାଜାଙ୍କ ଘର ଉପରେ ଚଢ଼ାଉ

ବାଲେଶ୍ୱର ଅଫିସ,୧୮।୯: ବାଲେଶ୍ୱରର ବ୍ରାଉନ୍‌ସୁଗାର ମାଫିଆ ସେକ୍‌ ରାଜା କ୍ରାଇମବ୍ରାଞ୍ଚ ସ୍ପେଶାଲ ଟାସ୍କ ଫୋର୍ସ (ଏସ୍‌ଟିଏଫ୍‌) ହାତରେ ଧରାପଡିବା ପରେ ଅନେକ ଗୁମର ଫିଟିବାରେ ଲାଗିଛି।...

ପଞ୍ଚମରେ ନବୀନ

ଭୁବନେଶ୍ୱର,୨୪-୫(ବ୍ୟୁରୋ):ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅପ୍ରତିଦ୍ୱନ୍ଦ୍ୱୀ। ଜଣେ ଅପରାଜେୟ ନେତା ଭାବେ ସେ ନିଜକୁ ପୁଣି ଥରେ ପ୍ରମାଣିତ କରିଛନ୍ତି। ପଞ୍ଚମ ଥର...

୫ ହଜାର ଲେଖାଏ ଜରିମାନା ଦେବେ ବର୍ଷା-ଅନୁଭବ

କଟକ ଅଫିସ,୯ା୯: କୋର୍ଟ କାର୍ଯ୍ୟରେ ଅଯଥା ବିଳମ୍ବ କରୁଥିବା କାରଣରୁ କେନ୍ଦ୍ରାପଡା ଏମ୍‌ପି ତଥା ଅଭିନେତା ଅନୁଭବ ମହାନ୍ତି ଏବଂ ସ୍ତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ କଟକ...

ଯୁବଚିତ୍ରକାରଙ୍କ କାନ୍‌ଭାସରେ ଅରିନ୍ଦମ ଦାସ

ପାଟଣା,୨୬।୯(ସ୍ବ. ପ୍ର.): କଟକ ମୁଣ୍ଡଳି ଜଳସ୍ରୋତରେ ଫସି ରହିଥିବା ହାତୀର ଖବର ସଂଗ୍ରହକୁ ଯାଇ ଖବର ପାଲଟି ଯାଇଥିବା ରିପୋର୍ଟର ଅରିନ୍ଦମ ଦାସଙ୍କ ମୃତ୍ୟୁ ସମସ୍ତଙ୍କୁ...

ପର୍ବତାରୋହୀ ଲିପିକା ସେଠଙ୍କୁ ସମ୍ବର୍ଦ୍ଧନା

ଭେଡ଼େନ, ୧୯।୭ (ଡ଼ି.ଏନ.ଏ)-ଭେଡ଼େନ ବ୍ଲକ ଡ଼ାଳବ ଗ୍ରାମର ଯୁବ ପର୍ବତାରୋହିଣୀ ଲିପିକା ସେଠଙ୍କୁ ଭେଡ଼େନ ତହସିଲଦାର ସୀମା ସବିତା କୁଲୁ ଗୁରୁବାର ସମ୍ବର୍ଦ୍ଧିତ କରିଛନ୍ତି ।...

ଭିଜିଲାନ୍ସ ଜାଲରେ ଖଣି ବିଭାଗର ଅତିରିକ୍ତ ନିର୍ଦ୍ଦେଶକ

ଭୁବନେଶ୍ୱର,୩।୩(ବ୍ୟୁରୋ): ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଖଣି ବିଭାଗର ଅତିରିକ୍ତ ନିର୍ଦ୍ଦେଶକ ଉମେଶ ଚନ୍ଦ୍ର ଜେନାଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି। ଶୁକ୍ରବାର ଭିଜିଲାନ୍ସ ବିଭାଗ...

Advertisement
Archives

Model This Week