Posted inଜାତୀୟ

ସୁଭାଷ ନଗରରେ ଫୁଟିିଲା ୧୦ ରାଉଣ୍ଡ ଗୁଳି: ୨ ଆହତ

ନୂଆଦିଲ୍ଲୀ,୮ ।୫: ଦିଲ୍ଲୀ ପୋଲିସର ସୂଚନା ଅନୁଯାୟୀ, ଶନିବାର ରାତିରେ ପଶ୍ଚିମ ଦିଲ୍ଲୀର ସୁଭାଷ ନଗର ଅଞ୍ଚଳରେ ୧୦ ରାଉଣ୍ଡରୁ ଅଧିକ ଗୁଳି ଫୁଟିଛି । ଏଥିରେ ୨ ଜଣ ଆହତ ହୋଇଛନ୍ତି । ଗୁଳି ଫୁଟିବା ପରେ ସେହି ଅଞ୍ଚଳରେ ଲୋକେ ଭୟଭୀତ ହୋଇଯାଇଛନ୍ତି । ପୋଲିସ ପକ୍ଷରୁ ଉକ୍ତ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥାକୁ ବଢାଇ ଦିଆଯାଇଛି । ଆହତଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।
ସୂଚନାଯୋଗ୍ୟ, ପଶ୍ଚିମ ଦିଲ୍ଲୀର ଜାହାଙ୍ଗିରପୁର ଅଞ୍ଚଳରେ ୧୬ ଏପ୍ରିଲରେ ଫାୟରିଂ ହୋଇଥିବା ବେଳେ ତା’ର ମାତ୍ର କିଛି ସପ୍ତାହ ମଧ୍ୟରେ ପୁଣି ସୁଭାଷ ନଗରରେ ଏଭଳି ଘଟଣା ଘଟିଛି । ଜହାଙ୍ଗିରପୁର ଘଟଣାରେ କେତେଜଣ ପୋଲିସଙ୍କ ସମେତ ସାଧାରଣ ଲୋକ ଆହତ ହୋଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା: ଏଣିକି ୩ୟ ସନ୍ତାନ ହେଲେ ମିଳିବ ୩୦ ହଜାର, ୪ର୍ଥରେ ୪୦ ହଜାର ଟଙ୍କା

ଅମରାବତି,୧୬।୫: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଶନିବାର ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ କ୍ରମାଗତ ଭାବେ ହ୍ରାସ ପାଉଥିବା ଜନସଂଖ୍ୟାକୁ ରୋକିବା ପାଇଁ ସରକାର…

ବଚସାରୁ ଯୁବକଙ୍କୁ ଓଭରବ୍ରିଜ୍‌ ଉପରୁ ତଳକୁ ଠେଲିଦେଲେ ଦୁର୍ବୃତ୍ତ

ଗୋପାଳପୁର, ୧୬ା୫(ନବୀନ ରାଜ ଆଚାରୀ)- ବ୍ରହ୍ମପୁର ପୋଲିସ ଜିଲା ଗତ କିଛି ମାସ ହେଲା ଅଶାନ୍ତ ହୋଇପଡିଛି। ପ୍ରତ୍ୟହ କିଛି ନା କିଛି ଅପରାଧମୂଳକ ଘଟଣା ଘଟି…

କାନାଡାକୁ ବଡ଼ ଝଟ୍‌କା: ମିଳିବନାହିଁ ଆଇସିସି ପାଣ୍ଠି

ଦୁବାଇ,୧୬ା୫: ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ(ଆଇସିସି) ଆସନ୍ତା ୬ ମାସ ପାଇଁ କ୍ରିକେଟ କାନାଡା(ସିସି)କୁ ପରିଚାଳନାଗତ ତ୍ରୁଟି କାରଣରୁ ପାଣ୍ଠି ଯୋଗାଇବ ନାହିଁ। ଏହା କାନାଡା ଭଳି ଆସୋସିଏଟ୍‌…

‘ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ବହିଷ୍କାର କରାଯାଉ’

ନୂଆଦିଲ୍ଲୀ,୧୬।୫: ଲୋକ ସଭାରେ ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶନିବାର ନିଟ (NEET) ପେପର ଲିକ୍‌ ମାମଲାକୁ ନେଇ ପ୍ରଧାନମନ୍ତ୍ରୀ…

ଆଲେନ-ରଘୁବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ, ଗୁଜରାଟ ଆଗରେ ୨୪୮ ରନର ବିଶାଳ ଟାର୍ଗେଟ

କୋଲକାତା,୧୬ା୫: ଚଳିତ ଆଇପିଏଲ୍‌ରେ ଶନିବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ଓ ଗୁଜରାଟ ଟାଇଟନ୍ସ (ଜିଟି) ପରସ୍ପରକୁ ଭେଟିଛନ୍ତି। ଏହି କର ବା…

ପ୍ରଶ୍ନପତ୍ର ଲିକ୍‌, ଦରବୃଦ୍ଧି ପ୍ରତିବାଦରେ ଗର୍ଜିଲା ବିଜେଡି

ବରଗଡ଼,୧୬।୫(ପ୍ରେମାନନ୍ଦ ଖମାରୀ): ଦେଶରେ ବାରମ୍ବାର ବିଭିନ୍ନ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍‌ ହୋଇ ପରୀକ୍ଷା ବାତିଲ ହେଉଥିବା ବେଳେ କିଛି ଦିନ ତଳେ ଏନ୍‌ଇଇଟି ପରୀକ୍ଷାର ପ୍ରଶ୍ନପତ୍ର ଲିକ…

ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଚତୁର୍ଥ ସନ୍ତାନ ପାଇଁ ୪୦ ହଜାର

ବିଜୟଓ୍ବାଡ଼ା,୧୬ା୫: ଆନ୍ଧ୍ରପ୍ରଦେଶରେ ତୃତୀୟ ସନ୍ତାନ ଜନ୍ମ ପାଇଁ ୩୦ ହଜାର ଟଙ୍କା ଆର୍ଥତ୍କ ପ୍ରୋତ୍ସାହନ ମିଳିବାକୁ ଥିବାବେଳେ ଚତୁର୍ଥ ସନ୍ତାନ ଜନ୍ମ ହେଲେ ୪୦ ହଜାର ଟଙ୍କା…

ସୁନା ପରେ ଏବେ ରୁପା! ସରକାର ଲଗାଇଲେ ବଡ଼ କଟକଣା, ଏଣିକି ଆଉ…

ନୂଆଦିଲ୍ଲୀ,୧୬।୫: ରୁପା ଆମଦାନୀକୁ ନେଇ କେନ୍ଦ୍ର ସରକାର ଲଗାଇଛନ୍ତି କଟକଣା। ସରକାର ଏହାର ଅନେକ ଶ୍ରେଣୀ କୁ ମୁକ୍ତ ତାଲିକା (Free List)ରୁ ହଟାଇ ପ୍ରତିବନ୍ଧିତ ତାଲିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri