ଶ୍ରୀମନ୍ଦିର ସେବାୟତଙ୍କ ଉପରେ ଖସିପଡ଼ିଲା ହିରଣ୍ୟକଶ୍ୟପ ମୂର୍ତ୍ତି, ଭାଙ୍ଗିଲା ଗୋଡ

ପୁରୀ ଅଫିସ,୨୮।୩: ଶ୍ରୀମନ୍ଦିରରେ ରବିବାର ଏକ ଅଘଟଣ ଘଟିଛି। ପଶ୍ଚିମ ଦ୍ୱାରରେ ଥିବା ଉଗ୍ର ନୃସିଂହଙ୍କ କୋଳରେ ଶୋଭା ପାଉଥିବା ହିରଣ୍ୟକଶ୍ୟପଙ୍କ ମୂର୍ତ୍ତୀ ଖସି ପଡ଼ିବାରୁ ଜଣେ ସେବାୟତ ଆହତ ହୋଇଛନ୍ତି। ସେ ହେଲେ କୁନୁ ମହାପାତ୍ର। ତେବେ ତାଙ୍କର ଗୋଡ଼ ଭାଙ୍ଗିଯାଇଥିବା ଜଣାପଡ଼ିଛି।

Share