Posted inଜାତୀୟ

ଭାରତ ନେପାଳରେ ଏକ ଶିଙ୍ଘିଆ ଗଣ୍ଡା ସଂଖ୍ୟାରେ ବୃଦ୍ଧି…

ନୂଆଦିଲ୍ଲୀ,୨୦।୯ : ଭାରତ ଏବଂ ନେପାଳରେ ଏକ ଶିଙ୍ଘିଆ ଗଣ୍ଡା ସଂଖ୍ୟା ବୃଦ୍ଧି ପାଉଛି। ସେମାନଙ୍କ ସଂଖ୍ୟା ଚାରି ହଜାରରୁ ଅଧିକ ରହିଛି। ଏହି ବିରଳ ପ୍ରଜାତିର ସଂରକ୍ଷଣ ପାଇଁ ବହୁ ଉଦ୍ୟମ କରାଯାଉଛି। ପଡୋଶୀ ଦେଶ ନେପାଳରେ ମଧ୍ୟ ସେମାନଙ୍କସଂଖ୍ୟା ବୃଦ୍ଧି ହେବାର ଖବର ରହିଛି। ଭାରତ ଏବଂ ନେପାଳରେ, ଏକ ଶିଙ୍ଘ ବିଶିଷ୍ଟ ଗଣ୍ଡାଙ୍କ ସଂଖ୍ୟା, ୧୯୦୦ ଦଶକ ଆରମ୍ଭରେ ୧୦୦ ରୁ କମ ଥିଲା, ବର୍ତ୍ତମାନ ଏହା ୪,୦୧୪ ରୁ ଅଧିକ ହୋଇଛି।

ଅନ୍ତର୍ଜାତୀୟ ରାହିନୋ ଫାଉଣ୍ଡେଶନ (ଆଇଆରଏଫ) ବିଶ୍ୱ ରାହିନୋ ଦିବସର ଦୁଇ ଦିନ ପୂର୍ବରୁ ପ୍ରକାଶିତ ୨୦୨୩ ପାଇଁ ବାର୍ଷିକ ‘ଷ୍ଟେଟ ଅଫ ଦ ରାହିନୋ’ ରିପୋର୍ଟରେ କୁହାଯାଇଛି କଡ଼ା ସୁରକ୍ଷା, ବନ୍ୟଜନ୍ତୁ ଅପରାଧ ଆଇନ ପ୍ରଣୟନ ଏବଂ ବାସସ୍ଥାନ ବିସ୍ତାର ଯୋଗୁ ଏହି ଗଣ୍ଡାଙ୍କର ସଂଖ୍ୟା ବୃଦ୍ଧି ପାଉଛି।

ସୂଚନାଯୋଗ୍ୟ ୨୦୧୧ ମସିହାରୁ ବିଶ୍ୱ ରାହିନୋ ଦିବସ ୨୨ ସେପ୍ଟେମ୍ବରରେ ଅନ୍ତର୍ଜାତୀୟ ସ୍ତରରେ ପାଳନ କରାଯାଉଛି। ଇଣ୍ଟରନ୍ୟାଶନାଲ ୟୁନିଅନ ଫର୍‌ କଞ୍ଜରଭେଶନ ଅଫ ନେଚର (ଆଇୟୁସିଏନ) ତାଲିକାରେ ଏକ ଶିଙ୍ଘିଆ ଗଣ୍ଡା ଅସୁରକ୍ଷିତ ବର୍ଗରେ ଅଛନ୍ତି। ଭାରତରେ ଆସାମ, ପଶ୍ଚିମବଙ୍ଗ ଏବଂ ବିହାରର କିଛି ଅଂଶରେ ଏହି ପ୍ରଜାତି ଦେଖିବାକୁ ମିଳନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

ଭାରତରେ ଏହିଦିନ ଲଞ୍ଚ୍‌ କରିବ ୧୦ ଆଉ ୨୦ଟଙ୍କିଆ ପ୍ଲାଷ୍ଟିକ୍‌ ନୋଟ୍‌! ମୋଦି ସରକାର ଦେଲେ ମଞ୍ଜୁରୀ…

ନୂଆଦିଲ୍ଲୀ, ୧୧।୮: କାଗଜର ଚିରା-ଫଟା, ପୁରୁଣା ଏବଂ ଓଦା ହୋଇଯାଇଥିବା ନୋଟ୍‌କୁ ନେଇ ଅସୁବିଧାରେ ପଡ଼ୁଥିବା ଲୋକଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ସାମ୍ନାକୁ…

ସରକାର ବଢାଇଲେ EV ସବସିଡି, ୫ହଜାର ଯାଏ ମିଳିବ ପ୍ରୋତ୍ସାହନ ରାଶି; ଜାଣନ୍ତୁ ଡେଡ୍‌ଲାଇନ କେବେ…

ନୂଆଦିଲ୍ଲୀ, ୧୧।୮: ଇରାନ-ଆମେରିକା ଯୁଦ୍ଧ ପରେ ଲୋକମାନେ ପେଟ୍ରୋଲ-ଡିଜେଲ ଦର ବୃଦ୍ଧି ଦେଖିବାକୁ ପାଇଥିଲେ। ଏହା ପରେ କେନ୍ଦ୍ର ସରକାର ଦେଶରେ ଇଲେକ୍ଟ୍ରିକ୍ ଗାଡ଼ିଗୁଡ଼ିକୁ ପ୍ରୋତ୍ସାହିତ କରିବା…

ଝାଡଖଣ୍ଡକୁ କାହିଁକି ଗଲେନି ରାହୁଲ ଗାନ୍ଧୀ? ସିଧା ସିଧା ଉତ୍ତର ଦେଲେ ପ୍ରିୟଙ୍କା

ନୂଆଦିଲ୍ଲୀ, ୧୧।୮: ମୌସୁମୀ ଅଧିବେଶନ ଚାଲିଥିବା ସମୟରେ ମଙ୍ଗଳବାର ଦିନ ସଂସଦ ପରିସର ବାହାରେ NDA ଏବଂ ବିରୋଧୀ ଦଳର ସାଂସଦମାନେ ମୁହାଁମୁହିଁ ହୋଇଛନ୍ତି। ଗୋଟିଏ ପଟେ…

ପରିବାର ଲୋକଙ୍କ ନାଁରେ ଲକ୍ଷ ଲକ୍ଷ ଟଙ୍କା ଋଣ ନେଇଗଲେ ସମ୍ପାଦକ: ଚାଷୀଙ୍କ ଆନ୍ଦୋଳନ ଚେତାବନୀ

ପୁରୁଷୋତ୍ତମପୁର,୧୧।୮(ସବିତା ମିଶ୍ର):ସରକାର କୃଷକଙ୍କୁ ସଶକ୍ତିକରଣ କରି କୃଷି ଓ କୃଷକଙ୍କ ବିକାଶ ଲାଗି ଯୋଜନା ପରେ ଯୋଜନା କରିବା ସହ ବିଭିନ୍ନ ଫସଲ ଚାଷ କରି ଲାଭବାନ…

Blinkit ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ: ସସ୍‌ପେଣ୍ଡ ହେଲା ଲାଇସେନ୍ସ; ସାମ୍ନାକୁ ଆସିଲା ଗୁରୁତର ତ୍ରୁଟି

ନୂଆଦିଲ୍ଲୀ, ୧୧।୮: ମହାରାଷ୍ଟ୍ରରେ IAS ଅଧିକାରୀ ତୁକାରାମ ମୁଣ୍ଡେଙ୍କ ଖରାପ ଓ ଅସୁରକ୍ଷିତ ଖାଦ୍ୟ ପଦାର୍ଥ ବିରୋଧୀ ଅଭିଯାନ ଜାରି ରହିଛି। ଦେଶର ପ୍ରସିଦ୍ଧ କମ୍ପାନୀ Blinkit…

ପୂର୍ବତନ ରାଷ୍ଟ୍ରପତିଙ୍କୁ ମୃତ୍ୟୁ ଦଣ୍ଡାଦେଶ ଶୁଣାଇଲେ କୋର୍ଟ: ଆସିଥିଲା ସାଂଘାତିକ ଅଭିଯୋଗ

ଡାମସକସ୍‌,୧୧।୮: ସିରିଆର ଏକ କୋର୍ଟ ମଙ୍ଗଳବାର ଦେଶର ପୂର୍ବତନ ରାଷ୍ଟ୍ରପତି ବଶର ଅଲ-ଆସାଦ ଏବଂ ତାଙ୍କ ସାନ ଭାଇ ମାହେର ଅଲ-ଆସାଦଙ୍କୁ ଫାଶୀ ଦଣ୍ଡରେ ଦଣ୍ଡିତ କରିଛନ୍ତି।…

ବିବାହ ପ୍ରତିଶ୍ରୁତି ଦେଇ ରଖୁଥିଲେ ଶାରୀରିକ ସମ୍ପର୍କ: ଏହି କ୍ରିକେଟର୍‌ଙ୍କୁ ବାନ୍ଧିଲା ପୋଲିସ

ନୂଆଦିଲ୍ଲୀ,୧୧।୮: ଇଣ୍ଡିଆନ ପ୍ରିମିୟର ଲିଗ (IPL)ରେ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ଖେଳୁଥିବା ବଙ୍ଗଳା କ୍ରିକେଟର ଅଭିଷେକ ପୋରେଲଙ୍କୁ ଜଣେ ଡାକ୍ତରୀ ଛାତ୍ରୀଙ୍କ ଦ୍ୱାରା ଦାୟର କରାଯାଇଥିବା ଆପରାଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri