ଟଙ୍କା ମୂଲ୍ୟରେ ଆଖିଦୃଶିଆ ବୃଦ୍ଧି

ନୂଆଦିଲ୍ଲୀ: ବୁଧବାର କାରବାର ଦିବସରେ ଟଙ୍କା ମୂଲ୍ୟରେ ଆଖିଦୃଶିଆ ବୃଦ୍ଧି ଦେଖିବାକୁ ମିଳିଛି। ଦିନରେ ଡଲାର ତୁଳନାରେ ଟଙ୍କାରେ ୨୦ ପଇସା ବୃଦ୍ଧି ସହିତ ୭୭.୫୧ ସ୍ତରରେ ବନ୍ଦ ହୋଇଛି। ଡଲାର ତୁଳନାରେ ଭାରତୀୟ ମୁଦ୍ରା ୭୭.୫୮ ସ୍ତରରେ ଖୋଲିଥିଲା। ଦିନର କାରବାର ସମୟରେ ଏହା ୭୭.୫୧ରୁ ୭୭.୬୨ ମଧ୍ୟରେ ଉପରତଳ ହୋଇଥିଲା। ମଙ୍ଗଳବାର କାରବାରରେ ଡଲାର ତୁଳନାରେ ଭାରତୀୟ ମୁଦ୍ରା ୧୭ ପଇସା ହ୍ରାସ ଘଟି ୭୭.୭୧ର ସର୍ବକାଳୀନ ସର୍ବନିମ୍ନ ସ୍ତରରେ ବନ୍ଦ ହୋଇଥିଲା। ଏହାଛଡ଼ା ଡଲାର ଇଣ୍ଡେକ୍ସରେ ମଙ୍ଗଳବାର ୦.୧୭% ବୃଦ୍ଧି ସହିତ ଏହା ୧୦୯.୯୨ ସ୍ତରରେ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Rule Change From 1st August: ପହିଲାରୁ ବଦଳିବ ଏହି ୫ ବଡ଼ ନିୟମ! LPG, ବ୍ୟାଙ୍କ ଠାରୁ ନେଇ ଟ୍ରେନ୍ ଟିକେଟ୍ ପର୍ଯ୍ୟନ୍ତ ପଡିବ ପ୍ରଭାବ, ଜାଣନ୍ତୁ…

ନୂଆଦିଲ୍ଲୀ, ୨୮।୭: ଜୁଲାଇ ମାସ ଶେଷ ହେବାକୁ ଯାଉଛି, ଏବଂ ଚାରି ଦିନ ପରେ ଅର୍ଥାତ୍ ଅଗଷ୍ଟ ମାସ ଆରମ୍ଭ ହେବା ସହ ଅନେକ ବଡ଼ ପରିବର୍ତ୍ତନ…

ପକେଟ ଉପରେ ବଢ଼ିବ ବୋଝ! ଅଗଷ୍ଟରୁ ମହଙ୍ଗା ହେବ କାର୍‌, ଟିଭି, ଫ୍ରିଜ୍‌ ସହ…ଦେଖନ୍ତୁ ପୂରା ତାଲିକା

ନୂଆଦିଲ୍ଲୀ, ୨୮।୭: ଅଗଷ୍ଟରୁ ପର୍ବପର୍ବାଣୀ ଋତୁ ଆରମ୍ଭ ହେବା ସହିତ ମହଙ୍ଗା ମଧ୍ୟ ଆପଣଙ୍କୁ ଅପେକ୍ଷା କରିଛି। ସକାଳର ଚା’ଠାରୁ ଆରମ୍ଭ କରି କାର୍‌ ପର୍ଯ୍ୟନ୍ତ ଅଗଷ୍ଟରେ…

ଅପେକ୍ଷାର ଅନ୍ତ! ୧୦-୨୦ ଟଙ୍କିଆ ପ୍ଲାଷ୍ଟିକ୍ ନୋଟ ନେଇ RBIକୁ ସରକାର କହିଲେ…

ନୂଆଦିଲ୍ଲୀ,୨୭।୭: ଖୁବଶୀଘ୍ର ମାର୍କେଟକୁ ଆସିବ ୧୦ ଏବଂ ୨୦ ଟଙ୍କିଆ ପ୍ଲାଷ୍ଟିକ ନୋଟ୍ । କ୍ଷେତ୍ର ପରୀକ୍ଷଣ କରିବା ପାଇଁ ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଦ୍ୱାରା…

ଅଗଷ୍ଟ ୧ରୁ ବଦଳିବ ଗ୍ୟାସ ସିଲିଣ୍ଡର ଦର! ମହଙ୍ଗା ହେବ କି ଶସ୍ତା ଜାଣନ୍ତୁ

ନୂଆଦିଲ୍ଲୀ, ୨୭।୭: ଇରାନ ଏବଂ ଆମେରିକା ମଧ୍ୟରେ ସଂଘର୍ଷ ଯୋଗୁଁ ସାଧାରଣ ଜନତାଙ୍କୁ ମହଙ୍ଗା ମାଡ଼ର ସମ୍ମୁଖୀନ ହେବାକୁ ପଡିଥିଲା । ତେଲ, ଗ୍ୟାସ ଏବଂ ଅନେକ…

ବଦଳିଲା ଟୋଲ ନିୟମ: ହାଇୱେରେ ଯାତ୍ରା କରୁଥିବା ଲୋକଙ୍କ ଉପରେ କ’ଣ ପଡିବ ପ୍ରଭାବ? ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୭: ଯଦି ଆପଣ ପ୍ରାୟତଃ ଜାତୀୟ ରାଜପଥ (ନ୍ୟାଶନାଲ ହାଇୱେ) କିମ୍ବା ଏକ୍ସପ୍ରେସୱେରେ ଯାତ୍ରା କରନ୍ତି, ତେବେ NHAI (ଏନ.ଏଚ.ଏ.ଆଇ.) ର ଏହି ନୂତନ ନିୟମ ଆପଣଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri