ବରପାଲି ଏନଏସିରେ ଅଧ୍ୟକ୍ଷ ପଦବୀ ହାତେଇଲେ ସ୍ବାଧିନ ପ୍ରାର୍ଥୀ

ବରଗଡ଼ ଅଫିସ,୨୬।୩: ବରଗଡ଼ ଜିଲା ବରପାଲି ଏନ୍‌ଏସି ଅଧ୍ୟକ୍ଷ ପଦବୀରେ ସ୍ବାଧୀନ ପ୍ରାର୍ଥୀ ଦିନେଶ ଗହୀର ବିଜୟୀ ହୋଇଛନ୍ତି । ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦୀ ବିଜେଡିର ପ୍ରଦ୍ୟୁମ୍ନ୍ନ କୁମାର ତ୍ରିପାଠୀଙ୍କୁ ୧୫୭୩ ଭୋଟ ବ୍ୟବଧାନରେ ହରାଇଛନ୍ତି। ଦିନେଶଙ୍କୁ ୬୦୦୦ ଭୋଟ ମିଳିଥିବାବେଳେ ପ୍ରଦ୍ୟୁମ୍ନଙ୍କୁ ୪୪୨୭ ଖଣ୍ଡ ଭୋଟ ମିଳିଛି। ସେହିପରି ଭାଜପା ପ୍ରାର୍ଥୀ ଅଜିତ କୁମାର ଦାଶଙ୍କୁ ୭୪୩ ଏବଂ କଂଗ୍ରେସ ପ୍ରାର୍ଥୀ ଅଭିଷେକ ସେଠଙ୍କୁ ୩୩୭ ଖଣ୍ଡ ଭୋଟ ମିଳିଛି। ଏହି ଆସନ ପାଇଁ ୨ମନ୍ତ୍ରୀ ନିରଞ୍ଜନ ପୂଜାରୀ ଏବଂ ସୁଶାନ୍ତ ସିଂ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର ମଇଦାନକୁ ଓହ୍ଲାଇଥିବା ସତ୍ତ୍ବେ ସ୍ବାଧୀନ ପ୍ରାର୍ଥୀଙ୍କଠାରୁ ବିଜେଡି ପଛରେ ପଡ଼ିିଯିବା ଘଟଣା ଜିଲାରେ ଚର୍ଚ୍ଚାର ବିଷୟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ତାତିଠୁ ବଳିଯାଇଛି ଜଳକଷ୍ଟ: ପାନୀୟଜଳ ଯୋଗାଣ ପ୍ରକଳ୍ପ ଅଚଳ

ବରଗଡ଼,୨୩।୫(ପ୍ରେମାନନ୍ଦ ଖମାରୀ):ବର୍ତ୍ତମାନ ତାତିର ପ୍ରକୋପ ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। କେବଳ ବାହାରେ ନୁହେଁ, ଘରେ ରହିଲେ ମଧ୍ୟ ଜୀବନ ଦହଗଞ୍ଜ ହୋଇ ପଡ଼ୁଛି। ଏଭଳି ସ୍ଥିତିରେ…

ହଠାତ୍‌ ଚଳନ୍ତା କାର୍‌ରେ ଲାଗିଲା ନିଆଁ: ଆଉ ତା’ପରେ ଘଟିଲା…

ଗଞ୍ଜାମ,୨୨।୫:ଜାତୀୟ ରାଜପଥ ହୁମା ହାଟ ପଡ଼ିଆ ନିକଟରେ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଧରାତିରେ ଏକ ଚଳନ୍ତା କାର୍‌ରେ ହଠାତ ନିଆଁ ଲାଗିଯିବାରୁ ତାହା ହୁତୁହୁତୁ ହୋଇ…

୨ ସାହି ମଧ୍ୟରେ ମହାଭାରତ: ଥାନା ସମ୍ମୁଖରେ ମାରପିଟ ହୋଇ…

ରାୟଗଡ଼ା,୨୩।୫( ସୁଜାତା ପାଢ଼ୀ): ରାୟଗଡ଼ ସହର ଥାନା ସମ୍ମୁଖରେ ଦୁଇ ଗୋଷ୍ଠୀର ଲୋକଙ୍କ ମଧ୍ୟରେ ମାରପିଟ ସହ ଅଶାନ୍ତି ଦେଖାଦେଇଛି । ଦୁଇ ସାହି ମଧ୍ୟରେ ବଚ୍‌ସା…

ଶୁଭିଲା ପ୍ରଚଣ୍ଡ ଶବ୍ଦ : ହଠାତ୍‌ ଘର କାନ୍ଥ ଫାଟି ଆଁ କରିଲା, ଜୀବନ ବିକଳରେ ଦୌଡ଼ି ଆସିଥିଲେ ପରିବାର ଲୋକେ

ଆନନ୍ଦପୁର, ୨୩।୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲାରୁ ଲୁହାପଥର ଚାଲାଣ ପାଇଁ ଜେଏସଡବ୍ଲୁ କମ୍ପାନୀ ପକ୍ଷରୁ ଏମ୍ପ୍ରୋକନ ଠିକା ସଂସ୍ଥା ଦ୍ୱାରା ୨୦ ନମ୍ବର ଜାତୀୟ ରାଜପଥ…

ଯୁକ୍ତ୨ ନାମଲେଖା ପାଇଁ ଏହିଦିନଠୁ ଆରମ୍ଭ ହେବ ଆବେଦନ

ଭୁବନେଶ୍ୱର,୨୩ା୫(ସୁଚିସ୍ମିତା ସାହୁ): ଯୁକ୍ତ ୨ ନାମଲେଖା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ୨୬ ତାରିଖରୁ ଜୁନ୍‌ ୩୦ ଯାଏ ଛାତ୍ରୀଛାତ୍ର ଅନ୍‌ଲାଇନ୍‌ ମାଧ୍ୟମରେ ଆବେଦନ କରିପାରିବେ।…

ବିଧାୟକ ରଣେନ୍ଦ୍ରଙ୍କ ଗାଡ଼ିକୁ ଅଣ୍ଡାମାଡ଼: ତା’ପରେ ଘଟିଲା…

ତିଗିରିଆ,୨୩ା୫(ଜାଫର ଖାଁ): କଟକ ଜିଲା ତିଗିରିଆ ପଞ୍ଚାୟତର ସମିତି ବୈଠକରେ ଯୋଗଦେବାକୁ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଆସୁଥିବାବେଳେ ପାଞ୍ଚଗଁା ଛକରେ ତାଙ୍କୁ ବିରୋଧ କରାଯାଇଛି। କେତେଜଣ…

ନାବାଳକଙ୍କୁ ଅସଦାଚରଣ: ପଡୋଶୀ ଘରର ନାବାଳକଙ୍କୁ ଘରକୁ ଡାକି….

ବଲାଙ୍ଗୀର, ୨୨ା୫ (ସୁନିଲ କୁମାର ମହାନ୍ତି): ଜଣେ ନାବାଳକଙ୍କୁ ଅସଦାଚରଣ ଅଭିେଯାଗରେ ପୁଇଁନ୍ତଳା ଥାନା ପୋଲିସ ଜଣେ ବ୍ୟକ୍ତିଙ୍କୁ ଥାନାକୁ ଆଣି ଅଟକ ରଖିଥିବା ଜଣାପଡିଛି। ବ୍ୟକ୍ତି…

ପେଣ୍ଟ ପକେଟ୍‌ରେ ଥିଲା ମୋବାଇଲ୍ ହଠାତ ହେଲା ବିସ୍ଫୋରଣ, ଅଳ୍ପକେ ବଞ୍ଚିଲେ..

ପଦ୍ମପୁର, ୨୨/୦୫ (ପ୍ରଦୀପ୍ତ ଦାଶ): ପଦ୍ମପୁର ନିକଟସ୍ଥ ଭେଉଁରିଆ ପଞ୍ଚାୟତର ଅମିତ କୁମାର ସାହୁ ସାଧାରଣ ଦିନମାନଙ୍କ ଭଳି ପେଣ୍ଟ ପକେଟ୍‌ରେ ମୋବାଇଲ୍ ରଖି କାମକୁ ବାହାରିଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri