ଓଡ଼ିଶାର ସବୁ ଆନ୍ତଃ ରାଜ୍ୟ ବିବାଦର ସମାଧାନ ପାଇଁ ଗଠନ ହେବ ଆନ୍ତ ମନ୍ତ୍ରୀ ସ୍ତରୀୟ କମିଟି

ଭୁବନେଶ୍ୱର,୧୩।୧୧: ବିଭିନ୍ନ ରାଜ୍ୟ ସହିତ ଓଡ଼ିଶାର ଥିବା ବିବାଦ ଗୁଡ଼ିକର ସମାଧାନ ପାଇଁ ଏକ ମନ୍ତ୍ରୀ ସ୍ତରୀୟ କମିଟି ( Inter Ministerial Committee ) ଗଠନ କରାଯିବ। ଆଜି ଲୋକ ସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚ ସ୍ତରୀୟ ବୈଠକରେ ମୁଖ୍ୟମନ୍ତ୍ରୀ ମାଝୀ ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି।

ବୈଠକରେ ବିଭିନ୍ନ ଆନ୍ତଃ ରାଜ୍ୟ ବିବାଦ ସଂପର୍କରେ ବିଷଦ ଆଲୋଚନା କରାଯାଇଥିଲା। ପୋଲାଭରମ, ବଂଶଧାରା, ମହାନଦୀ, କୋଟିଆ ଆଦି ବିଭିନ୍ନ ସମସ୍ୟା ଉପରେ ଆଲୋଚନା କରାଯାଇଥିଲା।

ଆଲୋଚନାରେ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ଆଡଭୋକେଟ ଜେନେରାଲ ପିତାମ୍ବର ଆଚାର୍ଯ୍ୟ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ଉନ୍ନୟନ କମିଶନର ଅନୁ ଗର୍ଗ, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓ ରଞ୍ଜନ କୁମାର ସିଂହ, ଆଇନ ବିଭାଗ ପ୍ରମୁଖ ସଚିବ ମାନସ ରଞ୍ଜନ ବାରିକ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାଲିପାଟଣାରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର,୨୧।୧: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିପାଟଣା ଭାପୁର ନାଥସାହିରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଗାଁର ଅନ୍ୟ ଜଣେ...

ସୋସିଆଲ ମିଡିଆ ପୋଷ୍ଟ ଉପରେ ଲାଗିଲା କଟକଣା

ବାଲେଶ୍ୱର,୨୧।୧(ବାଞ୍ଛାନିଧି ଦେ): ବାଲେଶ୍ୱରରେ ସୋସିଆଲ ମିଡିଆ ପୋଷ୍ଟ ଉପରେ ଜିଲା ପୋଲିସ ପକ୍ଷରୁ ବୁଧବାର କଟକଣା ଲାଗୁ କରାଯାଇଛିl କୌଣସି ସମ୍ପ୍ରଦାୟ ବିରୋଧରେ ପୋଷ୍ଟ ନ...

ଗାଁରେ କୁକୁର ଆତଙ୍କ: ଗୋଡ଼ାଇ ଗୋଡ଼ାଇ ୭ ଜଣଙ୍କୁ କାମୁଡ଼ିଲା

ପାଟଣା,୨୧ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବେଗନା ଗ୍ରାମରେ ବୁଧବାର ଏକ ପାଗଳ କୁକୁର ଆକ୍ରମଣରେ ୭ ଜଣ ଗୁରୁତର ଆହତ ହୋଇ...

ଏକାବେଳକେ ଆଖିବୁଜିଦେଲେ ଦୁଇ ସାଙ୍ଗ : ଘରକୁ ଫେରିବା ବେଳେ…

ପଡିଆ,୨୧।୧(ଭାସ୍କର ରାଓ): ମାଲକାନଗିରି ଜିଲା ପଡିଆ ସଦର ବ୍ଲକ କମାରଗୁଡା ନିକଟରେ ଦୁର୍ଘଟଣା ଘଟିଛି। ଦୁଇ ସାଙ୍ଗ ଏକ ବାଇକ୍‌ରେ ଯିବା ବେଳେ ଦୁର୍ଘଟଣାରେ ଉଭୟଙ୍କ...

ଶ୍ରୀମନ୍ଦିରରେ ରକ୍ତ ଛିଟା: ମହାପ୍ରଭୁଙ୍କ ହେବ ବଡ଼ ମହାସ୍ନାନ

ଭୁବନେଶ୍ୱର,୨୧।୧: ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ହେବ ହେବ ବଡ଼ ମହାସ୍ନାନ ନୀତି। ଭିତର କାଠ ନିକଟ ଚାଙ୍ଗେଡ଼ା ଘରେ ରକ୍ତ ପଡ଼ିଥିବାରୁ ବଡ଼ ମହାସ୍ନାନ କରାଯାଇଛି।...

କଲେଜ ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, କାହିଁକି ଏମିତି ଚରମ ନିଷ୍ପତ୍ତି ନେଲେ କାରଣ ଅସ୍ପଷ୍ଟ

ସମ୍ବଲପୁର,୨୧।୧(ପ୍ରମୋଦ ବହିଦାର): ସମ୍ବଲପୁର ବିଶ୍ୱବିଦ୍ୟାଳୟ (ଏସୟୁ) ବ୍ରହ୍ମପୁତ୍ର ଛାତ୍ରାବାସର ୫୨ ନମ୍ବର କୋଠରୀରୁ ଜଣେ ଛାତ୍ରଙ୍କ ଝୁଲନ୍ତା ମୃତଦେହକୁ ଉଦ୍ଧାର କରାଯାଇଛି। ସେ ହେଉଛନ୍ତି ସୁନ୍ଦରଗଡ଼...

ରାଜ୍ୟରେ ବଢିଲା ତାପମାତ୍ରା

ଭୁବନେଶ୍ୱର,୨୧।୧: ରାଜ୍ୟରେ ବଢିଲା ତାପମାତ୍ରା। ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବଢିଲା ତାପମାତ୍ରା। ୪ ଦିନରେ ଉପକୂଳରେ ୩ ଓ ଆଭ୍ୟନ୍ତରୀଣରେ ୭ ଡିଗ୍ରୀ ବୃଦ୍ଧି...

ବଲାଙ୍ଗୀରରେ ଚାଞ୍ଚଲ୍ୟ: ଶ୍ୱଶୁର ଘର ମାଡ଼ରେ ଜ୍ୱାଇଁଙ୍କ ଚାଲିଗଲା ଜୀବନ, ଏହି କାରଣରୁ…

ବଲାଙ୍ଗୀର,୨୧।୧ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଚାଞ୍ଚଲ୍ୟ। ତୁଳସୀନଗର ପଡାରେ ଯଦୁମଣି ବଗର୍ତ୍ତୀ ନାମକ ଜଣେ ବ୍ୟକ୍ତିଙ୍କୁ କୋଦାଳରେ ଲାଗିଥିବା ବାଡିରେ ପିଟି ହତ୍ୟା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri