Posted inଫୁରସତ

ଯେଉଁ ଦ୍ୱୀପକୁ ମହିଳା ଯିବା ମନା

ଦୁନିଆରେ ଏପରି ଏକ ସ୍ଥାନ ଅଛି ଯେଉଁଠି କି ମହିଳାଙ୍କୁ ଯିବା ମନା । ଶୁଣି ଆଶ୍ଚର୍ଯ୍ୟ ଲାଗୁଛି ନା ! ଜାଣନ୍ତୁ ସେ ସମ୍ପର୍କରେ…
ଦକ୍ଷିଣ-ପଶ୍ଚିମ ଜାପାନର ଓକିନୋସିମା ଏପରି ଏକ ସ୍ଥାନ ଯାହାକୁ ପବିତ୍ର ବୋଲି ବିଚାର କରାଯାଏ। କିନ୍ତୁ ଏହି ପବିତ୍ର ସ୍ଥାନରେ କୌଣସି ମହିଳା ପ୍ରବେଶ କରିବାର ଅନୁମତି ନାହିଁ।
ମହିଳାଙ୍କୁ ଅନୁମତି ନ ମିଳିବାର କାରଣ, ଏହି ଦ୍ୱୀପକୁ ଆରମ୍ଭରୁ ମହିଳାଙ୍କ ପାଇଁ ଅସୁରକ୍ଷିତ ବୋଲି ଧରାଯାଏ। ଦ୍ୱୀପରେ ଥିବା ମନ୍ଦିରର ମହନ୍ତଙ୍କ କହିବା ଅନୁଯାୟୀ, ଏହି ପ୍ରଥାକୁ ବନ୍ଦ କରାଯିବା ଉଚିତ ନୁହେଁ। ଅନ୍ୟ ଏକ କାରଣ, ପୁରୁଷମାନେ ଏଠାରେ ଉଲଗ୍ନ ଅବସ୍ଥାରେ ବୁଲୁଥିବାରୁ ମହିଳାଙ୍କୁ ଅନୁମତି ନାହିଁ ବୋଲି ମଧ୍ୟ କୁହାଯାଏ।
ଜାପାନରେ ଥିବା ଏହି ଦ୍ୱୀପରେ ସିଣ୍ଟୋ ଧର୍ମର ନୀତି ନିୟମ ପାଳନ କରାଯାଏ।
ଏହି ଦ୍ୱୀପକୁ ୟୁନେସ୍କୋ ପକ୍ଷରୁ ବିଶ୍ୱ ଐତିହ୍ୟ ଭାବେ ମାନ୍ୟତା ମିଳିଛି। ୭୦୦ବର୍ଗ ମିଟର ପରିବ୍ୟାପ୍ତ ଏହି ଦ୍ୱୀପ ଚତୁର୍ଥରୁ ନବମ ଶତାବ୍ଦୀ ମଧ୍ୟରେ କୋରିଆ ଓ ଚାଇନା ମଧ୍ୟରେ ବ୍ୟବସାୟ ବାଣିଜ୍ୟର କେନ୍ଦ୍ରବିନ୍ଦୁ ପାଲଟିଥିଲା।
ସପ୍ତଦଶ ଶତାବ୍ଦୀରେ ଏଠାରେ ଏକ ମନ୍ଦିର ନିର୍ମାଣ କରାଯାଇଥିଲା। ଏହି ମନ୍ଦିରରେ ପୂଜାର୍ଚ୍ଚନା କରିବା ଦ୍ୱାରା ନାବିକମାନେ ନୌଯାତ୍ରା ସୁରକ୍ଷତ ରୁହେ ବୋଲି ବିଶ୍ୱାସ ରହିଛି।
ପୁରୁଷମାନେ ଏହି ସ୍ଥାନକୁ ଯିବାକୁ ହେଲେ କଠୋର ନିୟମ ପାଳନ କରିବାକୁ ପଡ଼ିଥାଏ। ଯିବା ପୂର୍ବରୁ ସେମାନେ ଉଲଗ୍ନ ହୋଇ ସମୁଦ୍ରରେ ଗାଧୋଇଥାନ୍ତି। ସେହି ସ୍ଥାନକୁ ଉଲଗ୍ନ ଭାବେ ଯାଇଥାନ୍ତି। ଏଠାରେ କେବଳ ବର୍ଷକୁ ୨୦୦ପୁରୁଷ ଯିବାର ଅନୁମତି ରହିଛି। କେବଳ ଏତିକି ନୁହେଁ ସେମାନେ ସେଠାରୁ ଫେରିବା ସମୟରେ ଦ୍ୱୀପର କୌଣସି ଜିନିଷ ଆଣିପାରିବେ ନାହିଁ ଏବଂ ନିଜ ଅନୁଭୂତି କାହାକୁ ବାଣ୍ଟି ପାରିବେ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

କରୁର୍ ଦଳାଚକଟା; ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ୪୧ ମୃତକଙ୍କ ପରିବାରକୁ ମିଳିବ ସରକାରୀ ଚାକିରି!

ଚେନ୍ନାଇ,୩ା୭: କରୁରରେ ଟିଭିକେ ନେତା ବିଜୟଙ୍କ ପ୍ରଚାର ସମୟରେ ଦଳାଚକଟାରେ ୪୧ଜଣଙ୍କ ଜୀବନ ଯଆଇଥିଲେ । ଏହି ଘଟଣାରେ ଗୁରୁବାର ଦିନ ସି ଜୋସେଫ ବିଜୟଙ୍କ ନେତୃତ୍ୱାଧୀନ…

ମେଡିକାଲ ଆଗରେ ପଡ଼ିଛି ଯୁବକଙ୍କ ରକ୍ତାକ୍ତ ମୃତଦେହ, ହତ୍ୟା ଅଭିଯୋଗ

ବେଲପାହାଡ଼,୩ା୭(ସୁବାସ ପ୍ରଧାନ): ବେଲପାହାଡ଼ ପୌରାଞ୍ଚଳରେ ଶୁକ୍ରବାର ସକାଳୁ ଏକ ଅଭାବନୀୟ କାଣ୍ଡ ଘଟିଯାଇଥିବା ଅଭିଯୋଗ ହୋଇଛି। ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଏବଂ ଉତ୍ତେଜନା ପ୍ରକାଶ…

Cristiano Ronaldo Retirement Plans: ବିଶ୍ୱକପ ପରେ କ୍ରିଷ୍ଟିଆନୋ ରୋନାଲ୍ଡୋ ଅବସର ନେବେ? ଭଉଣୀ କହିଲେ ବଡ଼ କଥା

ଲିସବନ,.୩।୭: କ୍ରିଷ୍ଟିଆନୋ ରୋନାଲ୍ଡୋ ଗୁରୁବାର ଫିଫା ବିଶ୍ୱକପ ନକଆଉଟ ମ୍ୟାଚରେ ସବୁଠାରୁ ବୟସ୍କ ଖେଳାଳି ହୋଇ ଆଉ ଏକ ରେକର୍ଡ ସ୍ଥାପନ କରିଛନ୍ତି। ଗୁରୁବାର ରାଉଣ୍ଡ ଅଫ…

ମାଲାମାଲ ଅକ୍ଷୟ: ଗୋଟିଏ ମାସରେ ୪ ଫ୍ଲାଟ୍‌ ବିକି ଏତିକି ଟଙ୍କା କଲେ ଲାଭ

ବଲିଉଡ ଅଭିନେତା ଅକ୍ଷୟ କୁମାର କେବଳ ଚଳଚ୍ଚିତ୍ରରୁ ନୁହେଁ ବରଂ ରିଅଲ ଇଷ୍ଟେଟରୁ ମଧ୍ୟ ରୋଜଗାର କରୁଛନ୍ତି। ସାମ୍ପ୍ରତିକ ମାସ ଗୁଡ଼ିକରେ ତାଙ୍କର ପ୍ରୋଜେକ୍ଟ ‘ଭୂତ ବଙ୍ଗଳା’…

ପେଟ୍ରୋଲରେ ଇଥାନଲ ମିଶାଇଲେ ଗାଡ଼ିର ମାଇଲେଜ କମିଯାଏ କି? କେନ୍ଦ୍ରମନ୍ତ୍ରୀ କହିଲେ…

ନୂଆଦିଲ୍ଲୀ,୩।୭: ପେଟ୍ରୋଲରେ ଇଥାନଲ ବ୍ୟବହାର ନେଇ ଦେଶରେ ବର୍ତ୍ତମାନ ଏକ ଉଷ୍ମ ବିତର୍କ ଚାଲିଛି। ଏହି ପ୍ରସଙ୍ଗକୁ ସମ୍ବୋଧିତ କରି ପେଟ୍ରୋଲିୟମ ମନ୍ତ୍ରୀ ହରଦୀପ ସିଂହ ପୁରୀ…

ପୁଅ ଅନ୍ୟ ଜାତିରେ ବାହା ହୋଇଥିଲେ ବୋଲି ବାପାଙ୍କ ମୃତଦେହକୁ ଛୁଇଁଲେନି କେହି: ୧୦ ଘଣ୍ଟା ପରେ…

ପାଟଣାଗଡ଼,୩।୭(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲାର ପାଟଣାଗଡ଼ ବ୍ଳକ ଅନ୍ତର୍ଗତ ତୁଳସୀଡୁଙ୍ଗରି ଗାଁରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ବୃଦ୍ଧାଙ୍କ ପୁଅ ଅନ୍ୟଜାତିର ବାହା…

‘ମୋ ବିବାହ ଜୁଲାଇରେ…’ ଗୌରୀ ସ୍ପ୍ରେଟଙ୍କ ସହିତ ଓ୍ବେଡିଂ ପ୍ଲାନ ପ୍ରକାଶ କଲେ ଆମିର

ମୁମ୍ବାଇ: ବଲିଉଡର ‘ମିଷ୍ଟର ପରଫେକ୍ସନିଷ୍ଟ’ ଆମିର ଖାନ ଜୁଲାଇ ୫ରେ ତାଙ୍କ ପ୍ରେମିକା ଗୌରୀ ସ୍ପ୍ରେଟଙ୍କୁ ବିବାହ କରିବାକୁ ଯାଉଛନ୍ତି। ଅଭିନେତା ପୂର୍ବରୁ ଦୁଇଥର ବିବାହ କରିଛନ୍ତି,…

ଆମେରିକା-ଇରାନ ଶାନ୍ତି ଚୁକ୍ତି ମଧ୍ୟରେ ଟ୍ରମ୍ପଙ୍କ ବଡ଼ ଦାବି, ଇରାନ ସମସ୍ତ ସର୍ତ୍ତ ଗ୍ରହଣ…

ଓ୍ବାଶିଂଟନ,୩ା୭: ଆମେରିକା ଏବଂ ଇରାନ ମଧ୍ୟରେ ଏକ ସମ୍ଭାବ୍ୟ ଶାନ୍ତି ଚୁକ୍ତିନାମା ସମ୍ପର୍କରେ ଆଲୋଚନା ପରେ, ଗୁରୁବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଦାବି କରିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri