Posted inଫୁରସତ

ବିନା ନିମନ୍ତ୍ରଣରେ ଭୋଜି ଖାଉ ଖାଉ ଧରାପଡିଗଲେ ଏମ୍‌ବିଏ ଛାତ୍ର, ଆଉ ତା’ପରେ…

ଏବେ ବିବାହ ସିଜିନ୍‌ ଚାଲିଛି। ଏହା ସହିତ ସେହି ଲୋକମାନେ ମଧ୍ୟ ଫେରି ଆସିଛନ୍ତି, ଯେଉଁମାନେ ବିନା ନିମନ୍ତ୍ରଣରେ ବିବାହ ସମାରୋହରେ ପହଞ୍ଚି ସ୍ବାଦିଷ୍ଟ ଖାଦ୍ୟର ଉପଭୋଗ କରନ୍ତି। ଦେଶର ଅଧିକାଂଶ ସ୍ଥାନରେ ହଷ୍ଟେଲରେ ରହୁଥିବା ଛାତ୍ରମାନେ ଏଭଳି କରୁଥିବା ନଜର ଆସିଥାନ୍ତି। ସେଭଳି ଏକ ଘଟଣା ମଧ୍ୟପ୍ରଦେଶ ରାଜଧାନୀ ଭୋପାଳରୁ ଆସିଛି। ସେଠାରେ ଜଣେ ଏମ୍‌ବିଏ ଛାତ୍ର ବିନା ନିମନ୍ତ୍ରଣରେ ବିବାହ ଭୋଜି ଖାଇବାକୁ ଆସିଥିଲେ। ହେଲେ ଭୋଜି ଖାଉ ଖାଉ ସେ ଧରାପଡିଯାଇଥିଲେ। ପରେ ତାଙ୍କୁ ବିବାହ ବାସନ ଧୋଇବାକୁ ପଡିଥିଲା। ନରେନ୍ଦ୍ର ସିଂ ନାମକ ଜଣେ ବ୍ୟକ୍ତି ଏହି ଭିଡିଓକୁ ଶେୟାର କରିଛନ୍ତି। ଯାହା ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ହେଲେ ଭିଡିଓରେ ଛାତ୍ରଙ୍କ ପରିଚୟ ସ୍ପଷ୍ଟ ଜଣାପଡୁନାହିଁ। ପ୍ରାପ୍ତ ସୂଚନା ଅନୁଯାୟୀ ଯୁବକ ଜଣଙ୍କ ଏମ୍‌ବିଏ ଛାତ୍ର ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଅ ଅନ୍ୟ ଜାତିରେ ବାହା ହୋଇଥିଲେ ବୋଲି ବାପାଙ୍କ ମୃତଦେହକୁ ଛୁଇଁଲେନି କେହି: ୧୦ ଘଣ୍ଟା ପରେ…

ପାଟଣାଗଡ଼,୩।୭(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲାର ପାଟଣାଗଡ଼ ବ୍ଳକ ଅନ୍ତର୍ଗତ ତୁଳସୀଡୁଙ୍ଗରି ଗାଁରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ବୃଦ୍ଧାଙ୍କ ପୁଅ ଅନ୍ୟଜାତିର ବାହା…

‘ମୋ ବିବାହ ଜୁଲାଇରେ…’ ଗୌରୀ ସ୍ପ୍ରେଟଙ୍କ ସହିତ ଓ୍ବେଡିଂ ପ୍ଲାନ ପ୍ରକାଶ କଲେ ଆମିର

ମୁମ୍ବାଇ: ବଲିଉଡର ‘ମିଷ୍ଟର ପରଫେକ୍ସନିଷ୍ଟ’ ଆମିର ଖାନ ଜୁଲାଇ ୫ରେ ତାଙ୍କ ପ୍ରେମିକା ଗୌରୀ ସ୍ପ୍ରେଟଙ୍କୁ ବିବାହ କରିବାକୁ ଯାଉଛନ୍ତି। ଅଭିନେତା ପୂର୍ବରୁ ଦୁଇଥର ବିବାହ କରିଛନ୍ତି,…

ଆମେରିକା-ଇରାନ ଶାନ୍ତି ଚୁକ୍ତି ମଧ୍ୟରେ ଟ୍ରମ୍ପଙ୍କ ବଡ଼ ଦାବି, ଇରାନ ସମସ୍ତ ସର୍ତ୍ତ ଗ୍ରହଣ…

ଓ୍ବାଶିଂଟନ,୩ା୭: ଆମେରିକା ଏବଂ ଇରାନ ମଧ୍ୟରେ ଏକ ସମ୍ଭାବ୍ୟ ଶାନ୍ତି ଚୁକ୍ତିନାମା ସମ୍ପର୍କରେ ଆଲୋଚନା ପରେ, ଗୁରୁବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଦାବି କରିଛନ୍ତି…

ଶାନ୍ତି ଆଲୋଚନା ପାଇଁ ପାକିସ୍ତାନ ଆସିଥିବା ଆରାଘଚିଙ୍କ ସହ ଗାଲିବାଫଙ୍କୁ ହତ୍ୟା କରିବାକୁ ଚାହୁଁଛି ଇସ୍ରାଏଲ! ହତ୍ୟା ଷଡ଼ଯନ୍ତ୍ରର…

ଜେରୁଜେଲମ,୩।୭: ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଉତ୍ତେଜନା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ଦାବି ସାମ୍ନାକୁ ଆସିଛି। ଆମେରିକୀୟ ଖବରକାଗଜ ନ୍ୟୁୟର୍କ ଟାଇମ୍ସର ଏକ ରିପୋର୍ଟ ଅନୁଯାୟୀ, ଯେତେବେଳେ…

ପୋଡମପେଟା ସମୁଦ୍ର କୂଳ ଲଂଘିବା ଘଟଣା: ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୩।୭(ଅନାଥ ତରାଇ):  ବିଶ୍ୱତାପନ ଓ ବଙ୍ଗୋପସାଗରରେ କ୍ରମାଗତ ଜଳସ୍ତର ବୃଦ୍ଧି ଯୋଗୁଁ ଗଞ୍ଜାମ ଜିଲା ଉପକୂଳରେ ସ୍ଥିତି ଗମ୍ଭୀର ରହିଛି । ଏହାର ସ୍ଥାୟୀ ସମାଧାନ ପାଇଁ ସ୍ଥାନୀୟ…

ଘରୁ ଉଭାନ୍‌ ହୋଇଗଲେ ଅଷ୍ଟମ ଶ୍ରେଣୀ ଛାତ୍ରୀ: ବାପା କହିଲେ…

ଭବାନୀପାଟଣା,୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ସହର ସ୍ଥିତ ଭୈରବନଗର ପଡ଼ାରେ ରହୁଥିବା ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀ ଅପହରଣ ହୋଇଥିବା ନେଇ ଅଭିଯୋଗ ଆସିଛି।…

ଅଙ୍ଗନଦୀ ସେତୁରୁ ଉଠିଗଲା କଂକ୍ରିଟ: ଦୁର୍ଘଟଣା ଆଶଙ୍କା

ଲୋଇସିଂହା,୩।୭ (ସୁଶାନ୍ତ ବାରିକ):ବଲାଙ୍ଗୀର-ବରଗଡ୨୬ନଂ ଜାତୀୟ ରାଜପଥ ଲୋଇସିଂହା ଥାନା ସାଲେଭଟା ଅଙ୍ଗନଦୀ ସେତୁ ମଝି ଅଂଶ ଶୋଚନୀୟ ହୋଇ ପଡିଥିବା ସ୍ଥାନକୁ ଗତ ମଙ୍ଗଳବାର ମରାମତି କରାଯାଇଥିଲା।…

ଓଡ଼ିଶା ସମେତ ୧୬ ରାଜ୍ୟକୁ ହାଇ ଆଲର୍ଟ; IMD ର ବଡ଼ ଚେତାବନୀ

ନୂଆଦିଲ୍ଲୀ,୩।୭: ଭାରତୀୟ ପାଣିପାଗ ବିଭାଗ (IMD) ଅନୁସାରେ, ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେଉଛି। ଉତ୍ତର ଓଡ଼ିଶା ଉପକୂଳ ନିକଟରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri