Posted inଫୁରସତ

ହ୍ରିତିକଙ୍କ ଭଳି ଏମିତି ନାଚିଲେ ବୃଦ୍ଧ, ଭିଡିଓ ଦେଖି ହେବେ ଆଶ୍ଚର୍ଯ୍ୟ

ସୋସିଆଲ ମିଡିଆରେ ପ୍ରତିଦିନ ଅନେକ ଭିଡିଓ ଭାଇରାଲ ହେଉଛି। ବେଳେବେଳେ ଏହି ଭିଡିଓ ଜରିଆରେ କିଛି ଲୋକଙ୍କ ପ୍ରତିଭା ଦେଖି ଆଶ୍ଚର୍ଯ୍ୟ ଲାଗିଥାଏ। ଏବେ ସୋସିଆଲ ମିଡିଆରେ ସେମିତି ଜଣେ ବୃଦ୍ଧଙ୍କ ଭିଡିଓ ଭାଇରାଲ ହେଉଛି। ଏହି ଭିଡିଓରେ ଜଣେ ବୃଦ୍ଧ ହ୍ରିତିକ ରୋଶନଙ୍କ ଫିଲ୍ମ ‘କ୍ରିଶ’ର ‘ଦିଲ ନା ଦିୟା’ ଗୀତରେ ନାଚୁଥିବାର ନଜର ଆସିଛନ୍ତି। ତାଙ୍କ ଷ୍ଟେପ୍‌ ସବୁ ଦେଖି ଲୋକେ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। ଏହି ଭିଡିଓ ଇନଷ୍ଟାଗ୍ରାମରେ ଏସ୍‌. ସୁରେଶଙ୍କ ଦ୍ୱାରା ଶେୟାର କରାଯାଇଛି। ଭିଡିଓଟି ଏପର୍ଯ୍ୟନ୍ତ ୫୦,୦୦୦ରୁ ଅଧିକ ଭ୍ୟୁ ଏବଂ ୪,୦୦୦ରୁ ଅଧିକ ଲାଇକ ପାଇଛି।
ଏସ୍‌.ସୁରେଶ ଇନଷ୍ଟାଗ୍ରାମରେ s.sureshdancer ନାମକ ଏକ ଆକାଉଣ୍ଟ ଖୋଲିଛନ୍ତି। ପ୍ରାୟତଃ ସେ ବଲିଉଡ୍‌ ଗୀତରେ ନୃତ୍ୟ କରି ଲୋକଙ୍କ ହୃଦୟ ଜିତିଥାନ୍ତି। ବୟସ ହୋଇଯାଇଥିବା ସତ୍ତ୍ୱେ ବୃଦ୍ଧଙ୍କ ଷ୍ଟାଇଲ୍‌ ଦେଖି ଲୋକେ ଦିଓ୍ବାନା ହୋଇଯାଇଛନ୍ତି। ଲୋକମାନେ ସୁରେଶଙ୍କର ନୃତ୍ୟ ଦକ୍ଷତାକୁ ପ୍ରଶଂସା କରୁଛନ୍ତି। ଚାଚା ସୁରେଶଙ୍କ ଏପର୍ଯ୍ୟନ୍ତ ୧୭.୪ ହଜାର ଫଲୋଅର୍ସ ଅଛନ୍ତି।

 

View this post on Instagram

 

A post shared by S. Suresh (@s.sureshdancer)


Enter your email to get our daily news in your inbox.

All Right Reserved By Dharitri.Com

୨୩ ବର୍ଷର ଯୁବତୀ କ୍ଲିୟର କଲେ ୟୁପିଏସସି ପରୀକ୍ଷା, କାମ କରୁଛି ମାତ୍ର ୨ଟି ଆଙ୍ଗୁଠି

ନୂଆଦିଲ୍ଲୀ,୧୮।୪: ୟୁପିଏସସି ସିଭିଲ ସର୍ଭିସେସ ପରୀକ୍ଷା (UPSC CSE) ୨୦୨୩ ଫଳାଫଳ ପ୍ରକାଶ ପାଇବା ପରେ, ଯେଉଁମାନେ ଏହାକୁ ପାସ କରିଛନ୍ତି ସେମାନଙ୍କ ଅନେକ ସଂଘର୍ଷ...

ସତର୍କତାକୁ ପ୍ରାଥମିକତା

ଆମ ଶରୀରର ଅନ୍ୟତମ ପ୍ରମୁଖ ଅଙ୍ଗ ହେଉଛି ଯକୃତ ବା ଲିଭର। ଏହା ସୁସ୍ଥ ରହିବା ନିହାତି ଦରକାର। ନ ହେଲେ ସମୟକ୍ରମେ ଏହା ଜଟିଳ...

ଭଗବାନ ରାମଙ୍କ ନିଆରା ବ୍ୟାଙ୍କ; ୫ ଲକ୍ଷ ଥର ‘ସୀତାରାମ’ ଲେଖିବା ପରେ ଖୋଲିଥାଏ ଆକାଉଣ୍ଟ

ଅଯୋଧ୍ୟା: ସାରା ଦେଶରେ ରାମ ନବମୀର ପର୍ବ ବେଶ ଧୁମ୍‌ଧାମ୍‌ରେ ପାଳନ କରାଯାଉଛି। ଏହି ଅବସରରେ ଅଯୋଧ୍ୟା ସମ୍ପୂର୍ଣ୍ଣ ଆଲୋକିତ ହୋଇଛି। କାରଣ ରାମଲାଲାଙ୍କ ପ୍ରାଣ...

ଜନ୍ମରୁ ୧ ମାସ ପର୍ଯ୍ୟନ୍ତ ପୁଅକୁ ଦେଉଥିଲେ କେବଳ ସୂର୍ଯ୍ୟକିରଣ, ଶିଶୁର ମୃତ୍ୟୁ ପରେ ପିତାଙ୍କୁ ୮ ବର୍ଷ ଜେଲ

ମସ୍କୋ,୧୭।୪: ରୁଷିଆର ଜଣେ ଇନଫ୍ଲୁଏନ୍ସରଙ୍କ ଏକ ମାସର ପୁଅର ମୃତ୍ୟୁ ହେତୁ ତାଙ୍କୁ କୋର୍ଟ ୮ ବର୍ଷ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ସେ ନିଜ ପୁଅକୁ...

ଅଧିକ ସଚେତନତାର ଆବଶ୍ୟକତା ରହିଛି

ପ୍ରତିବର୍ଷ ଏପ୍ରିଲ ୧୭ ତାରିଖରେ ପାଳିତ ହୋଇଥାଏ ‘ବିଶ୍ୱ ହେମୋଫିଲିଆ ଦିବସ’। ଚଳିତ ବର୍ଷ ଏହି ଦିବସର ପ୍ରସଙ୍ଗ ରହିଛି-‘ସମସ୍ତ ବଂଶାନୁକ୍ରମିକ ବ୍ୟାଧିରେ ଆକ୍ରାନ୍ତ ସବୁ...

୨୭୦ ଥର ଟ୍ରାଫିକ୍‌ ନିୟମ ଉଲ୍ଲଘଂନ, ୧.୩୬ ଲକ୍ଷ ଜରିମାନା

ବେଙ୍ଗାଲୁରୁ: ଟ୍ରାଫିକ ନିୟମ ଉଲ୍ଲଂଘନ ପାଇଁ ସାଧାରଣତଃ କିଛି ହଜାର ଟଙ୍କା ଜରିମାନା ଦେବାକୁ ପଡିଥାଏ। କିନ୍ତୁ ଏବେ ଏପରି ଏକ ମାମଲା ସାମ୍‌ନାକୁ ଆସିଛି,...

କଂଗ୍ରେସ ନାଁରେ ସାଂଘାତିକ ଅଭିଯୋଗ ଆଣିଲେ ଅମିର ଖାନ୍‌

ମୁମ୍ବାଇ,୧୭ା୪:କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ଜରିଆରେ ବଲିଉଡ୍‌ ଅଭିନେତା ଆମୀର ଖାନ୍‌ଙ୍କ ପୁରୁଣା ଭିଡିଓକୁ ବ୍ୟବହାର କରାଯାଇ ଭାଜପା ବିରୋଧରେ ଏକ ବିଜ୍ଞାପନ ପ୍ରସ୍ତୁତ କରାଯାଇଛି। ସୋସିଆଲ...

୨.୨୬ ଲକ୍ଷ ଟଙ୍କାରେ ନିଲାମ ହେଲା ଗୋଟିଏ ଅଣ୍ଡା, କାରଣ ଜାଣିଲେ…

ନୂଆଦିଲ୍ଲୀ,୧୬।୪: ସମସ୍ତେ ଶୁଣିଛନ୍ତି ଯେ ଅଣ୍ଡା ଖାଇବା ସ୍ବାସ୍ଥ୍ୟ ପାଇଁ ଲାଭଦାୟକ, କିନ୍ତୁ ଯେତେବେଳେ ଆପଣ ଜାଣିବେ ଯେ ଗୋଟିଏ ଅଣ୍ଡାର ମୂଲ୍ୟ ଲକ୍ଷ ଲକ୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri