ଘରେଥିଲେ ବୃଦ୍ଧ ହଠାତ୍‌ ଲାଗିଗଲା ନିଆଁ: ଶେଷରେ…

ବାରିପଦା, ୨୧।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ମୁଣ୍ଢାକଟା ପଞ୍ଚାୟତ ଜୁନା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଘରେ ନିଆଁ ଲାଗି ବୃଦ୍ଧ ଆନନ୍ଦ ସିଂ(୬୫) ଜୀବନ୍ତ ଦଗ୍ଧ ହୋଇଛନ୍ତି। ଯାହାକୁ ନେଇ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି । ଖବରପାଇ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ କରିଛନ୍ତି। ତେବେ ନିଆଁ ଲାଗିବାର କାରଣ ଜଣାପଡି ନାହିଁ । ପୋଲିସ ଘଟଣାସ୍ଥଳରେ ପହଞ୍ଚିି ଘଟଣାର ତଦନ୍ତ କରିବା ସହିତ ମୃତଦେହ ବ୍ୟବଚ୍ଛେଦ ପାଇଁ ବାରିପଦା ପଠାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ହରମୁଜରେ ୫ ଯୁଦ୍ଧ ଜାହାଜ ଓହ୍ଲାଇଲା ଭାରତ, ଆଗକୁ କିଛି ବଡ଼…

ନୂଆଦିଲ୍ଲୀ,୨୬।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ସହିତ ଜଡିତ ବିବାଦ ମଧ୍ୟରେ, ହରମୁଜ ପ୍ରଣାଳୀ ଆଲୋଚନାର ଏକ କେନ୍ଦ୍ରୀୟ ବିଷୟ ପାଲଟିଛି। ବିଶ୍ୱର ପ୍ରାୟ 20% ରୁ…

ମହାଗୌରୀ ବେଶରେ ମା’ ସମଲେଇ: ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ସମାଗମ

ବରଗଡ଼,୨୬।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଚାଲିଛି। ଅଷ୍ଟମ ଦିବସ ଗୁରୁବାର ଦେବୀ ମହାଗୌରୀ ବେଶରେ ଦର୍ଶନ ଦେଇଛନ୍ତି। ଦେବୀଙ୍କୁ…

ଯାତ୍ରୀବାହୀ ବସକୁ ଧକ୍କା ଦେଲା ଟକ୍‌: ୧୦ ଯାତ୍ରୀ ଜୀବନ୍ତ ଦଗ୍ଧ

ହାଇଦ୍ରାବାଦ,୨୬।୩: ଆନ୍ଧ୍ରପ୍ରଦେଶର ମାର୍କାପୁରମ ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଦଶ ଜଣ ପ୍ରାଣ ହରାଇଛନ୍ତି। ରାୟାବରମ ନିକଟରେ କାଠ ଖଣି ନିକଟରେ ଏକ…

ଅହିଂସା ଓ ଅସ୍ପୃଶ୍ୟତା

ଅହିଂସାକୁ ହିନ୍ଦୁଧର୍ମରେ ଶ୍ରେଷ୍ଠ ସଦାଚାର ବା ଗୁଣ ବୋଲି ବିବେଚନା କରାଯାଏ। ଏହା ସଦାଚାରୀ ସନ୍ନ୍ୟାସୀ, ଦୟାଶୀଳ ଋଷି ତଥା ଶ୍ରେଷ୍ଠ ନୈତିକ ଜୀବନର ଭାବମୂର୍ତ୍ତିକୁ ପରିପ୍ରକାଶକରେ।…

ଏତିକି ଟଙ୍କାରେ ନିଲାମ ହେଲା ମରିଚି କୁଣ୍ଡ ପାଣି: ନିଃସନ୍ତାନ ମହିଳା ହେବେ ସନ୍ତାନ ପ୍ରାପ୍ତି

ଭୁବନେଶ୍ୱର,୨୬।୩: ରୁକୁଣା ରଥଯାତ୍ରା ପୂର୍ବରୁ ମୁକ୍ତେଶ୍ୱର ମନ୍ଦିର ପରିସରରେ ଥିବା ମରୀଚି କୁଣ୍ଡ ପାଣି ନିଲାମ ହୋଇଛି। ୭୦୦୧ ଟଙ୍କାରେ ନିଲାମ ହେଲା ମରିଚି କୁଣ୍ଡ ପାଣି।…

ହୋଟେଲ, ରେଷ୍ଟୁରାଣ୍ଟରେ ‘ଏଲ୍‌ପିଜି ଚାର୍ଜ’ ନେବା ବେଆଇନ

ଭୁବନେଶ୍ୱର,୨୬ା୩(ଅନୁରାଧା ମହାରଣା):କେନ୍ଦ୍ରୀୟ ଗ୍ରାହକ ସୁରକ୍ଷା ପ୍ରାଧିକରଣ (ସିସିପିଏ), ହୋଟେଲ ଏବଂ ରେଷ୍ଟୁରାଣ୍ଟଗୁଡିକ ଦ୍ୱାରା ଗ୍ରାହକଙ୍କ ବିଲ୍‌ରେ ଏଲ୍‌ପିଜି ଚାର୍ଜ, ଗ୍ୟାସ୍‌ ସର୍‌ଚାର୍ଜ ଏବଂ ଇନ୍ଧନ ମୂଲ୍ୟ ଭରଣା…

ସରିଯିବ ଧାନକିଣା ଅବଧି, ସମସ୍ୟା ଅସମାହିତ

ବରଗଡ଼,୨୬ା୩(ପ୍ରେମାନନ୍ଦ ଖମାରୀ): ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିବାକୁ ଆଉ ମାତ୍ର ୬ ଦିନ ବାକି। ମାତ୍ର ବରଗଡ଼ ଜିଲାର ବିଭିନ୍ନ ବ୍ଲକର ଚାଷୀମାନେ ଧାନ ବିକ୍ରି…

ମୋଦି ବିଶ୍ୱର ସବୁଠୁ ଲୋକପ୍ରିୟ ନେତା

ନୂଆଦିଲ୍ଲୀ ,୨୬ା୩: ବିଶ୍ୱର ଲୋକପ୍ରିୟ ନେତା ଭାବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବେ ବି ସବୁଠୁ ଆଗରେ ରହିଛନ୍ତି। ଗତ ବର୍ଷ ତୁଳନାରେ ତାଙ୍କର ଲୋକପ୍ରିୟତା ହ୍ରାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri