Posted inଭଦ୍ରକ

ରାଗି କି ଘରୁ ପଳେଇଲେ ବୃଦ୍ଧା, ଖୋଜି ପାଉନାହାନ୍ତି ପରିବାର ଲୋକେ

ଭଦ୍ରକ,୩ା୮: ଭଦ୍ରକ ଜିଲା ଧୂଷୁରୀ ଥାନା ଅନ୍ତର୍ଗତ ପଙ୍ଗଟା ଗ୍ରାମର ଜଣେ ବୃଦ୍ଧା ଘରୁ ରାଗି କି କେଉଁଆଡ଼େ ଚାଲିଯାଇଛନ୍ତି। ବୃଦ୍ଧା ଜଣକ ହେଲେ ଚିତ୍ତରଞ୍ଜନ ସାହୁଙ୍କ ସ୍ତ୍ରୀ ରମାମଣି(୬୦)। ଗୁରୁବାର ଘରେ କିଛି କଥାକୁ ନେଇ ସାମାନ୍ୟ ପାଟିତୁଣ୍ଡ ହୋଇଥିଲା। ଏଥିରେ ରାଗି କି ରମାମଣି କେଉଁଆଡ଼େ ପଳାଇଛନ୍ତି। ପରିବାର ଲୋକେ ବନ୍ଧୁବାନ୍ଧବ ଆତ୍ମୀୟ ସ୍ବଜନଙ୍କ ଘରେ ଖୋଜାଖୋଜି କରିଥିଲେ ମଧ୍ୟ ଏଯାଏ କୌଣସି ସନ୍ଧାନ ପାଇପାରୁନାହାନ୍ତି। ଏନେଇ ଧୂଷୁରୀ ଥାନାରେ କେସ୍‌ ନଂ ୮୭/୨୪ରେ ଏକ ମାମଲା ରୁଜୁ ହେବା ସହ ପୋଲିସ ତଦନ୍ତ ଚଳାଇଛି। ଅନ୍ୟପକ୍ଷରେ ବୃଦ୍ଧା ରମାମଣିଙ୍କୁ ନ ପାଇ ପରିବାର ଲୋକେ ଦୁଃଖରେ ଭାଙ୍ଗି ପଡ଼ିଥିବା ବେଳେ ତାଙ୍କ ଫେରିବା ବାଟକୁ ଚାହିଁ ବସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାମୁ ଘର ଆଗରେ ଖେଳୁଥିଲେ ଭୁଷୁଡ଼ିଲା  କାନ୍ଥ:  ଆଖିବୁଜିଲା  କୁନି ଝିଅ, ମା’ ବଡ଼ ଝିଅ…

ତିହିଡି଼,୨୩।୩(ସଞ୍ଜିତ ବଳ): ତିହିଡି଼ ବ୍ଲକ ପୀରହାଟ ଥାନା ସାହାପୁର ପଞ୍ଚାୟତ ଅଧୀନ କାଶୀପୁର ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଅଘଟଣ ଘଟିଛି l ଗ୍ରାମର ନାରାୟଣ ବେହେରା…

ରାତିରେ ଲାଗିଲା ନିଆଁ: ଜୀବନ୍ତ ଜଳିଲେ ଗୋରୁ

ବନ୍ତ,୨୨।୩(କିଶୋର କୁମାର ସେଠି):ଭଦ୍ରକ ଜିଲା ବନ୍ତ ତହସିଲ ଅନ୍ତର୍ଗତ ଓଡ଼ଙ୍ଗ ପଞ୍ଚାୟତର ଏରଝାଟିଆ ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି। ବିଦ୍ୟୁତ୍‌ ସର୍ଟଶର୍କିଟ…

ତେଜିଲା ଆନ୍ଦୋଳନ: ତହସିଲଦାରଙ୍କ ଗାଡ଼ି ଆଗରେ ଶୋଇଲେ ଚାଷୀ

ଚାନ୍ଦବାଲି,୨୦।୩: ଭଦ୍ରକ ଜିଲା ତିହିଡି ବ୍ଲକ ଚାରିତରଫ ସୋସାଇଟରେ ଶୁକ୍ରବାର ଚାଷୀ ଅସନ୍ତୋଷ ଦେଖାଦେଇଛି। ମଣ୍ଡିରୁ ଧାନ ଉଠୁ ନ ଥିବା ଅଭିଯୋଗ କରି ଚାଷୀମାନେ ରାଜ…

ମିଲରଙ୍କ ଅସହଯୋଗରୁ ବଢୁଛି ଚାଷୀଙ୍କ ଚିନ୍ତା: ଧାନବସ୍ତା ରଖି ରାଜ୍ୟ ରାଜପଥ ଅବରୋଧ

ତିହିଡି଼,୨୦।୩(ସଞ୍ଜିତ ବଳ):ତିହିଡି଼ ବ୍ଲକ ଅଧୀନ ଚାରିତରଫ ସମବାୟ ସମିତି ମଣ୍ଡିରେ ୮ହଜାର କୁଇଣ୍ଟାଲରୁ ଅଧିକ ଧାନ ପଡ଼ି ରହିଛି l ମିଲରଙ୍କ ଅସହଯୋଗରୁ ଏହି ଧାନ ପଡ଼ି…

ପ୍ରଧାନଆଚାର୍ଯ୍ୟଙ୍କ ନିଲମ୍ବନ ନେଇ ପ୍ରତିବାଦ, ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଗୁରୁମା-ଗୁରୁଜୀ

ତିହିଡ଼ି,୧୯ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ିସ୍ଥିତ ଶିଶୁବିଦ୍ୟାମନ୍ଦିରର ଗୁରୁମା ଓ ଗୁରୁଜୀମାନେ ଗୁରୁବାର ସକାଳେ ବିଦ୍ୟାମନ୍ଦିର ଫାଟକରେ ତାଲା ପକାଇ ଧାରଣା ଦେଇଛନ୍ତି। ପ୍ରଧାନଆଚାର୍ଯ୍ୟଙ୍କୁ ନିଲମ୍ବନ ଏବଂ…

ଧାନକ୍ରୟ କେନ୍ଦ୍ର ସାମ୍ନାରେ ୨ ଚାଷୀଙ୍କ ଧାରଣା: ସମିତିର ଏମିତି ତ୍ରୁଟି…

ତିହିଡି଼,୧୯/୩(ସଞ୍ଜିତ ବଳ):ତିହିଡି଼ ବ୍ଲକ ଅଧୀନ ବାରସର ସମବାୟ ସମିତି ଧାନ କ୍ରୟ କେନ୍ଦ୍ର କାର୍ଯ୍ୟାଳୟ ସାମ୍ନାରେ ଗୁରୁବାର ସକାଳଠାରୁ ୨ଜଣ ଚାଷୀ ଧାରଣାରେ ବସିଛନ୍ତି l ତିଆଡ଼ିସାହି…

ଅଫିସ ଭିତରେ ପଶି ଆର୍‌ଆଇଙ୍କୁ ଆଖିବୁଜା ମାଡ଼ ମାରିଲେ ଯୁବକ, ଘୋଷାଡ଼ି ଘୋଷାଡ଼ି…

ଚାନ୍ଦବାଲି,୧୮ା୩(ଅଶୋକ ପଣ୍ଡା): ସରକାରୀ ଅଫିସ୍‌ ଭିତରେ ପଶି ଅଫିସରଙ୍କୁ ଆଖିବୁଜା ମାଡ଼। ତାହା ପୁଣି ଦିନ ଦ୍ୱିପ୍ରହରରେ ସର୍ବ ସମ୍ମୁଖରେ। ଏମିତି କି ଅଫିସ ଗୃହରୁ ଘୋଷାଡ଼ି…

ସିରିଜ୍‌ ଦୁର୍ଘଟଣା: ୪ ଘଣ୍ଟାରୁ ଅଧିକ ସମୟ ଧରି ଭିତରେ ଚାପି ହୋଇ ରହିଲେ ଡ୍ରାଇଭର, ଘଟଣାସ୍ଥଳରେ…

ଭଦ୍ରକ, ୧୭।୩(ସନାତନ ରାଉତ): ଭଦ୍ରକ ଗ୍ରାମାଞ୍ଚଳ ଥାନା ୧୬ ନମ୍ବର ଜାତୀୟ ରାଜପଥ ଅସୁରା ଛକରେ ସୋମବାର ବିଳମ୍ବିତ ରାତିରେ ସିରିଜ୍‌ ଦୁର୍ଘଟଣା ଘଟିଛି । ଟ୍ରକ୍‌କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri