ଭୁବନେଶ୍ୱର, ୧୭।୭(ବ୍ୟୁରୋ): ରାୟଗଡ଼ା ଜିଲା କାଶୀପୁର ବ୍ଲକ୍ରେ ଝାଡ଼ାବାନ୍ତି ବ୍ୟାପୀ ଜୀବନ ହାନି ଘଟିଥିବା ଖବର ବିଭିନ୍ନ ଗଣମାଧ୍ୟମରେ ପ୍ରକାଶ ପାଇବା ପରେ ସରକାରଙ୍କ ଦୃଷ୍ଟିଗୋଚର ହୋଇଥିବା ସ୍ବାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାଶ କହିଛନ୍ତି। ଏଥିପାଇଁ ମନ୍ତ୍ରୀ ଶନିବାର ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଧିକାରୀ(ସିଡିଏମ୍ଓ)ଙ୍କୁ ତୁରନ୍ତ ସେ ଅଞ୍ଚଳକୁ ଏକ ଅଭିଜ୍ଞ ଡାକ୍ତରୀ ଦଳ ପଠାଇବାକୁ ନିର୍ଦ୍ଦେଶ ଦେଇଛନ୍ତି। ଝାଡ଼ାବାନ୍ତି ଆକ୍ରାନ୍ତ ରୋଗୀଙ୍କ ଚିକିତ୍ସା ସହିତ ଏହା କିପରି ରୋକାଯାଇପାରିବ ସେ ନେଇ ସମସ୍ତ ପ୍ରକାର ପଦକ୍ଷେପ ଗ୍ରହଣ କରିବାକୁ କୁହାଯାଇଛି। ଏଥିସହ ଆସନ୍ତା ୭୨ଘଣ୍ଟାରେ ଏ ସମ୍ପର୍କିତ ବିସ୍ତୃତ ରିପୋର୍ଟ ସରକାରଙ୍କୁ ଦେବା ପାଇଁ ମନ୍ତ୍ରୀ ସିଡିଏମ୍ଓଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
Posted inHome Left, ଆଞ୍ଚଳିକ ଖବର, ରାଜ୍ୟ, ରାୟଗଡା View All
ଧାନକିଣା: ଟୋକନ ଅପେକ୍ଷାରେ ଚାଷୀ
ପଦ୍ମପୁର,୨୨।୧୨(ପ୍ରଦୀପ୍ତ ଦାଶ):ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡରେ ମଣ୍ଡି ଖୋଲିବାର ୨୫ ଦିନ ବିତିଯାଇଛି। ମାତ୍ର ଅଧିକାଂଶ ଚାଷୀଙ୍କ ପାଖରେ ଏଯାଏ ଟୋକନ ପହଞ୍ଚି ପାରିନାହିଁ। ଯେଉଁ...
ମୋବାଇଲ ସ୍କ୍ରିନ୍ ଆସକ୍ତି
କାଳେ ନିଦରୁ ଉଠିବାରୁ ଆରମ୍ଭ କରି ରାତିରେ ଶୋଇବା ପର୍ଯ୍ୟନ୍ତ, ଆଖି ସବୁଠାରୁ ଅଧିକ ଯେଉଁ ବସ୍ତୁଟିକୁ ଦେଖୁଛି, ତାହା ହେଉଛି ଆମ ମୋବାଇଲ୍ ସ୍କ୍ରିନ୍।...
ବରଗଡ଼ ଧନୁଯାତ୍ରା ମହୋତ୍ସବ: ସାଜସଜ୍ଜାରେ ଆଗୁଆ, ପ୍ରଚାରରେ ପଛୁଆ
ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ। ଏହି ମହୋତ୍ସବର ଭିନ୍ନ ଏକ ପରିଚୟ ରହିଛି। ଅନେକ ସ୍ଥାନରେ ଏବେ ଧନୁଯାତ୍ରା ଚାଲିଛି। ହେଲେ...
୧.୩ ଲକ୍ଷ ଘର ଅନ୍ଧାରରେ: ଚିନ୍ତାରେ ସରକାର
ସାନ୍ ଫ୍ରାନ୍ସିସ୍କୋ,୨୨ା୧୨:ସାନ୍ ଫ୍ରାନ୍ସିସ୍କୋରେ ବିଜୁଳି ବିଭ୍ରାଟରୁ ୧ ଲକ୍ଷ ୩୦ ହଜାର ଘର ଏବଂ ବ୍ୟବସାୟ ପ୍ରତିଷ୍ଠାନ ଅନ୍ଧାରରେ ରହିଥିବା ପାସିଫିକ୍ ଗ୍ୟାସ୍ ଆଣ୍ଡ ଇଲେକ୍ଟ୍ରିକ୍...
ଗଣତନ୍ତ୍ର କାହିଁକି ଦୋଷୀ ହେବ
ସନ ପଦ୍ଧତି ମଧ୍ୟରୁ ଗଣତନ୍ତ୍ର ହିଁ ସର୍ବୋତ୍କୃଷ୍ଟ। ଗଣତନ୍ତ୍ର ଶାସନର ଅର୍ଥ ଗଣଙ୍କର ଶାସନ, ନିଜକୁ ଶାସନ କରିବା। ହେଲେ ଏଥିରେ ଜନତାର ଶାସନ ପ୍ରତ୍ୟକ୍ଷ...
ଘରୁ ଖାଦ୍ୟ ନେଇଗଲେ ଆତଙ୍କବାଦୀ: ଜଙ୍ଗଲକୁ ଘେରାବନ୍ଦୀ
ଜମ୍ମୁ,୨୨ା୧୨:ଜମ୍ମୁ-କଶ୍ମୀରର ଉଧାମପୁର ଜିଲା ଅନ୍ତର୍ଗତ ଏକ ଗ୍ରାମରେ ଆତଙ୍କବାଦୀମାନେ ଜଣକ ଘରେ ପଶି ଖାଦ୍ୟ ନେଇ ଜଙ୍ଗଲ ମଧ୍ୟକୁ ଖସି ପଳାଇଥିବା ସୂଚନା ମିଳିଛି। ସେମାନଙ୍କୁ...
ଭିତ୍ତିଭୂମି ଅଛି, ଚାଷୀଙ୍କ ଆଗ୍ରହ ନାହିଁ
ଭଣ୍ଡାରିପୋଖରୀ,୨୨।୧୨ (ରାଜେନ୍ଦ୍ର ଶତପଥୀ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକରେ ଆଳୁଚାଷ ପାଇଁ ଉପଯୋଗୀ ୮ଶହ ହେକ୍ଟର ଉର୍ବର ପଟୁ ମାଟି ମିଶା ଦୋରସା ଚାଷଜମି ରହିଛି।...
ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ
ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...
Archives


