ରାସ୍ତାକଡ଼ରେ ପଡ଼ିଛି ଅଜଣା ମୃତଦେହ, ଦୁର୍ଗନ୍ଧ ବାରି ଯିବାରୁ…

ମୋହନା,୧୬ା୩(ମନ୍ମଥ ମିଶ୍ର): ରାସ୍ତା କଡ଼ରେ ଅଜଣା ଯୁବକଙ୍କର ମୃତଦେହ ଠାବ କରିଛି ରା ଉଦୟଗିରି ପୋଲିସ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ଆର୍‌ ଉଦୟଗିରି ଥାନା ଶିଆଳିଲଟି ପଞ୍ଚାୟତ ବାରନାଳୀ ଠାରେ। ରବିବାର ସକାଳୁ ଅଞ୍ଚଳର କିଛି ସ୍ଥାନୀୟ ଯୁବକ ଗାଧୋଇବା ପାଇଁ ସେହି ରାସ୍ତାରେ ଯାଇଥିବା ବେଳେ ହଟାତ ସେହି ସ୍ଥାନରୁ ପଚା ଦୁର୍ଗନ୍ଧ ବାହାରିଥିଲା l ସ୍ଥାନୀୟ ଲୋକେ ଦୁର୍ଗନ୍ଧ ହେଉଥିବାରୁ ଖୋଜାଖୋଜି କରିବାରୁ ଏକ ଅର୍ଦ୍ଧ ଶରୀରକୁ ଦେଖି ଭୟଭୀତ ହୋଇ ରା.ଉଦୟଗିରି ପୋଲିସକୁ ସୂଚନା ଦେଇଥିଲେ। ଘଟଣାସ୍ଥଳରେ ଆର୍‌ ଉଦୟଗିରି ପୋଲିସ ଓ ଆର ଉଦୟଗିରି ତହସିଲଦାର ପହଞ୍ଚି ତଦନ୍ତ ଚଳାଇଥିବାବେଳେ ସାଇଣ୍ଟିଫିକ୍‌ ଟିମ୍‌ ଆସି ତଦନ୍ତ କରୁଥିବା ଥାନା ଅଧିକାରୀ କହିଛନ୍ତି। ଅପରପକ୍ଷେ ୨/୨୫ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ମୃତଦେହ ବ୍ୟବଚ୍ଛେଦ ପାଇଁ ପୋଲିସ ପଠାଇଛି। ତେବେ ଏହି ଘଟଣା ଜାଣିବା ପରେ ଅଞ୍ଚଳରେ ଭୟର ବାତାବରଣ ସୃଷ୍ଟି ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତରେ ନିର୍ବାହୀ ଅଧିକାରୀ ଗୁରୁତର

ଦିଗପହଣ୍ଡି,୨୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ନିମଖଣ୍ଡି ପେଣ୍ଠ ପଞ୍ଚାୟତର କାର୍ଯ୍ୟ ନିର୍ବାହୀ ଅଧିକାରୀ ପିଇଓ କାଳିଆ ମଲ୍ଲିକ ମଙ୍ଗଳବାର ଅଂଶୁଘାତରେ ଗୁରୁତର...

ଓଡ଼ିଶାରେ କାଲିଠୁ ସମସ୍ତ ସ୍କୁଲ ଓ କଲେଜ ବନ୍ଦ: ରାଜ୍ୟ ସରକାରଙ୍କ ଘୋଷଣା

ଭୁବନେଶ୍ୱର, ୨୨।୪: ଆସନ୍ତାକାଲି ଠାରୁ ସ୍କୁଲ ପିଲାଙ୍କ ପାଇଁ ଖରା ଛୁଟି ଘୋଷଣା। ଅପ୍ରେଲ ୨୩ ତାରିଖ ଠାରୁ ଅଙ୍ଗନବାଡି, ଶିଶୁବାଟିକା ଠାରୁ ଆରମ୍ଭ କରି...

୮ ବର୍ଷ ପରେ ପୁଅକୁ ଖୋଜି ପାଇଲେ ମା’

ମୋହନା,୨୨ା୪ମନ୍ମଥ ମିଶ୍ର): ମା’ର ମମତା ଅନନ୍ୟ। ସେ ଯେଉଁଠି ଯେଉଁ ଅବସ୍ଥାରେ ଥିଲେ ମଧ୍ୟ ନିଜ ସନ୍ତାନକୁ ଝୁରି ହୋଇଥାଏ। ଗଜପତି ଜିଲା ପାରଳାଖେମୁଣ୍ଡି ମୋହନା...

କେମେଷ୍ଟ୍ରି ପେପର ଖରାପ ହୋଇଛି ୪ ହଜାର ଟଙ୍କା ଦେଲେ ପାସ ମାର୍କ ମିଳିବ: ଆସୁଛି ଫୋନ କଲ,

ଗଞ୍ଜାମ,୨୨ା୪(ବିଦ୍ୟାଧର ସାହୁ): ଗଞ୍ଜାମ ମହାବିଦ୍ୟାଳୟ ବିଜ୍ଞାନ ଛାତ୍ରୀଛାତ୍ରମାନଙ୍କ ଅଭିଭାବକମାନଙ୍କୁ ଗତ ଦୁଇଦିନ ହେଲା ଏକ ଫୋନ କଲ ଆସୁଛି। ତୁମ ପିଲାର କେମେଷ୍ଟ୍ରି ପେପର ଖରାପ...

ମାଙ୍କଡ଼ କାମୁଡ଼ାରେ ୪ ଆହତ

ଗଞ୍ଜାମ,୨୨ା୪(ବିଦ୍ୟାଧର ସାହୁ)-ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମରେ ପାଗଳ ମାଙ୍କଡ଼ ଆତଙ୍କ ଖେଳାଇଛି। ସେହି ମାଙ୍କଡ଼ କାମୁଡାରେ ସୋମବାର ଓ ମଙ୍ଗଳବାର ଦୁଇ ଦିନରେ ଗ୍ରାମର...

ଦିଗପହଣ୍ଡିରେ ଶ୍ରୀ ରାମଚରିତ ମାନସ କାର୍ଯ୍ୟକ୍ରମ: ଶ୍ରୀରାମଚରିତ ସମଗ୍ର ମାନବ ଜାତିର ମାର୍ଗଦର୍ଶକ

ଦିଗପହଣ୍ଡି,୨୨|୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ରାଜବାଟି ସିଂହଦ୍ଵାର ସମ୍ମୁଖରେ ଗତ ଶୁକ୍ରବାର ଠାରୁ ଆରମ୍ଭ ହୋଇଥିବା ଶ୍ରୀରାମ ଚରିତ ମାନସ ନବାହ୍ନ ପାରାୟଣ ଓ ପ୍ରବଚନ...

ବିଶ୍ବ ଧରିତ୍ରୀ ଦିବସ ପାଳିତ

ଭଞ୍ଜନଗର,୨୨।୪(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲ୍ଲା ବେଲଗୁଣ୍ଠା ଶିଳ୍ପ ତାଲିମ କେନ୍ଦ୍ର ରେ ମଙ୍ଗଳବାର ବିଶ ଧରିତ୍ରୀ ଦିବସ ପାଳିତ ହୋଇଯାଇଛି। ଏଥିରେ ପରିବେଶବିତ୍ ଶୁଳପାଣି ଶତପଥି...

ପଶ୍ଚିମବଙ୍ଗରେ ରାଷ୍ଟ୍ରପତି ଶାସନ ଲାଗୁ ଦାବି

ଭଞ୍ଜନଗର,୨୨।୪(ବାବୁଲା ପ୍ରଧାନ): ବିଶ୍ବହିନ୍ଦୁ ପରିଷଦ ଓଡ଼ିଶା ପ୍ରଦେଶର ଆହ୍ବାନକ୍ରମେ ବିଶ୍ବହିନ୍ଦୁ ପରିଷଦ ଭଞ୍ଜନଗର ଶାଖା ପକ୍ଷରୁ ମଙ୍ଗଳବାର ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ଭଞ୍ଜନଗର ଉପଜିଲାପାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri