ପାରଳାଖେମୁଣ୍ଡି ଷ୍ଟାଡିୟମରେ ଅଜଣା ହେଲିକପ୍ଟର ଅବତରଣ

ପାରଳାଖେମୁଣ୍ଡି,୮।୧(ଡି.ଏନ୍‌.ଏ.): ଗଜପତି ଜିଲା ସଦର ମହକୁମାଠାରେ ଶନିବାର ଅପରାହ୍ନ ସମୟରେ ଏକ ଅଜଣା ହେଲିକପ୍ଟର ଅଚାନକ ପାରଳାଖେମୁଣ୍ଡି ଷ୍ଟାଡିୟମରେ ଅବତରଣ ପାଇଁ ଉଦ୍ୟମ କରଥିଲା। ମାତ୍ର ଏହା କାହିଁକି ଅବତରଣ କରିଥିଲା ତାହା ଅସ୍ପଷ୍ଟ ରହିଛି। ବିପଦପୂର୍ଣ୍ଣ ଭାବରେ ଅବତରଣ କରି ପୁଣି ଚାଲି ଯାଇଥିବା ଦେଖିବାକୁ ମିଳିଥିଲା। ତେବେ ସାମରିକ ବାହିନୀର ହେଲିକପ୍ଟର ହୋଇଥିବା ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱରରେ ଖୋଲିବ SEBI କାର୍ଯ୍ୟାଳୟ

ଭୁବନେଶ୍ୱର,୧୮।୫: SEBI ଅଧ୍ୟକ୍ଷ ତୁହିନକାନ୍ତ ପାଣ୍ଡେ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ SEBIର ଏକ ବ୍ରାଞ୍ଚ ଅଫିସ ଖୋଲିବା ନେଇ ସେ…

ଶିଶୁ ନିର୍ଯାତନା ନେଇ ସଚେତନ କାର୍ଯ୍ୟକ୍ରମ, ସୁରକ୍ଷିତ ଶୈଶବ….

ପୁରୁଷୋତ୍ତମପୁର,୧୮।୫( ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବିଚାର ବିଭାଗୀୟ ଅଦାଲତର ତାଲୁକା ଆଇନସେବା ପ୍ରାଧିକରଣ କମିଟି ପକ୍ଷରୁ ସୋମବାର ହିନ୍ଦି ପ୍ରଚାସଭା ପରିଷରରେ ସୁରକ୍ଷିତ ଶୈଶବ,…

ମସ୍କଙ୍କ ବୟାନକୁ ନେଇ ସୋସିଆଲ ମିଡିଆରେ ହଇଚଇ, ଝିଅମାନଙ୍କ…

ନୂଆଦିଲ୍ଲୀ,୧୮।୫: ଏଲନ ମସ୍କ ପୁଣିଥରେ ନିଜ ବୟାନକୁ ନେଇ ଖବରର ଶିରୋନାମା ପାଲଟିଛନ୍ତି । ଏଥର ସେ ଇନଷ୍ଟାଗ୍ରାମକୁ “ଝିଅମାନଙ୍କ ପ୍ଲାଟଫର୍ମ” ବୋଲି କହି ଏକ ନୂତନ…

ଯୁକ୍ରେନ ଡ୍ରୋନ ମାଡ଼ରେ ମାଧବନ୍ଧର ଓଡ଼ିଆ ଯୁବକ ମୃତ, ଚାକିରି କରିବାକୁ ରୁଷିଆ ଯାଇଥିଲେ ରାମେୟା

ଚିକିଟି,୧୮।୫(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଅନ୍ତର୍ଗତ ମାଧବନ୍ଧ ଗ୍ରାମର ଜଣେ ଯୁବକ ଯୁକ୍ରେନର ଡ୍ରୋନ ମାଡ଼ରେ ପ୍ରାଣ ହରାଇଛନ୍ତି । ଶନିବାର ତାଙ୍କର…

୨୦ ଦିନରେ କୋଟି କୋଟି ଟଙ୍କାର ଶେୟାର କିଣିଲେ ଟ୍ରମ୍ପ, ଥରି ଉଠିଲା ଆମେରିକା

ଓ୍ବାଶିଂଟନ,୧୮।୫: ଏହି ବର୍ଷର ପ୍ରଥମ ତିନି ମାସ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କିମ୍ବା ତାଙ୍କ ପରାମର୍ଶଦାତାମାନେ ୩,୭୦୦ରୁ ଅଧିକ ଷ୍ଟକ ବାଣିଜ୍ୟ କରିଛନ୍ତି। ଏହି…

କୋଣାଦିତ୍ୟରେ ନବ ଆଳତି ପରମ୍ପରା

ପଦ୍ମକ୍ଷେତ୍ର କୋଣାର୍କଠାରେ ଅଭିନବ ଆଳତି ପରମ୍ପରା କଥା ପୂର୍ବ ସଂଖ୍ୟାରେ ଆମେ ଆଲୋଚନା କରିଥିଲେ। ତାହାର ଏକ ଚମତ୍କାର ଦିଗ ରହିଛି। ଭାରତରେ ଅନ୍ୟ କେଉଁ କ୍ଷେତ୍ର…

କ୍ରାଇମବ୍ରାଞ୍ଚ DGଙ୍କ ବଡ଼ ବୟାନ: ସୌମ୍ୟ ହତ୍ୟାର ସବୁ ଅଭିଯୁକ୍ତ ଚିହ୍ନଟ

ଭୁବନେଶ୍ୱର,୧୮।୫: କ୍ରାଇମବ୍ରାଞ୍ଚ DG ବିନୟତୋଷ ମିଶ୍ର ସୋମବାର ଏକ ବଡ଼ ବୟାନ ଦେଇଛନ୍ତି। ବାଲିଅନ୍ତା ସୌମ୍ୟ ହତ୍ୟା ମାମଲାରେ ସବୁ ଅଭିଯୁକ୍ତଙ୍କୁ ଚିହ୍ନଟ କରାଯାଇଥିବା DG ମିଶ୍ର…

ଇଲେକ୍ଟ୍ରିସିଆନକୁ ଭଲ ପାଉଥିଲେ ନାବାଳିକା, ରାଗିଯାଇ ଝିଅର ଗଳା କାଟିଦେଲେ ବାପା

ବେଙ୍ଗାଲୁରୁ,୧୮।୫: ବେଙ୍ଗାଲୁରୁରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଝିଅର ପ୍ରେମକୁ ସହିନପାରି ହତ୍ୟା କଲେ ବାପା । ଘଟଣାଟି ଆଶ୍ଚର୍ଯ୍ୟ ଲାଗିଲେ ମଧ୍ୟ ସତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri